Latest Odisha News

BREAKING NEWS

ରାଜ୍ୟରେ ସାମାନ୍ୟ ବଢିଛି ଦୈନିକ କରୋନା କେସ୍: ୨୪ ଘଣ୍ଟାରେ ୮୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢ଼ିଛି କରୋନା କେସ୍ । ଗତକାଲି ୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ବାହାରିଛନ୍ତି ୮୯ ପଜିଟିଭ୍ । କ୍ୱାକେଣ୍ଟାଇନରୁ ୫୩ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬ଟି । ଗତକାଲି ୨୧ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି…

+ ୨ ବାର୍ଷିକ ପରୀକ୍ଷା ପାଇଁ ସୂଚୀ ଘୋଷଣା

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ବାର୍ଷିକ + ୨ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଥିଓରୀ ପରୀକ୍ଷା ଆସନ୍ତା ମେ ୧୮ରୁ ଜୁନ୍ ୧୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାକ୍ଟିକାଲ୍ ପରୀକ୍ଷା ଏପ୍ରିଲ ୨୯ ରୁ ମେ ୮…

ବିଶୃଙ୍ଖଳାକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ଭବନ ଗଣ୍ଡଗୋଳ ଘଟଣାରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଦଳ ବିରୋଧୀ କାମ ଅଭିଯୋଗ ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ । ଯିଏ ବିଶୃଙ୍ଖଳା କରିଥିବ ତାଙ୍କ ବିରୋଧରେ…

କଂଗ୍ରେସ ଭବନରେ ୨ ଗୋଷ୍ଠୀ ହାତାହାତି, ଓବିସି ସେଲ୍ ବୈଠକ ବେଳେ ଗଣ୍ଡଗୋଳ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିବା ସୂଚନା ମିଳିଛି । ଓବିସି ସେଲ୍ ବୈଠକ ବେଳେ ଉତ୍ତେଜନା ସୃଷ୍ଟି ହୋଇଥିଲା । ପିସିସି ସଭାପତିଙ୍କ ଉପସ୍ଥିତିରେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ଗୋଟିଏ ଗୋଷ୍ଠୀ ବିଜେଡି…

୪ ଓଡ଼ିଆ ବୈଜ୍ଞାନିକଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର: ୨୦୧୯-୨୦୨୦ ବର୍ଷ ପାଇଁ ପେଟ୍ରୋକେମିକାଲ୍ସ ଏବଂ ଡାଉନଷ୍ଟ୍ରିମ୍ ପ୍ଲାଷ୍ଟିକ୍ ପ୍ରୋସେସିଂ ଶିଳ୍ପରେ ଟେକ୍ନୋଲୋଜି ଇନୋଭେସନ୍ ପାଇଁ ରାଜ୍ୟର ଚାରିଜଣ ବୈଜ୍ଞାନିକ ଜାତୀୟ ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି। ପଲିମେରିକ୍ ପ୍ରଡକ୍ଟରେ ଇନୋଭେସନ୍ସ ପାଇଁ ଡ. ସ୍ମିତା ମହାନ୍ତି, ଡ଼…

କରୋନା ଟିକାର ଦ୍ବିତୀୟ ଡୋଜ ନେଇ ସ୍ବାସ୍ଥ୍ୟବିଭାଗର କ୍ଲର୍କ ମୃତ୍ୟୁ

ବାରୱାନି: ବାରୱାନି ଜିଲ୍ଲାରେ କରୋନା ଟିକାର ଦ୍ବିତୀୟ ଡୋଜ ନେବା ପରେ ୬୦ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ରଜନୀ ସେନ୍। ଯିଏକି ମଧ୍ୟପ୍ରଦେଶ ସ୍ୱାସ୍ଥ୍ୟ ବିଭାଗରେ ଜଣେ କିରାଣୀ ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳ ଶିବରାଜ ସିଂ ବର୍ମା ତାଙ୍କ ମୃତ୍ୟୁର ପ୍ରକୃତ…

ପୁଣି ବଢ଼ିଲା ସଂକ୍ରମଣ: ଦେଶରେ ଦିନକରେ ୧୬ ହଜାର ପଜିଟିଭ୍, ୧୩୮ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କାୟା ବିସ୍ତାର କରିଛି କରୋନା । ୧୫ ହଜାର ପାର କରିଛି ଦୈନିକ ସଂକ୍ରମଣ । ପୁଣି ଥରେ ଶହେ ପାର କରିଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୬ହଜାର ୭୩୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୦ଲକ୍ଷ ୪୬ହଜାର…

ମାର୍ଚ୍ଚ ୧ରୁ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍‌ ପଢ଼ାପଠା

ଭୁବନେଶ୍ୱର: ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସବୁ ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ ଓ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି । କୋଭିଡ୍…

ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟ ବାହାର ଯାତ୍ରୀଙ୍କ ସ୍କ୍ରିନିଂ, କୋଭିଡ୍ ଲକ୍ଷଣ ଥିଲେ ଟେଷ୍ଟିଂ

ଭୁବନେଶ୍ୱର: ଗତ ସପ୍ତାହେ ଭିତରେ ଦେଶର ବିଭିନ୍ନ ରାଜ୍ୟରେ ବଢିଛି କରୋନା କାୟା । ଓଡ଼ିଶାର ପଡ଼ୋଶୀ ରାଜ୍ୟରେ ବି ସଂକ୍ରମଣ ବଢିଛି । କରୋନାର ଦ୍ୱିତୀୟ ଷ୍ଟ୍ରେନକୁ ଦୃଷ୍ଟିରେ ରଖି ରଖି ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଦୁଇ ଯବାନ ସହିଦ, ଜଣେ ଗୁରୁତର

ନାରାୟଣପୁର(ଛତିଶଗଡ): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୨ଟି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ୨ଜଣ ଯବାନ ସହିଦ ହୋଇଛନ୍ତି । ଗୁରୁତର ଅଛନ୍ତି ଜଣେ ଯବାନ । ମାଓ ବିରୋଧୀ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଏହି ଘଟଣା…