Latest Odisha News

BREAKING NEWS

କେନ୍ଦ୍ରାପଡ଼ାରେ ଷ୍ଟିଲ୍ ପ୍ଲାଣ୍ଟ କରିବ ଆର୍ସେଲର ମିତ୍ତଲ, ରାଜ୍ୟ ସରକାରଙ୍କ ସହ ଏମ୍‌ଓୟୁ ସ୍ୱାକ୍ଷରିତ 

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ୍ ପ୍ଲାଣ୍ଟ କରିବ ଆର୍ସେଲର ମିତ୍ତଲ । ତିଆରି ହେବ ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା । ଏନେଇ ରାଜ୍ୟ ସରକାରଙ୍କ ସହ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି । ୫୦ ହଜାର କୋଟି ବ୍ୟୟରେ ହେବ ଷ୍ଟିଲ୍ ପ୍ଲାଣ୍ଟ । ବର୍ଷକୁ ୧୨ ମିଲିୟନ ଟନ୍‌ ଷ୍ଟିଲ୍…

ଦାଦା ପୁଅ ଭାଇ ସହ ପ୍ରେମ ସମ୍ପର୍କକୁ ନେଇ ଝିଅକୁ ହତ୍ୟା କଲା ବାପା, କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା ଅଭିଯୁକ୍ତ 

ହରଦୋଇ: ଉତ୍ତରପ୍ରଦେଶର ହରଦୋଇ ଜିଲ୍ଲାରେ ଏକ ଛାତିଥରା ଦୃଶ୍ୟ ସାମନାକୁ ଆସିଛି । ଜଣେ ବାପା ନିଜ ଝିଅର ମୁଣ୍ଡକାଟି ହତ୍ୟା କରିବା ପରେ କଟାମୁଣ୍ଡକୁ ହାତରେ ଧରି ଥାନାରେ ପହଁଞ୍ଚିଥିଲା । ଏହି ଭୟଙ୍କର ଦୃଶ୍ୟ ଦେଖି ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି । ଝିଅର ପ୍ରେମ ପ୍ରସଙ୍ଗକୁ ନେଇ…

ସମ୍ବଲପୁର ହୁମା ବକ୍ର ମନ୍ଦିରରେ ହେବନି ଶିବରାତ୍ରି ମେଳା

ସମ୍ୱଲପୁର: କରୋନା ଯୋଗୁଁ ଏବର୍ଷ ସମ୍ୱଲପୁର ଜିଲ୍ଲାର ହୁମା ବକ୍ର ମନ୍ଦିରରେ ଶିବରାତ୍ରି ମେଳା ହେବ ନାହିଁ । ପ୍ରଶାସନ ଓ ଯାତ୍ରା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବଭଳି ମନ୍ଦିରରେ ରୀତିନୀତି ଅନୁସାରେ କେବଳ ବାବା ବିମଳେଶ୍ୱରଙ୍କ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ପ୍ରବେଶ ଓ…

ବରମୁଣ୍ଡା ପେଟ୍ରୋଲ ପମ୍ପରେ ଅପମିଶ୍ରିତ ପେଟ୍ରୋଲ ମିଳିବା ଘଟଣା : ଟାଙ୍କିରେ ଫରେନସିକ୍‌ ଟିମ୍‌ର ଛାନ୍‌ଭିନ୍‌

ଭୁବନେଶ୍ୱର: ବରମୁଣ୍ଡା ପେଟ୍ରୋଲ ପମ୍ପରୁ ଅପମିଶ୍ରିତ ପେଟ୍ରୋଲ ମିଳିବା ଘଟଣା । ପେଟ୍ରୋଲ ପମ୍ପରେ ତଦନ୍ତ ଆରମ୍ଭ କରିଛି ଫେରନସିକ୍‌ ଟିମ୍‌ । ପେଟ୍ରୋଲ ଓ ଡିଜେଲର ନମୁନା ଯାଞ୍ଚ କରାଯାଉଛି । ଗତକାଲି ଅପମିଶ୍ରିତ ପେଟ୍ରୋଲ ନେଇ ଗ୍ରାହକଙ୍କ ଅଭିଯୋଗ ପରେ ପମ୍ପରେ ଉତ୍ତେଜନା ଦେଖାଦେଇଥିଲା ।…

କଟକଣା ଭିତରେ ଏବର୍ଷ କପିଳାସ ଜାଗର ଯାତ୍ରା

ଢେଙ୍କାନାଳ: ଚଳିତବର୍ଷ ଢେଙ୍କାନାଳ ଜିଲ୍ଲାର ପ୍ରମୁଖ ଶୈବପୀଠ କପିଳାସରେ କୋଭିଡ୍ କଟକଣା ଭିତରେ ଅନୁଷ୍ଠିତ ହେବ ଜାଗତ ଯାତ୍ରା । ଜିଲ୍ଲା ଓ ରାଜ୍ୟ ବାହାର ଭକ୍ତଙ୍କୁ କପିଳାସ ଆସିବାକୁ ବାରଣ କରାଯାଇଛି । ଜିଲ୍ଲାର ଭକ୍ତ କୋଭିଡ୍ ନେଗେଟିଭ ରିପୋର୍ଟ ଦେଖାଇ ମହାଦେବଙ୍କୁ ଦର୍ଶନ କରିପାରିବେ ।…

