Latest Odisha News

BREAKING NEWS

ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ

ମାଲକାନଗିରି: ଗୋଟିଏ ପଟେ କରୋନା ମହାମାରୀର ଲଗାତାର ଚଡକ । ସେପଟେ କେନ୍ଦ୍ର ସରକାରଙ୍କ ବିପରୀତଗାମୀ ନିଷ୍ପତ୍ତି । ରୋଜଗାର ଅଭାବ ଓ ରୋଗର ତାଡନାକୁ ଆଉ କେତେଦିନ ସହିବେ ସାଧାରଣ ଲୋକେ । ପେଟ୍ରୋଲ୍ ଓ ଡିଜେଲ୍ ପରେ ଏବେ ରନ୍ଧନ ଗ୍ୟାସ ଦର ବୃଦ୍ଧି ଘଟଣା ମଧ୍ୟବିତ୍ତ ପରିବାରକୁ ଧନ୍ଦି ପକାଇଛି ।…

ଯୁବକଙ୍କୁ ନିର୍ମମ ହତ୍ୟା

ରାୟଗଡ଼ା : ରାୟଗଡ଼ାରେ ଜଘଣ୍ୟ ହତ୍ୟାକାଣ୍ଡ । ରାୟଗଡ଼ା ଜିଲ୍ଲା କପିଳାସ ରୋଡରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ମୃତଦେହ ଉଦ୍ଧାର କରିଛି। ମୃତ ଯୁବକ ଜଣକ ବି.ରାଜୁ ତାଙ୍କ ବୟସ ୨୫ ବର୍ଷ ବୋଲି ଜଣାପଡ଼ିଛି। ପରକିୟାପ୍ରୀତିରୁ ଏହି ହତ୍ୟା…

୧୪ ମିନିଟର ଫୋନ ….ସବୁ କିଛି ଉଜାଗର !

କାବୁଲ:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନିଙ୍କ ୧୪ ମିନିଟର ଫୋନ କଥା ବାର୍ତା ତାଲିବାନ ରାଜୁତି କରିବାର ସମସ୍ତ ସୂତ୍ର ବଖାଣି ଦେଉଛି । ରଏଟର୍ସରେ ପ୍ରକାଶିତ ଖବର ଅନୁସାରେ ଜୁଲାଇ ୨୩ରେ ଉଭୟଙ୍କ ମଧ୍ୟରେ ଏହି ଆଲୋଚନା ହୋଇଥିଲା । ଘନିଙ୍କୁ…

ଜାଣନ୍ତୁ କେଉଁଠି ମିଳୁଛି ୨୨ କ୍ୟାରେଟ୍ ଗୋଲ୍ଡ ପ୍ଲେଟେଡ୍ ବଡା ପାଓ

ଭୁବନେଶ୍ୱର: ମୁମ୍ବାଇର ବଡା ପାଓ (ପାଉଁରୁଟି, ଆଳୁଚପ୍‌) କେବଳ ଭରତ ନୁହେଁ ବରଂ ସାରା ବିଶ୍ୱରେ ବେଶ ପରିଚିତ । ତେବେ ନିକଟରେ ଦୁବାଇରେ ବଡା ପାଓର ଏକ ଅପଗ୍ରେଡ୍ ଭର୍ସନ୍ ସାମ୍ନାକୁ ଆସିଛି । ଗୋଲ୍ଡେନ୍ ବିରିଆନୀ ଓ ବର୍ଗର୍ ପରେ ଏବେ ୨୨ କ୍ୟାରେଟ୍ ଗୋଲ୍ଡେନ୍ ବଡା ପାଓ ଚର୍ଚ୍ଚାର…

ଏଠି ମା’ଙ୍କ ପାଖେ ଭୋଗ ଲାଗେ ନୁଡୁଲ୍‌ସ ଆଉ ମୋମୋ

ନୂଆଦିଲ୍ଲୀ: ବିଭିଧତାର ଦେଶ ଭାରତ। ସଂସ୍କୃତି ଏବଂ ଧର୍ମର ବିବିଧତା ପାଇଁ ଭାରତ ସାରା ବଶ୍ବରେ ପ୍ରସିଦ୍ଧ। ନିଜ ଧର୍ମ ଓ ପରମ୍ପରାକୁ ବଜାୟ ରଖିବାରେ ସର୍ବାଗ୍ରେ ରହିଛି ଭାରତ। ହିନ୍ଦୁମାନଙ୍କ ପାଇଁ ସବୁଠୁ ବଡ଼ ଅସ୍ତ୍ର ହେଉଛନ୍ତି ଈଶ୍ବର। ଭାରତରେ ଯେତିକି ଦେବାଦେବୀଙ୍କ ମନ୍ଦିର ରହିଛି ତାହା…

