Latest Odisha News

BREAKING NEWS

ବାବା ରାମଦେବ ଲଞ୍ଚ୍ କଲେ ପତଞ୍ଜଳିର କରୋନା ଔଷଧ

ନୂଆଦିଲ୍ଲୀ: ଯୋଗ ଗୁରୁ ବାବା ରାମଦେବ ଆଜି ସାମ୍ବାଦିକ ସମ୍ମିଳନୀ କରି କରୋନା ଭାଇରସ୍ ପାଇଁ ଔଷଧ ଲଞ୍ଚ କରିଛନ୍ତି । ରାମଦେବଙ୍କ ଏହି ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଉପସ୍ଥିତ ଥିଲେ । ପତଞ୍ଜଳିର କରୋନିଲ୍…

ଛତ୍ରପତି ଶିବାଜୀଙ୍କ ଜୀବନ ଦେଶ ପାଇଁ ପ୍ରେରଣା ଯୋଗାଇବ; ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଛତ୍ରପତି ଶିବାଜୀ ମହାରାଜଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ମରାଠା ଯୋଦ୍ଧା ରାଜାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ କହିଛନ୍ତି ଯେ ତାଙ୍କ ଜୀବନ ଦେଶ ପାଇଁ ପ୍ରେରଣା ଯୋଗାଇବ। ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି କହିଛନ୍ତି, ଯେ…

ହଟ୍ଟଗୋଳରୁ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ ହେବା କ୍ଷଣି ତମ୍ବିତଫାନ । ବିରୋଧଙ୍କ ହଟ୍ଟଗୋଳ, ନାରାବାଜି । ଧାନକିଣା ବେଳେ ମଣ୍ଡିରେ ଅବ୍ୟବସ୍ଥା ଓ ଚାଷୀ ସମସ୍ୟା ନେଇ ବିରୋଧୀ ସଦସ୍ୟ ହଙ୍ଗାମା ଆରମ୍ଭ କରି ଦେଇଥିଲେ । ଏହି ଦୁଇଟି ପ୍ରସଙ୍ଗରେ ସ୍ୱତନ୍ତ୍ର ମୋସନ୍ ଆଣି ଆଲୋଚନା…

ସୁସ୍ଥ ହେବା ପାଇଁ ମ୍ୟୁଜିକ୍‌ ଥେରାପି ନେଉଛନ୍ତି ଅଭିନେତା ରାହୁଲ ରୟ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ରାହୁଲ ରୟ ଅତୀତରେ ବ୍ରେନ୍‌ ଷ୍ଟ୍ରୋକ୍‌ର ଶିକାର ହୋଇଥିଲେ। ଏବେ ସେ ସେଥିରୁ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ମସ୍ତିଷ୍କ ଆଘାତ ଲାଗିଥିବା ସମୟରେ ରାହୁଲ କାର୍ଗିଲରେ 'LAC-Live the Battle' ଚଳଚ୍ଚିତ୍ରର ସୁଟିଂ କରୁଥିଲେ। ମସ୍ତିଷ୍କ ଆଘାତ ପାଇବା ମାତ୍ରେ…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତର LVA ଟେଷ୍ଟ ନେଇ ଆଜି ଚିଲଡ୍ରେନ କୋର୍ଟରେ ଶୁଣାଣି

ନୟାଗଡ଼: ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ଚିଲଡ୍ରେନ କୋର୍ଟରେ ହାଜର ହେବ ଗିରଫ ନାବାଳକ ଅଭିଯୁକ୍ତ । ଅନୁଗୋଳ ବାଳ ସୁଧାର ଗୃହରୁ ତାକୁ କଡ଼ା ସୁରକ୍ଷା ଭିତରେ ଆଣି ନୟାଗଡ଼ ଚିଲଡ୍ରେନ କୋର୍ଟରେ ହାଜର କରାଯିବ । ଅଭିଯୁକ୍ତର LVA ଟେଷ୍ଟ ନେଇ ସ୍ୱତନ୍ତ୍ର ତଦନ୍ତକାରୀ…

