Latest Odisha News

BREAKING NEWS

ବର୍ଷାରେ ବେହାଲ ବାଲେଶ୍ୱର

ବାଲେଶ୍ୱର: ଲଘୁଚାପ ଜନିତ ବର୍ଷାରେ ବେହାଲ ବାଲେଶ୍ୱର ଜିଲ୍ଲା  । ଜଳ ନିଷ୍କାସିତ ହୋଇ ନପାରି ବୁଡିଲା ସହରର ବିଭିନ୍ନ ଅଂଚଳ । ବର୍ଷାଜଳ ନିଷ୍କାସିତ ହୋଇନପାରି ବାଲେଶ୍ୱର ସହର ସାରା ଜଳମଗ୍ନ ହୋଇଯାଇଛି । ଏପରି ପରିସ୍ଥିତି ବାରମ୍ବାର ଉପୁଜୁଥିବାରୁ ଏଥିପାଇଁ ବାଲେଶ୍ୱର ପୌରପାଳିକା ମୁଖ୍ୟ…

ସମୁଦ୍ର ଆଁରେ ଗାଁ

ଜଗତସିଂହପୁର: ଲଗାଣ ବର୍ଷା ଯୋଗୁ କୂଳ ଲଂଘିଲା ସମୁଦ୍ର । ଜନବସତି ଆଡ଼କୁ ମାଡ଼ି ଆସିଲା ସମୁଦ୍ର । ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍‌ ଶିଆଳି ନିକଟରେ ଆଜି ଜନବସତି ଆଡ଼କୁ ପ୍ରାୟ ୧୦୦ ମିଟର ମାଡ଼ି ଆସିଛି ସମୁଦ୍ର ଜଳ। ଯାହାଫଳରେ ସମୁଦ୍ର ନିକଟବର୍ତ୍ତୀ ଫଳରେ ପଦ୍ମପୁର,ଶିଆଳି, ରାମତରା ଓ…

ଆରପାରିରେ ଡାକ୍ତର ଭବାନୀ ଶଙ୍କର ବଳ

ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଲୋକପ୍ରିୟ ସର୍ଜନ ଡାକ୍ତର ଭବାନୀ ଶଙ୍କର ବଳ ଆଉ ନାହାନ୍ତି । ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି । କରୋନା ସଂକ୍ରମିତ ହୋଇ ଦୀର୍ଘ ମାସ ହେବ ମୃତ୍ୟୁ ସହ ସଂଗ୍ରାମ କଲା ପରେ ସେ ହାରିଯାଇଛନ୍ତି । ୟୁନିଟ -୬ ସ୍ଥିତ ସରକାରୀ ବାସ…

ଆଗାମୀ ଦିନରେ ଲକ୍ଷ ଲକ୍ଷ ଶିଶୁ ଅନାହାରରେ ମୃତ୍ୟୁବରଣ କରିପାରନ୍ତି; ୟୁଏନ୍‌ର ଚେତାବନୀ

ନୂଆଦିଲ୍ଲୀ: ଶୀତ ଋତୁ ଆସିବା ପୂର୍ବରୁ ଲକ୍ଷ ଲକ୍ଷ ଆଫଗାନିସ୍ତାନରେ ଖାଦ୍ୟ ସଙ୍କଟ ଦେଖାଯାଇପାରେ ଫଳରେ ଲକ୍ଷ ଲକ୍ଷ ଶିଶୁ ଅନାହାରରେ ମୃତ୍ୟୁବରଣ କରିପାରନ୍ତି। ଏ ନେଇ ମିଳିତ ଜାତିସଙ୍ଘର ବରିଷ୍ଠ ଅଧିକାରୀମାନେ ଚେତାବନୀ ଦେଇଛନ୍ତି। ଯଦି ସେମାନଙ୍କର ତୁରନ୍ତ ଆବଶ୍ୟକତା ପୂରଣ ନହୁଏ ତେବେ ୧…

ଭିଜିଲାନ୍ସ ଜାଲରେ କିରାଣୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଭଦ୍ରକ : ଭିଜିଲାନ୍ସ ଜାଲରେ କିରାଣୀ । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନିଲମ୍ବିତ ମୁଖ୍ୟ କିରାଣୀ ପ୍ରଭାକର ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢାଉ କରଛି। ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କିରାଣୀଙ୍କ ଘରେ ଚଢାଉ ହୋଇଥିଲା । ତାଙ୍କ ବାଲେଶ୍ୱର ସହର ନେଳିଆବାଗ ବାସଭବନ ନିକଟ ଭଡା ଘର ସହ ଏକ…

