Latest Odisha News

BREAKING NEWS

ସୁଶାନ୍ତ ସିଂ ରାଜପୁତ ଡ୍ରଗ୍ସ ମାମଲା: ଆଜି ୩୦,୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିବ ଏନସିବି

ନୂଆଦିଲ୍ଲୀ: ଏନସିବି ଶୁକ୍ରବାର ଦିନ ସୁଶାନ୍ତ ସିଂ ରାଜପୁତ ଡ୍ରଗ୍ସ ମାମଲାରେ ଏହାର ଚାର୍ଜସିଟ ଦାଖଲ କରିବ। ଏନସିବି ମୁଖ୍ୟ ସମୀର ୱାନକେଡେ ନିଜେ ଚାର୍ଜସିଟ୍ ଦାଖଲ କରିବେ ଯାହା ୩୦,୦୦୦ ପୃଷ୍ଠାର ଲମ୍ବା ବୋଲି କୁହାଯାଉଛି। ଡ୍ରଗ୍ସ ମାମଲାରେ ଏକ ମାସ ଧରି ଜେଲରେ ଥିବା ଅଭିନେତା ସୁଶାନ୍ତ…

ଦେଶରେ କରୋନା ଭୂତାଣୁର ୧୬,୮୩୮ଟି ତାଜା ମାମଲା ରେକର୍ଡ; ମୃତ୍ୟୁ ସଂଖ୍ୟା ୧୧୩

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ଦେଶରେ ଶୁକ୍ରବାର ଦିନ କରୋନାଭାଇରସ୍ର ୧୬,୮୩୮ଟି ତାଜା ମାମଲା ରେକର୍ଡ କରିଛି। ଏଥିସହିତ ଦେଶରେ କରୋନା ଜନିତ ମୋଟ ସଂକ୍ରମଣ ୧୧,୧୭,୩୭୬୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁ ୧୧୩ ଜଣଙ୍କର ମୃତ୍ୟୁ ହୋଇଛି।…

ବିଜୁ ବାବୁଙ୍କ ଜୟନ୍ତୀରେ କଟକ ଆନନ୍ଦଭବନରୁ ଭୁବନେଶ୍ୱର ଏୟାରପୋର୍ଟ ଯାଏ ସାଇକେଲ୍ ରାଲି

କଟକ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ସାଇକେଲ ରାଲି । ବିଜୁ ବାବୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦଭବନରୁ ଏହି ସାଇକେଲ୍ ଶୋଭାଯାତ୍ରା ବାହାରିଛି । ଭୁବନେଶ୍ୱର ବିମାନବନ୍ଦର ଯାଏ ଆସିବ । ଏହି ସାଇକେଲ…

ମହାନ ଜନନାୟକ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାଳିତ ହେଉଛି ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ । ଏହି ପୂଣ୍ୟ ତିଥିରେ ବିଜୁବାବୁଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ…

ବିଜୁ ବାବୁଙ୍କ ୧୦୫ତମ ଜୟନ୍ତୀ; ଜାଣନ୍ତୁ ତାଙ୍କର ଦୁଃସାହସିକ ଯାତ୍ରା ସମ୍ପର୍କରେ…

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ କିଏବା ନଜାଣେ । ତାଙ୍କର ବଳିଷ୍ଠ ବ୍ୟକ୍ତିତ୍ୱ ଓ ନିର୍ଭୀକତା ଲାଗି ସେ ଆଜିବି ଜନମାନସରେ ଜୀବିତ ହୋଇରହିଛନ୍ତି । ବିଜୁ ବାବୁ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ତାଙ୍କ ପୈତୃକ ଗ୍ରାମ ଗଞ୍ଜାମର…

ପାଲା ଦେଖୁଛି କିଏ?

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ବିବସ୍ୱାନ୍ ଓ ବନ୍ଦିତା .. ବିଶ୍ୱାଳ ଘରର ବଡ଼ ପୁଅ-ବୋହୂ । ବାହାଘରର ପନ୍ଦର ବର୍ଷ ବିତିଗଲାଣି । ଷଠୀବୁଢ଼ୀ ମାଆ ଏଯାଏଁ ସେମାନଙ୍କ କୋଳରେ ପିଲାଟିଏ ଦେଇନି । କେତେ ଦିଅଁ ଦେବତା, ବ୍ରତ ଉପବାସ କରିଛନ୍ତି ଉଭୟେ ତାର ହିସାବ ନାହିଁ ।…

୧୦ ଦିନ ପରେ ବି ଜଳୁଛି ଶିମିଳିପାଳ, ୩୦ଟି ସ୍ଥାନରେ ଲାଗିଛି ନିଆଁ

ବାରିପଦା: ୧୦ ଦିନ ପରେ ବି ଜଳୁଛି ଶିମିଳିପାଳ । ଲିଭୁନି ନିଆଁ । ନିଆଁ ଆୟତ୍ତ କରିବାକୁ ବନ ବିଭାଗ ଉଦ୍ୟମ କରୁଛି । ଗୋଟିଏ ଅଞ୍ଚଳରେ ନିଆଁ ଲିଭିବା ବେଳକୁ ଅନ୍ୟ ଅଞ୍ଚଳରେ ଲାଗି ଯାଉଛି । ଯାହାକୁ ଆୟତ୍ତ କରିବା ଲାଗି ବନ ବିଭାଗ ଓ ଅଗ୍ନିଶମ ବାହିନୀ ନାକଦେମ୍ ହେଲାଣି । ୨ ହଜାର ୭୫୦ ବର୍ଗ…

ବାଲୁକାକଳାରେ ‘ବିଜୁବାବୁ’ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୫ ତମ ଜୟନ୍ତୀ । ଏହି ଅବସରରେ ପଦ୍ମଶ୍ରୀ ବିଜେତା ତଥା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।…

ସିନ୍ ରିକ୍ରିଏସନ୍ ପରେ ଅଞ୍ଜନା କହିଲେ ଷଡ଼ଯନ୍ତ୍ର ଦିଗ ପଦାକୁ ଆଣୁ ସିବିଆଇ

ଭୁବନେଶ୍ୱର: ସିବିଆଇ କରୁଛି ସିନ୍ ରିକ୍ରିଏସନ୍ । ବାରଙ୍ଗ ଅଞ୍ଚଳରେ ବିବନକୁ ବୁଲାଇ କ୍ରାଇନ୍ ସିନ୍ ରିକ୍ରିଏସନ୍ କରିଛି ସିବିଆଇ । ସେଦିନ କଳାରାତିରେ କଣ ଘଟିଥିଲା ମୁଖ୍ୟ ଅଭିଯୁକ୍ତ ସିବିଆଇକୁ ଦେଖାଇଛି । ଅନ୍ୟପଟେ ପୀଡ଼ିତା ଅଞ୍ଜନା ପ୍ରତିକ୍ରିୟା ଦେଇ କହିଛନ୍ତି- ସିବିଆଇ ଷଡ଼ଯନ୍ତ୍ରର ଦିଗ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବିବନକୁ ନେଇ ସିନ୍ ରିକ୍ରିଏଟ୍ କଲା ସିବିଆଇ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ସିବିଆଇ ଟିମ୍ । ବାରଙ୍ଗ ଅଞ୍ଚଳର ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରାଯାଇଛି । ୧୯୯୯ ମସିହାର ସେହି କାଳ ରାତିରେ କେମିତି ବିବନ କୁକର୍ମ…