Latest Odisha News

BREAKING NEWS

କପିଳ ଶର୍ମା ହ୍ୱିଲ ଚେୟାରରେ ବସିବାର ପ୍ରକୃତ କାରଣ ସମ୍ମୁଖକୁ ଆସିଲା

ମୁମ୍ବାଇ: ମୁମ୍ବାଇ ବିମାନ ବନ୍ଦରରେ କମେଡିଆନ୍ କପିଳ ଶର୍ମା ହ୍ୱିଲ ଚେୟାରରେ ବସି ଆସିବା ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବବ୍ୟବହାର କରିବା ଏବେ ଚର୍ଚ୍ଚାର କାରଣ ସାଜିଛି । ତେବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଥିଲା କପିଳଙ୍କର କଣ ହେଇଛି ? ମଙ୍ଗଳବାର ନିଜେ କପିଳ ଏ ନେଇ ମୁହଁ…

ମାନସିକ ଭାରସାମ୍ୟ ହରାଇଛନ୍ତି ଲେଖାଶ୍ରୀ : ବିଜେଡି

ଭୁବନେଶ୍ବର : ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତକୁ ଅଟକାଇବା ପାଇଁ ସୁପ୍ରିମକୋର୍ଟରେ ରାଜ୍ୟ ସରକାର ଦାମୀ ଓକିଲଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଅଭିଯୋଗ କରିଛି ବିଜେପି । ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ, ୫…

ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ, ଡ୍ରାଇଭର ଓ ହେଲପର ଫେରାର

ନୀଳଗିରି: ଶାଗୁଆନ ବୋଝେଇ କାଠ ଗାଡି ଜବତ । ନୀଳଗିରି ବନ ବିଭାଗ ଅଧିନ କୋଲାହଟ ବରମପୁର ଅଞ୍ଚଳରୁ ଶାଗୁଆନ କାଠ ବୋଝେଇ ଗାଡି ଜବତ ହୋଇଛି । ଏକ ଟାଟା ଏସି ଗାଡ଼ିରେ କିଛି ଶାଗୁଆନ କାଠ ବୋଝେଇ ହୋଇଯାଉଥିବା ବେଳେ ବିଶେଷ ସୂତ୍ରରୁ ନୀଳଗିରି ବନ ବିଭାଗ ଖବର ପାଇଥିଲା । ନୀଳଗିରି ରେଞ୍ଜର…

ଟିକା ନ ନେଲେ ସରକାରୀ ସୁବିଧାରୁ ବଞ୍ଚିତ ହେବେ ପଞ୍ଜିକୃତ ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧା

ଭୁବନେଶ୍ବର : ଟିକା ନେବା ଲାଗି ପଞ୍ଜିକୃତ ହୋଇଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପୁଣି କରୋନା ଟିକା ଦେବାକୁ ତାଗିଦ କରିଛନ୍ତି ରାଜ୍ୟ ସରକାର । ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଭୁବନେଶ୍ବର, କଟକ,…

ଦେଶରେ ପୁଣି ଡରାଇଲାଣି ମହାମାରୀ : ମହାରାଷ୍ଟ୍ରରେ ୨ଟି ନୂଆ ପ୍ରକାରର କରୋନା ଭୁତାଣୁ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ପୁଣି ଡରାଇଲାଣି କରୋନା ମହାମାରୀ । ଏଭଳି ସ୍ଥିତିରେ ମହାରାଷ୍ଟ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି । କାରଣ ମହାରାଷ୍ଟ୍ରରେ ଦୁଇଟି ନୂଆ ପ୍ରକାରର କରୋନା ଷ୍ଟ୍ରେନ ଚିହ୍ନଟ ହୋଇଛି । ଏହି ଦୁଇ ପ୍ରକାରର କରୋନା ଭୁତାଣୁ ହେଉଛି ଏନ-୪୪୦କେ ଓ ଇ୪୮୪ କେ । କେବଳ…

ଭାରତ-ଇଂଲଣ୍ଡ ଦିବାରାତ୍ର ଟେଷ୍ଟ: ଉମେଶ, ହାର୍ଦ୍ଦିକଙ୍କ ପକ୍ଷରୁ କାହାକୁ ଖେଳାଯିବ ସେ ନେଇ ଦ୍ୱନ୍ଦ୍ୱରେ ଟିମ୍ ଇଣ୍ଡିଆ

