ହେଲମେଟ୍ ପାଇଁ ବସଉଠ ହେଲେ ଯୁବକ
ଅନୁଗୁଳ: ହେଲମେଟ ନାହିଁ ବୋଲି ବସଉଠ ହେବାକୁ ପଡିଲା ଯୁବକଙ୍କୁ।ଆଉ ଯାହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ସୂଚନା ଅନୁଯାୟୀ, ଅନୁଗୁଳ ସହରର ହେମସୁରପଡା ଠାରେ ଆଜି ମଧ୍ୟାହ୍ନରେ ପୁଲିସ ପକ୍ଷରୁ ହେଲମେଟ ଚେକିଂ ଚାଲିଥିଲା । ସେହି ସମୟରେ ମୋଟର ସାଇକେଲରେ ଆସୁଥିବା ଜଣେ ଯୁବକ…