Latest Odisha News

BREAKING NEWS

ଭୁବନେଶ୍ୱର ବିମାନବନ୍ଦରରେ ୧୨ଟି ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର

ଭୁବନେଶ୍ୱର: ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କର ଭୁବନେଶ୍ୱର ବିମାନବନ୍ଦରରେ କୋଭିଡ୍ ସ୍କ୍ରିନିଂକୁ କଡ଼ାକଡ଼ି କରାଯାଇଛି । ୧୨ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ,…

ବାର୍ଦ୍ଧକ୍ୟ ଭତ୍ତା

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ଅଣାଅଶୀ ବର୍ଷ ବୟସରେ ଆରପାରିକୁ ଚାଲିଗଲା ମହାପାତ୍ର ଘରର ବୁଢ଼ୀ ତିଳୋତ୍ତମା । ବୁଢ଼ୀ ମଲାଦିନ ସବୁଠୁ ବେଶି ଖୁସି ହୋଇଥିଲା ତାର ଏକମାତ୍ର ବୋହୂ ତ୍ରିପୁରସୁନ୍ଦରୀ । ନାଁ ଟା ସିନା ତ୍ରିପୁରସୁନ୍ଦରୀ, ହେଲେ ଦେଖିବାକୁ ସାକ୍ଷାତ ମାଆ…

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ: ଆଜି ଚିହ୍ନଟ ହେଲେ ୯୪ କରୋନା ପଜିଟିଭ୍

ଭୁବନେଶ୍ୱର: ବେଶ କିଛି ଦିନ କମିବା ପରେ ରାଜ୍ୟରେ ପୁଣି ବଢୁଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ବି ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ଆଉ ୯୪ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ…

ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ । ସେଠାରେ ଉପସ୍ଥିତ ପୁଲିସ୍‌ କର୍ମୀ ତାଙ୍କୁ କାବୁ କରିନେବା ଫଳରେ ଏକ ବହୁତ ବଡ଼ ଅଘଟଣ ଟଳି ଯାଇଥିବା ଜଣାଯାଇଛି ।  ସୂଚନା ଅନୁଯାୟୀ, ଦୀର୍ଘ ଦଶ ବର୍ଷ ତଳେ ଉଲୁଣ୍ଡା ବ୍ଲକ ଝାରବାହାଲି ଗାଁ ରାସ୍ତାର…

ଶ୍ରମ ଅଧିକାର କର୍ମୀ ନୋଦୀପ କୌରଙ୍କୁ ଜାମିନ ପ୍ରଦାନ କଲେ କୋର୍ଟ

ନୂଆଦିଲ୍ଳୀ: ଶ୍ରମ ଅଧିକାର କର୍ମୀ ନୋଦୀପ କୌରଙ୍କୁ ହତ୍ୟା ମାମଲାରେ ଶୁକ୍ରବାର ଦିନ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି ଏବଂ ତାଙ୍କୁ ମୁକ୍ତ କରାଯିବା ସମ୍ଭାବନା ରହିଛି। ଜାନୁୟାରୀ ୧୨ ରେ ତାଙ୍କୁ ଗିରଫ କରାଯାଇଥିଲା। ଜାମିନ ଆବେଦନ ସହିତ କୋର୍ଟ ତାଙ୍କ ବେଆଇନ…

ବିଧାନସଭାରେ ବାଲି ତାତି: ସରକାରଙ୍କୁ ଘେରିଲେ ବିରୋଧୀ, ଉଦବେଗ ପ୍ରକାଶ କଲେ ବାଚସ୍ପତି

ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳରେ ବାଲି ତାତି । ବାଲି ନୀତି ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ସରକାର କାହିଁକି ବାଲି ନୀତି ଆଣି ନାହାନ୍ତି ବୋଲି ପ୍ରଶ୍ନ କରିଥିଲା ବିଜେପି । ବାଲି ନୀତି ଚିଠା ପ୍ରସ୍ତାବ କାହିଁକି କାର୍ଯ୍ୟକାରୀ ହେଉନି ବୋଲି ଦଳ ପଚାରିଥିଲା ।…

ଆନ୍ଦୋଳନରତ ଏଏନଏମଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଥିବା ଏଏନଏମଙ୍କ ପାଇଁ ବଡ଼ ଖବର । ଯୋଗ୍ୟତା ଭିତ୍ତିରେ ଏଏନ୍‌ଏମ୍‌ଙ୍କୁ ନିଯୁକ୍ତି ଦିଆଯିବ । ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ସମ୍ପର୍କରେ ବିଧାନସଭାରେ ବିବୃତି ରଖି ଏକଥା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ କହିଛନ୍ତି, ଆନ୍ଦୋଳନରତ…

ବିଧାନସଭାରେ ଆତ୍ମହତ୍ୟା ଧମକ ଦେଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ମଣ୍ଡି ଅବ୍ୟବସ୍ଥାକୁ ନେଇ ଥମୁନି ରାଜନୀତି । ବିଧାନସଭାରେ ଆଜି ମଣ୍ଡିରେ ଧାନ ଉଠାଇବାକୁ ନେଇ ବିଜେପି ବିଧାୟକ ହୋ-ହାଲ୍ଲା କରିଛନ୍ତି । ମଣ୍ଡି ସମସ୍ୟା ପାଇଁ ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ର ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ମଣ୍ଡିରୁ ତୁରନ୍ତ…

ଶାହାରୁଖ୍‌ଙ୍କ ସହ ଫିଲ୍ମ ‘ପଠାନ’ ସୁଟିଂରେ ବ୍ୟସ୍ତ ସଲ୍‌ମାନ; ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ: ବଲିଉଡ୍‌ର ଭାଇଜାନ୍‌ ସଲମାନ ଖାନ ଶାହରୁଖ ଖାନଙ୍କ ସହ ଅଭିନୟ କରୁଥିବା ଆଗାମୀ ଫିଲ୍ମ ପଠାନ ସେଟରେ ନଜର ଆସିଥିଲେ। ଯାହା ୟଶ ରାଜ ଫିଲ୍ମସ୍ ଦ୍ୱାରା ନିର୍ମିତ ଏବଂ ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କ ଦ୍ୱାରା ନିର୍ଦ୍ଦେଶିତ। ଗୁରୁବାର ଦିନ YRF ଷ୍ଟୁଡିଓରେ ଫିଲ୍ମର ସୁଟିଂରେ…

ଏହି ଛାତ୍ରଛାତ୍ରୀଙ୍କ ଲାଗି ଖୋଲିବ ଜାମିଆ ମିଲିଆ ଇସଲାମିଆ

ନୂଆଦିଲ୍ଲୀ: ଆସନ୍ତା ସୋମବାର ଠାରୁ ଲାବୋରାଟୋରୀ ଓ୍ବର୍କ ପାଇଁ ଜାମିଆ ମିଲିଆ ଇସଲାମିଆ ପକ୍ଷରୁ ଗୁରୁବାର ଦିନ ଇଞ୍ଜିନିୟରିଂ ଏବଂ ନାଚୁରାଲ୍ ସାଇନ୍ସ ଡିପାର୍ଟମେଣ୍ଟର ରିସର୍ଚ୍ଚ ସ୍କଲାର ମାନଙ୍କୁ କ୍ୟାମ୍ପସକୁ ଫେରିବାକୁ ଅନୁମତି ଦିଆଯାଇଛି। ତେବେ ଛାତ୍ରଛାତ୍ରୀ ମାନଙ୍କୁ ସମ୍ପୃକ୍ତ…