Latest Odisha News

BREAKING NEWS

ଏପ୍ରିଲରୁ କାରର ଆଗ ଯାତ୍ରୀଙ୍କ ଲାଗି ଏୟାର୍ ବ୍ୟାଗ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କାରର ଆଗ ଯାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ ହେବ ଏୟାର ବ୍ୟାଗ । ଏପ୍ରିଲ ପହିଲାରୁ ମାର୍କେଟକୁ ଆସିବାକୁ ଥିବା ସମସ୍ତ କାର୍ ମଡେଲରେ ଆଗରେ ବସୁଥିବା ଯାତ୍ରୀଙ୍କ ଲାଗି ଏୟାର ବ୍ୟାଗ ବାଧ୍ୟତାମୂଳକ କରାଯାଇଛି । ସେହିଭଳି ପୁରୁଣା କାର ଅତିରିକ୍ତ ଭାବେ ଆଗ ଯାତ୍ରୀଙ୍କ ଲାଗି ଏୟାର…

କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ ନେବା ପରେ ବି ହେଉଛି କରୋନା, ଡାକ୍ତର ପଜିଟିଭ୍

ରାଉରକେଲା: କୋଭିଡ୍ ଟିକାର ଦୁଇ ଦୁଇଟି ଡୋଜ୍ ନେବା ପରେ ବି ହେଉଛି କରୋନା । କୋଭିଡ୍ ସଂକ୍ରମିତ ହେଲେ କରୋନା ଟିକାର ୨ ଡୋଜ୍ ନେଇଥିବା ଡାକ୍ତର । ସୂଚନା ଅନୁସାରେ ରାଉରକେଲା ସରକାରୀ ହସ୍ପିଟାଲରେ କାର୍ଯ୍ୟରତ ଜୈନିକ ବରିଷ୍ଠ ଅସ୍ଥାୟୀ ଡାକ୍ତର କୋଭିଡ୍ ସଂକ୍ରମିତ ହୋଇଛନ୍ତି । ୭୧ ବର୍ଷୀୟ…

ନିଜ ଭଉଣୀ ବାହାଘରରେ ସଲ୍‌ମାନଙ୍କ ଟାୱେଲ ଲୁକ୍‌; ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସଲମାନ ଖାନଙ୍କ ତାଙ୍କ ଭଉଣୀ ଅର୍ପିତା ଖାନଙ୍କୁ ବହୁତ ଭଲପାଆନ୍ତି। ଏ କଥା ତ ସମସ୍ତେ ଜାଣନ୍ତି। ଏମିତିକି ସଲମାନ ଅର୍ପିତାଙ୍କର ସମସ୍ତ ଇଚ୍ଛା ମଧ୍ୟ ପୂରଣ କରିଥାନ୍ତି। ୨୦୧୪ରେ, ଅର୍ପିତାଙ୍କ ବିବାହ ଆୟୁଷ ଶର୍ମାଙ୍କ ସହିତ ବେଶ୍‌ ଧୁମ୍‌ଧାମ୍‌ରେ ହୋଇଥିଲା।…

ଦେଶରେ ୨୪ ଘଣ୍ଟାରେ ୧୮ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୦୮ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୧୧,୯୨,୦୮୮କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

କାହିଁକି ନନ୍ଦିଗ୍ରାମ ଆସନ ବାଛିଲେ ମମତା ?

କୋଲକାତା: ଜୋରଦାର ହେଲାଣି ବେଙ୍ଗଲ ବ୍ୟାଟଲ ଗ୍ରାଉଣ୍ଡ । ଏକାଥରକେ ୨୯୧ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ତୃଣମୂଳ କଂଗ୍ରେସ(ଟିଏମସି) ମୁଖ୍ୟ ମମତା ବାନାର୍ଜୀ । ସେ ଏଥର ନନ୍ଦିଗ୍ରାମ ଆସନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି ଦିଦି । ଆସନ୍ତା ୧୦ ତାରିଖରେ ପ୍ରାର୍ଥୀପତ୍ର ଦାଖଲ…

