Latest Odisha News

BREAKING NEWS

ଓସ୍କାର ଦୌଡରେ ନୀଳ ମାଧବ ପଣ୍ଡାଙ୍କ ଓଡ଼ିଆ ଫିଲ୍ମ ‘କାଲିର ଅତୀତ’

ଭୁବନେଶ୍ବର : ଓଡ଼ିଆ ସୀନେ ଜଗତ ପାଇଁ ଖୁସି ଖବର । କାରଣ ପ୍ରଥମ ଥର ପାଇଁ ଓସ୍କାର ଦୌଡରେ ସାମିଲ ହୋଇଛି ଓଡ଼ିଶାର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ । ନୀଳ ମାଧବ ପଣ୍ଡାଙ୍କ ଦ୍ବାରା ନିର୍ମିତ ଏହି ଫିଲ୍ମକୁ ଜେନେରାଲ କାଟେଗୋରୀର…

ରାଜ୍ୟରେ କଡ଼ାକଡ଼ି ହେବ କୋଭିଡ୍ ନିୟମ, ସବୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଚିଠି

ଭୁବନେଶ୍ବର : ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡ଼ିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୋଲିସ ବିଭାଗକୁ…

ହାତୀ ମୃତ୍ୟୁର କାରଣ ଖୋଜା : ଭବାନୀପାଟଣାରେ କେନ୍ଦ୍ରୀୟ ଟିମ୍

କଳାହାଣ୍ଡି : କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ କେମିତି ହେଲା ହାତୀଙ୍କ ମୃତ୍ୟୁ । ଏହାର ଅନୁଧ୍ୟାନ ପାଇଁ ଭବାନୀପାଟଣାରେ ପହଞ୍ଚିଛନ୍ତି ୩ ଜଣିଆ କେନ୍ଦ୍ରୀୟ ଟିମ୍ । ପୂର୍ବରୁ ୪ ଜଣିଆ ଟିମ୍ ଆସିବେ ବୋଲି ସ୍ଥିର ହୋଇଥିଲା । ହେଲେ ୪ ଜଣିଆ ଟିମରୁ ଆସାମ ଭେଟନାରୀ କଲେଜର ପଦ୍ମଶ୍ରୀ ଡଃ କେକେ…

ବିଜେପି ସାଂସଦ ପ୍ରଜ୍ଞା ସିଂହ ଠାକୁର ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ବିଜେପି ସାଂସଦ ପ୍ରଜ୍ଞା ସିଂହ ଠାକୁର ଶ୍ବାସକ୍ରିୟା କରିବାରେ କଷ୍ଟ ଅନୁଭବ କରିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ତାଙ୍କର ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ । ଏନେଇ ପ୍ରଜ୍ଞା ଠାକୁରଙ୍କ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟ ପାଇଁ ଖୁସି ଖବର । ଏବେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୯୨ ଆକ୍ରାନ୍ତ । ବରଗଡ଼ରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ଯାଜପୁରରୁ ୯ ଜଣ, କଟକ ଓ ସମ୍ବଲପୁରରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ପୁରୀରୁ ୭,…

ମୁମ୍ବାଇରେ ଲାଗୁ ହେଲା ୩୬ ଘଣ୍ଟିଆ କର୍ଫ୍ୟୁ

ମୁମ୍ବାଇ : ପୁଣି ଚିନ୍ତା ବଢ଼ାଇଲା କରୋନା ଭାଇରସ୍‌ । ଭ୍ୟାକସିନ ମିଳିବା ପରେ ଚାଲିଛି ଟିକାକରଣ । ହେଲେ ମହାମାରୀ କରୋନା ମହାରାଷ୍ଟ୍ର ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି । ରାଜ୍ୟରେ ଲଗାତର ଭାବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଦ୍ଧବ ଠାକରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି…

ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା ଉଦଘାଟିତ, ସାମିଲ ହେଲେ ୧୫ ଜଣ ଭିନ୍ନକ୍ଷମ ଖେଳାଳି

ଭୁବନେଶ୍ୱର: ଉଦଘାଟିତ ହେଲା ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା । ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଗୁରୁକୁଳ ଟେନିସ୍ ରିସୋର୍ଟରେ ଇଣ୍ଡିଆନ ହ୍ୱିଲ୍ ଚେୟାର ଟେନିସ ଟୁର୍ (IWTT) ସହଯୋଗରେ ଚକେଲେଟ୍ ଗ୍ରୁପ ଦ୍ୱାରା ୩ ଦିନିଆ କର୍ମଶାଳା ଆରମ୍ଭ ହୋଇଛି ।  ଆଜି ପ୍ରଥମ ଦିନରେ ହ୍ୱିଲ୍ ଚେୟାର…

୬ ଜଣଙ୍କୁ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ଉପସଭାପତି ଦାୟିତ୍ବ

ଭୁବନେଶ୍ବର : ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାକୁ ଶକ୍ତିଶାଳୀ କରିବା ପାଇଁ ଅଣ୍ଟା ଭିଡିଛି ବିଜେପି । ଏଥିପାଇଁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଓ…

ଅମିତ ଶାହାଙ୍କ ବିରୋଧରେ ମାନହାନୀ କେସ୍‌ କଲେ ମମତାଙ୍କ ପୁତୁରା

କୋଲକାତା: ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମମତା​‌ ବାନାର୍ଜୀଙ୍କ ପୁତୁରା ମାନହାନୀ ମକଦ୍ଦମା କରିଛନ୍ତି । ଏହି ମାମଲାରେ ଶୁଣାଣି କରିବା ସହ ଏମପି-ଏମଏଲଏଙ୍କ ସ୍ବତନ୍ତ୍ର କୋର୍ଟ ଅମିତ ଶାହାଙ୍କୁ ୨୨ ଫେବୃଆରୀରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ।…

ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବ୍ୟାଙ୍କ ୟୁନିୟନଙ୍କ ବିରୋଧ, ମାର୍ଚ୍ଚ ୧୦ରେ ସଂସଦ…

ନୂଆଦିଲ୍ଲୀ: ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବ୍ୟାଙ୍କ ୟୁନିୟନମାନେ ବିରୋଧ କରିଛନ୍ତି । ଏଥିପାଇଁ ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ବିଭିନ୍ନ ରାଜ୍ୟର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହା ସତ୍ତ୍ୱେ ଯଦି ସରକର ନିଷ୍ପତ୍ତି ପ୍ରତ୍ୟାହାର ନ କରନ୍ତି…