ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କୋଭିଡ୍ ପଜିଟିଭ୍, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୬୪୬୦
ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ…