ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବୋଲେରୋ; ୬ ଗୁରୁତର
ବରଗଡ଼: ବରଗଡ଼ ବରଡୋଲ ଛୋଟ କେନାଲ ନିକଟରେ ଘଟିଛି ଦୁର୍ଘଟଣା ।ଏକ ବୋଲେରୋ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଏହି ଦୁର୍ଘଟଣାରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାନୁସାରେ, ବରଗଡ଼ ଜିଲ୍ଲା ଗାଇସିଲେଟ୍ ବ୍ଲକ…