Latest Odisha News

BREAKING NEWS

ଲୁଗା ଦୋକାନିଙ୍କ ଘରେ କଳାକନା ବୁଲାଇଲେ ଚୋର

ରାଜଗାଙ୍ଗପୁର : ରାଜଗାଙ୍ଗପୁର ବଡ ଧରଣର ଡକାୟତି। ଲୁଗା ଦୋକାନିଙ୍କ ଘରେ କଳାକନା ବୁଲାଇଲେ ଚୋର। ଦୋକାନିଙ୍କ ଘରୁ ପ୍ରାୟ ୨୦ ଲକ୍ଷ ଟଙ୍କାର ସାମଗ୍ରୀ ଲୁଟି ନେଇଛନ୍ତି ଡକାୟତ । ଆଜି ଭୋର୍ ପ୍ରାୟ ୩ ଟା ପାଖିପାଖି ହେବ ଲୁଟ୍ ହୋଇଛି । ୭ ଜଣିଆ ଡକାୟତ ଦଳ ରାଜଗାଙ୍ଗପୁର ସୁନ୍ଦରଗଡ଼ ମୁଖ୍ୟ…

ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକା ୨୦୨୧କୁ ଉନ୍ମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର : ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକା ୨୦୨୧କୁ ଉନ୍ମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଏନଆଇଆରଏଫ ତାଲିକାରେ ୧୧ଟି ବିଭିନ୍ନ ବିଭାଗ ଯଥା ସାମଗ୍ରୀକ ସଫଳତାକୁ ନେଇ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ, ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ, ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, କଲେଜ୍,…

ଭାରତୀୟ ପାରାଅଲିମ୍ପିକ୍ସ ଦଳକୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭାରତୀୟ ପାରାଅଲିମ୍ପିକ୍ସ ଦଳକୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ । ଦିଲ୍ଲୀସ୍ଥିତ ନିଜ ବାସଭବନରେ ଟୋକିଓ ପାରାଅଲିମ୍ପିକ୍ସ କ୍ରୀଡାର ଭାରତୀୟ ଦଳ ପାଇଁ ସମାରୋହର ଆୟୋଜନ କରାଯାଇଥିଲା । ଏହି ଦଳରେ ପାରା ଆଥଲେଟ୍ସ ଓ ସେମାନଙ୍କ କୋଚ୍ ଧ୍ୟ ସାମିଲ ହୋଇଥିଲେ । ଏହି ଅସରରେ…

ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର : ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ବିଧାନସଭା ଶେଷ ସହିତ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି । ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ମୌସୁମୀ ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଥିଲା । ଏହାରି ମଧ୍ୟରେ ଗୋଟିଏ…

ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହେଲେ ଅଭିଜ୍ଞ ବ୍ରାଜିଲ ଫରୱାର୍ଡ ଜୋନାଥାସ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ ଫୁଟବଲରେ ଅଭିଜ୍ଞ ବ୍ରାଜିଲ ଫରୱାର୍ଡ ଜୋନାଥସ କ୍ରିଷ୍ଟିଆନ ଡି ଜିସସ ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହୋଇଛନ୍ତି । ଜୋନାଥସ ବ୍ରାଜିଲ ନେଦରଲାଣ୍ଡ, ସ୍ପେନ, ଇଟାଲୀ ଓ ଜର୍ମାନୀର ଅନେକ ପ୍ରତିଷ୍ଠିତ କ୍ଲବ ପକ୍ଷରୁ ଖେଳି ସାରିଛନ୍ତି । ୧୦୦ରୁ ଊର୍ଦ୍ଧ୍ୱ ଗୋଲ ତାଙ୍କ…

ପ୍ରକାଶ ପାଇଲା NIRF ୨୦୨୧ ତାଲିକା : ଟପ୍‌ ୨୫ ବିଶ୍ବବିଦ୍ୟାଳୟ ତାଲିକାରେ ‘ସୋଆ’

ଭୁବନେଶ୍ବର : ପ୍ରକାଶ ପାଇଲା ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମଓ୍ବାର୍କ ୨୦୨୧ ତାଲିକା । ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ନେଇ ଘୋଷଣା କରିଛନ୍ତି । ତାଲିକାରେ ଭାରତର ଶ୍ରେଷ୍ଠ ମେଡିକାଲ ବିଶ୍ବବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି…

ଆସନ୍ତାକାଲି ଚଳାଚଳ କରିବ ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସ

ଭୁବନେଶ୍ବର : ଆସନ୍ତାକାଲି ଚଳାଚଳ କରିବ ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀର ରେଳ ଭବନରୁ ଭିଡିଓ କନଫରେନ୍ସିଂ ଜରିଆରେ ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ହୀରାଖଣ୍ଡ…

ବିଷମକଟକ ଡାଙ୍ଗରପୋଡା ଗାଁରେ ସ୍ୱଚ୍ଛ ପାନୀୟ ଜଳ ଭେଳିକି

ଗୁଣୁପୁର: ଗାଁ ଗହଳୀରେ ସ୍ୱଚ୍ଛ ପାନୀୟ ଜଳ ଯୋଗାଣକୁ ନେଇ ବାହାବା ନେଉଛନ୍ତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର । ହେଲେ ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ଡାଙ୍ଗରପୋଡା ଗାଁରେ କିନ୍ତୁ ସାମ୍ନାକୁ ଆସିଛି କିଛି ଭିନ୍ନ ଚିତ୍ର । ଡାଙ୍ଗରପୋଡା ଗାଁରେ ରହୁଥିବା ଆଦିମ ଆଦିବାସୀଙ୍କ ପାଇଁ…

ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାର ୨୧ତମ ସ୍ଥାନରେ କିଟ୍‍

ଭୁବନେଶ୍ବର : କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଛି ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନ୍ଆଇଆରଏଫ) । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ, ବିଶ୍ବବିଦ୍ୟାଳୟ ତାଲିକାର ଶ୍ରେଷ୍ଠ ୨୧ ତମ…

ସରିଲା ଦୁଷ୍କନ୍ତଙ୍କ ଶେଷକୃତ୍ୟ, ଅନିଶ୍ଚିତତା ଘେରରେ ତାଙ୍କ ପରିବାର

ପାରାଦୀପ :ବିଧାନସଭା ସମ୍ମୁଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଦୁଷ୍କନ୍ତ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ପୁରୀ ସ୍ୱର୍ଗ ଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। । ଦୁଷ୍କନ୍ତଙ୍କ ଗାଁରେ ଏବେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ବୁଧବାର…