ଓବିସି ସର୍ଭେ ଓ ସଂରକ୍ଷଣକୁ ନେଇ ବିଜେପି-ବିଜେଡି ବାକଯୁଦ୍ଧ

ଭୁବନେଶ୍ୱର: ଓବିସି ସର୍ଭେ ଓ ସଂରକ୍ଷଣ ପ୍ରସଙ୍ଗରେ ବିଜେପି-ବିଜେଡି ମଧ୍ୟରେ ତେଜିଛି ବାକଯୁଦ୍ଧ । ଆଜି ପ୍ରେସମିଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାରେ ପଛୁଆ ବର୍ଗ ଲୋକଙ୍କୁ ସାମ୍ବିଧାନିକ ଅଧିକାର ଦିଆଯାଉ । ଓବିସିଙ୍କ ପାଇଁ କେନ୍ଦ୍ରୀୟ ବ୍ୟବସ୍ଥାରେ ୧୦%…

କରୋନା କାଳରେ ଭାରତର ୨୫ କୋଟି ପିଲାଙ୍କ ଶିକ୍ଷା ଉପରେ ପ୍ରଭାବ ପଡ଼ିଛି: UNICEF

ନୂଆଦିଲ୍ଲୀ: ମହାମାରୀ କୋଭିଡ୍ ସମୟରେ ସମସ୍ତ ପିଲାଙ୍କ ପାଖରେ ଶିକ୍ଷା ପହଞ୍ଚିଥିବା ସରକାର ଦାବି କରୁଛନ୍ତି । କିନ୍ତୁ ୟୁନିସେଫ୍ (UNICEF) ଜାରି କରିଥିବା ରିପୋର୍ଟ ଅନ୍ୟ କିଛି କହୁଛି । ରିପୋର୍ଟ ଅନୁସାରେ, ମହାମାରୀ ଓ ଲକଡାଉନ୍ ପାଇଁ ୨୦୨୦ରେ ୧.୫ ମିଲିୟନ୍ ସ୍କୁଲ୍ ବନ୍ଦ ରହିଥିଲା ।…

ବେଆଇନ ବିଦେଶୀ ମଦ ଦୋକାନ ଉପରେ ଚଢ଼ାଉ: ମଦ ନଷ୍ଟ କଲା ପୋଲିସ

ସାନଖେମୁଣ୍ଡି: ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ୍ ମଦ ବିକ୍ରି । ମଦ ଦୋକାନ ଉପରେ ଅତର୍କିତ ଚଢ଼ାଉ କରାଯାଇ ମଦ ଜବତ କରାଯିବ ପରେ ତାହାକୁ ନଷ୍ଟ କରାଯାଇଛି । ପାଟପୁର ଥାନାରୁ ମାତ୍ର ୧ କି.ମି. ଦୂର ପଳାସପୁରଠାରେ ବହୁତ ଦିନ ଧରି ଚାଲିଥିବା ବେଆଇନ ବିଦେଶୀ ମଦ ଦୋକାନ । ଚଢ଼ାଉ…

ସିନିୟର ମହିଳା ଦିନିକିଆ କ୍ରିକେଟ: ଓଡିଶା ଦଳ ଘୋଷିତ

ଭୁବନେଶ୍ୱର: ଗୁଜରାଟର ସୁରଟଠାରେ ଆୟୋଜିତ ହେବାକୁ ଥିବା ସିନିୟର ମହିଳା କ୍ରିକେଟ ଟୁର୍ଣ୍ଣାମେଂଟ ପାଇଁ ଗୁରୁବାର ଓଡିଶା ଦଳ ଘୋଷଣା କରାଯାଇଛି । ମାର୍ଚ୍ଚ ୧୧ରୁ ଏହି ପ୍ରତିଯୋଗିତା ଆରମ୍ଭ ହେବ । ଓଡିଶା ଦଳର ନେତୃତ୍ୱ ମଧୂସ୍ମିତା ବେହେରା ନେବେ । ମାର୍ଚ୍ଚ ୧୨ରେ ଝାଡଖଣ୍ଡ, ୧୪ରେ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: ବିବନକୁ ରିମାଣ୍ଡରେ ନେଲା ସିବିଆଇ

ଭୁବନେଶ୍ୱର: ଖୋଲିବ ୧୯୯୯ ମସିହା ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ଅନେକ ଗୁମର । ଷଡ଼ଯନତ୍ର ପଛର ସତ କହିବ ମାଷ୍ଟରମାଇଣ୍ଡ ବିବନ ବିଶ୍ୱାଳ । ୨୨ବର୍ଷ ତଳର ସେହି ଜଘନ୍ୟକାଣ୍ଡର ଗୋଟିଏ ଗୋଟିଏ ସତ ତା ପାଖରୁ ବାହାର କରିବ ସିବିଆଇ । ଆଜିଠାରୁ ତାକୁ ଦୁଇ ଦିନିଆ ରିମାଣ୍ଡରେ…