ଆମେରିକୀୟ ସାମ୍ବାଦିକାଙ୍କୁ ଆଇପିଏସ୍ ଅରୁଣ ବୋଥ୍ରା କାହିଁକି କହିଲେ ଶିଖିବାକୁ ଓଡ଼ିଶା ଆସ

ଭୁବନେଶ୍ୱର: ସୋସିଆଲ୍ ମିଡିଆ ମାଇକ୍ରୋ ବ୍ଲଗିଂ ସାଇଟ ଟ୍ୱିଟରରେ ସବୁବେଳେ ଚର୍ଚ୍ଚାରେ ଥାନ୍ତି ଓଡ଼ିଆ ଆଇପିଏସ୍ ଅରୁଣ ବୋଥ୍ରା । କେତେବେଳେ ଅସହାୟଙ୍କୁ ସାହାଯ୍ୟ ନେଇ ତ ଆଉ କେତେବେଳେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୁଲାସାକୁ ନେଇ ଟାଇମ୍ ଲାଇନକୁ ଟାଣି ହୋଇ ଆସନ୍ତି ଏହି ଚର୍ଚ୍ଚିତ ଆଇପିଏସ୍…

କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ହାତୀ, ଭାଙ୍ଗିଲା ପାଚେରୀ

କଟକ: ଓଡ଼ିଶା ହାତୀଙ୍କ ସମସ୍ୟା ସହ ଯୁଦ୍ଧ ଲଢ଼ୁଛି । ଗୋଟିଏ ପଟେ କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ ୧୨ ଦିନରେ ୬ ହାତୀଙ୍କ ମୃତ୍ୟୁ ଚିନ୍ତାର କାରଣ ପାଲଟିଛି । ଅନ୍ୟପଟେ କଟକ ସହରରେ ହାତୀ ପଶିଛି । ଓଡ଼ିଶାର ପୁରାତନ ବିଶ୍ୱବିଦ୍ୟାଳୟ ରେଭେନ୍ସା କ୍ୟାମ୍ପସରେ ବୁଲୁଛି ଦନ୍ତା ହାତୀ ।…

ମଧ୍ୟପ୍ରଦେଶରେ ପେଟ୍ରୋଲ ୧୦୦ ପାର୍, ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେପି ମନ୍ତ୍ରୀ

ଭୋପାଳ: ଦେଶରେ ପ୍ରତିଦିନ ବଢ଼ୁଛି ଡିଜେଲ ଓ ପେଟ୍ରୋଲ ଦର । ମଧ୍ୟପ୍ରଦେଶ ଓ ରାଜସ୍ଥାନର କେତେକ ଜିଲ୍ଲାରେ ପେଟ୍ରୋଲର ଲିଟର ପିଛା ଦର ଶହେ ଟଙ୍କାରୁ ଅଧିକ । ଆଜି ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୧ ପଇସା ଓ ଡିଜେଲ ଲିଟର ପିଛା ୩୩ ପଇସା ବଢ଼ିଛି । ଏହାକୁ ମିଶାଇ ଚଳିତ…

ଆଜି ଦେଶରେ କରୋନା ଆକ୍ରାନ୍ତ ଅଧିକ, ସୁସ୍ଥ କମ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା କମିଥିଲେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଅଧିକ ଆକ୍ରାନ୍ତ । ସୁସ୍ଥ ହୋଇଛନ୍ତି କମ୍ । ଦିନକରେ ଦେଶରେ ସଂକ୍ରମିତ ହୋଇଛନ୍ତି ୧୩ହଜାର ୧୯୩ ଜଣ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୦ହଜାର ୮୯୫ ଆକ୍ରାନ୍ତ । ଦେଶରେ କରୋନା…

ଗଞ୍ଜେଇ ଚାଲାଣ ରାକେଟରେ ମହିଳା, ୪ ଜଣ ଗିରଫ

ସୁନ୍ଦରଗଡ଼: ଗଞ୍ଜେଇ ଚାଲାଣ ରାକେଟରେ ମହିଳା । କାରରେ ଚାଲାଣ ବେଳେ ଧରିଲା ସୁନ୍ଦରଗଡ଼ ଟାଉନ୍ ଥାନା ପୋଲିସ । ଜଣେ ମହିଳାଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି । ଟାଉନ୍ ଥାନା ଅନ୍ତର୍ଗତ ରାଣୀବଗିଚା ବାଇପାସ ନିକଟରୁ ଗାଡ଼ି ଓ ଗଞ୍ଜେଇ ଜବତ ହୋଇଛି । ପୋଲିସ ଜବତ କରିଛି ୭୦ କିଲୋଗ୍ରାମ୍ ଗଞ୍ଜେଇ ।…