ମୋଟେରା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ କ୍ରିକେଟ ଟେଷ୍ଟ ବୁଧବାର ମୋଟେରାର ଭବ୍ୟ ଷ୍ଟାଡିୟମରେ ଖେଳାଯିବ । ଏହି ଦିବାରାତ୍ର ମୁକାବିଲାରେ ଉମେଶ ଯାଦବ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରୁ ଚୂଡାନ୍ତ ଏକାଦଶରେ କାହାକୁ ସାମିଲ କରାଯିବ ସେ ନେଇ ଟିମ୍ ଇଣ୍ଡିଆ ମ୍ୟାନେଜମେଂଟ ଦ୍ୱନ୍ଦ୍ୱରେ…

ରାଜ୍ୟରେ ଆଉ ୭୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : କରୋନା ମହାମାରୀ ଭିତରେ ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭ କରୋନା ଆକ୍ରାନ୍ତ । ବରଗଡ଼ରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ଖୋର୍ଦ୍ଧାରୁ ୯ ଜଣ ଓ ମୟୂରଭଞ୍ଜରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ନୂଆପଡ଼ା, ସମ୍ବଲପୁରରୁ ୬ ଜଣ ଲେଖାଏଁ ସୁସ୍ଥ…

ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଗିରଫ

ଫୁଲବାଣୀ: ବନ୍ଧା ହେଲେ ବିଜେଡିର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର । ତାଙ୍କ ସହ ଜଣେ IRBNର ହାବିଲଦାର ଶ୍ରୀନିବାସ କହଁରଙ୍କୁ ମଧ୍ୟ ଗିରଫ କରାଯାଇଛି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳର ଜଣେ ପଥଚାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲୁଟ ଏବଂ ମାରଧର ଅଭିଯୋଗରେ ଫୁଲବାଣୀର ପୂର୍ବତନ…

ଫୁଡ ଆଣ୍ଡ ବେଭେରେଜ ଇଣ୍ଡଷ୍ଟ୍ରିରେ ପାଦ ଥାପିଲେ କଙ୍ଗନା

ମୁମ୍ବାଇ: କୁଇନ କଙ୍ଗନା ରାନାୱତ ଫୁଡ ଏବଂ ବେଭେରେଜ ଇଣ୍ଡଷ୍ଟ୍ରିରେ ପାଦ ଥାପିଛନ୍ତି । ମଙ୍ଗଳବାର ସେ ଏ ନେଇ ଟୁଇଟରରେ ପ୍ରଶଂସକମାନଙ୍କୁ ସୂଚନା ଦେଇଛନ୍ତି । ମନାଲୀରେ ତାଙ୍କର ପ୍ରଥମ କାଫେ ଏବଂ ରେଷ୍ଟରୁଂଟାର କାର୍ଯ୍ୟ ଆରମ୍ଭ ହୋଇଛି । ପ୍ରଶଂସକମାନେ ଖୁବ୍ ଶୀଘ୍ର ମନାଲୀରେ ଏହାର ମଜା ଉଠାଇ…

ସୂର୍ଯ୍ୟପୁତ୍ର ମହାବୀର କର୍ଣ୍ଣ ଫିଲ୍ମର ଅଫିସିଆଲ ଲୋଗୋ ଜାରି

ମୁମ୍ବାଇ: ମହାଭାରତର ବଳିଷ୍ଠ ଚରିତ୍ର କର୍ଣ୍ଣଙ୍କ ଉପରେ ପୂଜା ଏଂଟରଟେନମେଂଟ ଏକ ଫିଲ୍ମ ପ୍ରସ୍ତୁତ କରୁଛି । ମଙ୍ଗଳବାର ସୂର୍ଯ୍ୟପୁତ୍ର ମହାବୀର କର୍ଣ୍ଣର ଅଫିସିଆଲ ଲୋଗୋ ଜାରି କରାଯାଇଛି । ବାସୁ ଭାଗୱାନ, ଦୀପଶିଖା ଦେଶମୁଖ ଓ ଜ୍ୟାକୀ ଭାଗୱାନ ମିଳିତ ଭାବେ ଏହି ଫିଲ୍ମ ପ୍ରଡ୍ୟୁସ କରୁଛନ୍ତି ।…