ବାର୍ଷିକ ଜିଏସଟି ରିଟର୍ଣ୍ଣ ଫାଇଲ ଶେଷ ତାରିଖ ୩୧ ମାର୍ଚ୍ଚକୁ ବୃଦ୍ଧି
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଟିକସଦାତାଙ୍କ ସୁବିଧାକୁ ଆଖି ଆଗରେ ରଖି ୨୦୧୯-୨୦ ଜିଏସଟି ରିଟର୍ଣ୍ଣ ଫାଇଲ କରିବାର ଶେଷ ତାରିଖକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛି । ସିବିଆଇସି ଏବଂ କେନ୍ଦ୍ରୀୟ ପରୋକ୍ଷ ଟିକସ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛି । ପୂର୍ବରୁ ବାର୍ଷିକ…