[ଭିଡିଓ] ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଫେଲ୍

ଅନୁଗୁଳ:ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ବିଫଳ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ତୃତୀୟ ମହଲା ଝରକା ତାଜା କୁ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ କରୁଥିଲେ । ଅଗ୍ନିଶମ ବିଭାଗ ଓ ଡାକ୍ତରଖାନା କର୍ମଚାରୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନ।କେଦମ ହୋଇଛନ୍ତି । ଶେଷରେ ପ୍ରାୟ ଦେଢ଼ ଘଣ୍ଟା…

ଗୁରୁଦ୍ୱାରରେ ଝାଡୁ ଲଗାଇ ଭୁଲ୍‌ର ପ୍ରାୟଶ୍ଚିତ କରିବେ ଏଆଇସିସିର ମହାସଚିବ

ନୂଆଦିଲ୍ଲୀ: ପଞ୍ଜାବରେ କଂଗ୍ରେସ ନେତୃତ୍ୱକୁ 'ପଞ୍ଜ ପ୍ୟାରେ' ବୋଲି କହିବା ପରେ ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ସାଧାରଣ ସମ୍ପାଦକ ହରିଶ ରାୱତ ତାଙ୍କ ମନ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି। ତାଙ୍କ ଭୁଲର ପ୍ରାୟଶ୍ଚିତ କରିବାକୁ ସେ ଗୁରୁଦ୍ୱାର ଚଟାଣରେ ଝାଡୁ ଲଗାଇବେ। ମଙ୍ଗଳବାର ଦିନ…

ରେଷ୍ଟୁରାଣ୍ଟ ମାଲିକକୁ ସ୍ୱିଗୀ ଡେଲିଭରୀ ବୟର ଗୁଳିମାଡ

ଭୁବନେଶ୍ୱର: ଅନ୍‌ଲାଇନ୍‌ ଫୁଡ୍ ଡେଲିଭରୀ ପାର୍ଟନର୍ ସ୍ୱିଗୀକୁ ନେଇ ସାମ୍ନାକୁ ଆସିଲା ଚଂଚଲ୍ୟକର ଖବର । ସ୍ୱିଗୀ ଡେଲିଭରୀ ବୟର ଗୁଳିମାଡରେ ପ୍ରାଣ ହରାଇଛନ୍ତି ଜଣେ ରେଷ୍ଟୁରାଣ୍ଟ ମାଲିକ । ସୁଦୂର ଦିଲ୍ଲୀର ଗ୍ରେଟର୍ ନୋଏଡାରେ ଏଭଳି ଘଟଣା ଅନେକଙ୍କୁ ଚକିତ କରିଛି । ମିଳିଥିବା ସୂଚନା…

ଅବିଶ୍ୱାସ ଲାଗୁଥିଲେ ବି ସତ, ଗୁପ୍‌ଚୁପ୍ ପାଇଁ ଆତ୍ମହତ୍ୟା

ଭୁବନେଶ୍ୱର: ଘରକୁ ଗୁପ୍‌ଚୁପ୍ ଆସିଲା ବୋଲି ଆତ୍ମହତ୍ୟା କଲେ ଜଣେ ୨୩ ବର୍ଷୀୟା ମହିଳା । ଘଟଣାଟା ପଢିବାକୁ ଅବିଶ୍ୱାସ ଲାଗୁଥିଲେ ବି ଶତ ପ୍ରତିଶତ ସତ । ପରିବାରିକ କଳହରେ ସାମାନ୍ୟ ଗୁପ୍‌ଚୁପ୍ ପାଇଁ ଜଣେ ମହିଳା ଆତ୍ମହତ୍ୟା କରିବା ଅନେକଙ୍କୁ ଚକିତ କରିଛି । ୨୦୧୯ରେ ମହାରାଷ୍ଟ୍ର ଅମ୍ବେ…

ଫର୍‌ହା ଖାନ୍‌ କରୋନା ଆକ୍ରାନ୍ତ

ମୁମ୍ବାଇ: ଚଳଚ୍ଚିତ୍ର ନିର୍ମାତା ତଥା କୋରିଓଗ୍ରାଫର ଫର୍‌ହା ଖାନ କରୋନା ସଂକ୍ରମିତ ହୋଇଛନ୍ତି। ବୁଧବାର ସେ ଏହି ଖବର ନିଜ ପ୍ରଶଂସକମାନଙ୍କୁ ଜଣାଇଛନ୍ତି। ସେ ଖୁବ୍‌ ଶୀଘ୍ର ଆରୋଗ୍ୟ ଲାଭ କରିବା ମଧ୍ୟ ଆଶା ବ୍ୟକ୍ତ କରିଛନ୍ତି। ସେ ଉଭୟ ଡୋଜ ଟିକା ମଧ୍ୟ ଗ୍ରହଣ କରିଛନ୍ତି। "ମୈ ହୁନ୍…