ଅଜଗର ସାପ ଉଦ୍ଧାର
ବରଗଡ଼ : ଉଦ୍ଧାର ହେଲା ଅଜଗର ସାପ । ବରଗଡ଼ ଜିଲ୍ଲା ଅନ୍ତର୍ଗତ ପାଇକମାଲ ହୀରାପୁର ଛକ ନିକଟରେ ୮ ଫୁଟ ଲମ୍ବର ବଡ ଅଜଗର ସାପ ଉଦ୍ଧାର କରାଯାଇଛି । ବନ ବିଭାଗ ଦ୍ୱାରା ସାପଟି ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକମାନେ ଏକ ବୁଦା ମୂଳରେ ସାପ ଥିବା ଦେଖିଥିଲେ।
ପରେ ସେହିରାସ୍ତା ଦେଇ ଯାଉଥିବା…