ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି ବେଳେ ଧରାପଡ଼ିଲେ ସ୍କୁଲ ପିଅନ;ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ
କଟକ: ବାଙ୍କୀ ବ୍ଲକ ଅନ୍ତର୍ଗତ ଅନୁଆରୀ ପଞ୍ଚାୟତର ମଇଜରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ମଧ୍ୟାହ୍ନ ଭୋଜନ ଚାଉଳକୁ ଚୋରାରେ ବିକ୍ରି କରୁଥିଲେ ବିଦ୍ୟାଳୟର ପିଅନ । ଏହି ସମୟର ଗ୍ରାମବାସୀଙ୍କ ହାତରେ ସେ ଧରାପଡିଛନ୍ତି । ଫଳରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ…