ଭାରତରେ ୨୦୨୫ ସୁଦ୍ଧା ଯକ୍ଷ୍ମା ମୂଳୋତ୍ପାଟନ ଲକ୍ଷ୍ୟ
ଭୁବନେଶ୍ୱର: ୨୦୨୫ ସୁଦ୍ଧା ଯକ୍ଷ୍ମା ବା ଟ୍ୟୁବରକ୍ୟୁଲୋସିସ୍ (ଟି.ବି)ର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ ଭାରତ ପ୍ରସ୍ତୁତ ହେଉଛି। ଏହି ରୋଗ ସହ ଯୁଦ୍ଧ କରିବା ପାଇଁ କ୍ୟାଟରିଜ ବ୍ୟବହୃତ ନ୍ୟୁକ୍ଲି ଏସିଡ୍ ଆମ୍ପ୍ଲିଫିକେସନ୍ ଟେଷ୍ଟ (ସିବିନାଟ) ମେସିନ୍ର ବ୍ୟବହାର ଖୁବ୍ ଶକ୍ତିଶାଳୀ ଅସ୍ତ୍ର…