୧୮ ବର୍ଷ ନୁହେଁ ବରଂ ସ୍ନାତକ ଯାଏଁ ପୁଅର ଲାଳନପାଳନ କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଏବେ ଜଣେ ବ୍ୟକ୍ତି ତାଙ୍କ ପୁଅକୁ ୧୮ ବର୍ଷ ନୁହେଁ, ବରଂ ସ୍ନାତକ ଯାଏଁ ଲାଳନପାଳନ କରିବାକୁ ପଡ଼ିବ ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଡି.ଓ୍ବାଇ ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ଏମ.ଆର ଶାହାଙ୍କ ଏକ ଖଣ୍ଡପୀଠ ଗୁରୁବାର ଦିନ ଫାମିଲି କୋର୍ଟର ଏକ ଆଦେଶକୁ ବଦଳାଇଛନ୍ତି।…

ଜାଣନ୍ତୁ କ‌ରୋନା ଟିକା ନେବା ପରେ କେଉଁ ଖାଦ୍ୟ ଖାଇବା ଉଚିତ

ନୂଆଦିଲ୍ଲୀ: ସାରା ଦେଶରେ କରୋନା ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ବରିଷ୍ଠ ନାଗରିକମାନଙ୍କୁ ଟିକାକରଣ କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ନିଜେ ମଧ୍ୟ କରୋନା ଟିକା ନେଇଛନ୍ତି। ଏହା ବ୍ୟତୀତ ଦେଶର ଅନେକ ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ମଧ୍ୟ କରୋନା ଟିକା ଗ୍ରହଣ କରିଛନ୍ତି। ତେବେ କରୋନା…

ପ୍ରଥମେ କିଏ ପ୍ରପୋଜ୍ କରିଥିଲେ ? ସବ୍ୟ ନା ଅର୍ଚ୍ଚିତା…

ଭୁବନେଶ୍ୱର: ରିଅଲ୍ ହୋଇଛି ରିଲ୍ ଯୋଡ଼ି । ମାର୍ଚ୍ଚ ୧ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସବ୍ୟସାଚୀ ଓ ଅର୍ଚ୍ଚିତା । ରାଜସ୍ଥାନରେ ରାଜକୀୟ ଢଙ୍ଗରେ ବିବାହ ସମ୍ପନ୍ନ ପରେ ସେଲିବ୍ରିଟି ନବ ଦମ୍ପତି ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶା ଫେରିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ନବ…

ଡଚ୍‌ କଳାକାରଙ୍କ ନିଆରା କଳା; ଅତି ବାଇଗଣି ଆଲୋକ ବ୍ୟବହାର କରି କରୋନାକୁ ହ୍ରାସ କରୁଛନ୍ତି କଳାକାର

ନୂଆଦିଲ୍ଲୀ: ଡଚ୍‌ର ଏକ କଳାକାର ଗୋଷ୍ଠୀ ଅତି-ବାଇଗଣି ରଙ୍ଗର ରଶ୍ମିର ବ୍ୟବହାର କରି ବାୟୁରେ କରୋନା ଭୂତାଣୁର ହ୍ରାସ କରିବାକୁ ଏକ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଡଚ୍ ଡିଜାଇନର୍ ଡାନ୍ ରୁଜଗାର୍ଡଙ୍କ “ଅର୍‌ବାନ ସନ୍‌” ସ୍ଥାପନ ଅଲ୍ଟ୍ରା-ବାଇଗଣି ଆଲୋକକୁ ବ୍ୟବହାର କରି…

ବିବାହ ଉତ୍ସବରୁ ଫେରିଲା ବେଳେ ବୋମାମାଡ଼, ୬ ବିଜେପି କର୍ମୀ ଗୁରୁତର

କୋଲକାତା: ହିଂସ୍ର ହେବାରେ ଲାଗିଛି ପଶ୍ଚିମବଙ୍ଗ ରାଜନୀତି । ନେତାଙ୍କ ମଧ୍ୟରେ ରାଜନୀତିକ ବୟାନ ବାଜି ଲାଗି ରହିଥିବା ବେଳେ ନିର୍ବାଚନୀ ହିଂସା ଥମିବାର ନାଁ ନେଉନି । ଶୁକ୍ରବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲ୍ଲାର ରାମପୁର ଗାଁରେ ବୋମାମାଡ଼ ହୋଇଛି । ବୋମାମାଡ଼ରେ ୬ ଜଣ…