୧୫ ବର୍ଷ ଅପେକ୍ଷାର ହେଲା ଅନ୍ତ; ମିଳିଲା ୮.୨୨ କ୍ୟାରେଟ୍‌ର ମୂଲ୍ୟବାନ ହୀରା

ନୂଆଦିଲ୍ଲୀ: ୧୫ ବର୍ଷର ଦୀର୍ଘ ଅପେକ୍ଷାର ଅନ୍ତ ଘଟିଲା। ମଧ୍ୟପ୍ରଦେଶର ପାନ୍ନା ଜିଲ୍ଲାର ଏକ ଖଣିରେ ୧୫ ବର୍ଷ ଅପେକ୍ଷା କରିବା ପରେ ଜଣେ ଶ୍ରମିକ ଏବଂ ତାଙ୍କର ତିନି ସହଯୋଗୀ ୮.୨୨ କ୍ୟାରେଟ୍‌ର ମୂଲ୍ୟବାନ ହୀରା ପାଇଛନ୍ତି। ସ୍ଥାନୀୟ ବିଶେଷଜ୍ଞମାନେ କହିଛନ୍ତି ଯେ ଏହି ହୀରାର ମୂଲ୍ୟ ୪୦…

ରିଲାଏନ୍ସ ଏଂଟରଟେନମେଂଟ ଓ ଟିସିରିଜ ୧୦୦୦କୋଟି ବ୍ୟୟରେ ନିର୍ମିତ କରିବେ ୧୦ ଫିଲ୍ମ

ମୁମ୍ବାଇ: ରିଲାଏନ୍ସ ଏଂଟରଟେନମେଂଟ ଓ ଟିସିରିଜ ମିଳିତ ଭାବେ ୧୦ଟି ବିଗ ବଜେଟ ଫିଲ୍ମ ନିର୍ମାଣ କରିବେ । ଏହାର ପ୍ରାରମ୍ଭିକ ବଜେଟ ୧୦୦୦ କୋଟି ଟଙ୍କା ରହିଛି । ଫିଲ୍ମ କେଉଁ ପ୍ରକାରର ହେବ ଏବଂ ଷ୍ଟାର କାଷ୍ଟ କଣ ହେବ ସେ ସମ୍ପର୍କରେ କୌଣସି ସୂଚନା ମିଳି ନାହିଁ । ରିପୋର୍ଟ ମୁତାବକ ଦକ୍ଷିଣ…

ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୁନ୍ଦରଗଡ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଆଇଜିଏଚ୍‌ ସୁପର…

ଦୁଇ ମାଓବାଦୀ ଗିରଫ, ଅଡିଓ ଟେପ୍ ଜାରି କେଲେ ମାଓନେତା

ଜୟପୁର : ଦୁଇ ମାଓବାଦୀ ଗିରଫ । ଏନେଇ ଅଡିଓ ଟେପ୍ ଜାରି କଲେ ମାଓବାଦୀ ନେତା । ତାଙ୍କର ଦୁଇ ସାଥୀଙ୍କୁ ପୋଲିସ ଗିରଫ କରିବା ନେଇ ଅଡିଓ ମାଧ୍ୟମରେ ସୂଚନା ଦେଇଛନ୍ତି ମାଓନେତା ଗଣେଶ । ଗିରଫ ମାଓବାଦୀ ଦୁଇଜଣ ଆନ୍ଧ୍ର ଓଡ଼ିଶା ବଡର ଜେନେରାଲ କମିଟି ସଦସ୍ୟ ଅରୁଣ ଏବଂ କୁଡୁମୁଲୁଗୁମ୍ମା ଏରିଆ…

ସମ୍ପୂର୍ଣ୍ଣ ଟିକାକୃତ ଲୋକଙ୍କ ପାଇଁ ବୁଷ୍ଟର୍‌ ଡୋଜ୍‌ ଜରୁରୀ ନୁହେଁ

ନୂଆଦିଲ୍ଲୀ: କୋଭିଡ-୧୯ ର ଅତ୍ୟଧିକ ସଂକ୍ରାମକ ଡେଲଟା ଭାରିଆଣ୍ଟକୁ ନେଇ ଭୟ ମଧ୍ୟରେ କିଛି ଦେଶ ବୁଷ୍ଟର ଡୋଜ ଦେବା ଆରମ୍ଭ ହୋଇଛି। କିନ୍ତୁ ଦି ଲାନସେଟରେ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ ବର୍ତ୍ତମାନ ସଂପୂର୍ଣ୍ଣ ଟିକାକରଣ ହୋଇଥିବା ଲୋକଙ୍କ ମଧ୍ୟରେ କୋଭିଡ-୧୯ ମୁକାବିଲା ଲାଗି…