Latest Odisha News

BREAKING NEWS

ଦୁର୍ଘଟଣା ପରେ ଓଲଟିଲା ଗୋରୁ ଗାଡ଼ି, ୧୫ ଗାଈ ମୃତ

ଜଳେଶ୍ୱର: ଜାତୀୟ ରାଜପଥ-୬୦ର ବସ୍ତା ପାଇପାସ୍ ନିକଟରେ ଦୁର୍ଘଟଣା ଘଟିଛି । ଏକ ବୋଲେରୋକୁ ଧକ୍କା ଦେଇ ଓଲଟି ପଡ଼ିଛି ଗୋରୁ ବୋଝେଇ ଗାଡ଼ି । ଏଥିରେ ୧୫ ଗାଈଙ୍କ ମୃତ୍ୟୁ ହୋଇଛି । ଗୋରୁ ବୋଝେଇ ଟ୍ରକ୍ ତଳେ ୨ ଜଣ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ଟ୍ରକଚି ୧୦୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ…

ସାମାନ୍ୟ କଥାରୁ ଗୋଷ୍ଠୀ ସଂଘର୍ଷ; ୩ ଗୁରୁତର

ଯାଜପୁର: ସାମାନ୍ୟ କଥାରୁ ଗୋଷ୍ଠୀ ସଂଘର୍ଷ। ଯାଜପୁର ଜିଲ୍ଲା କୁଆଖିଆ ଥାନା କଇଁଚି ଶାସନ ଗ୍ରାମରେ ଘଟିଛି ଏହି ଗୋଷ୍ଠୀ ସଂଘର୍ଷ। ଏଥିରେ ୩ ଜଣ ଗୁରୁତର ଆହତ ହୋଇଥିବା ବେଳେ ୨ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ପ୍ରଥମେ ମଧୁବନ ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇ ପରେ…

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ, ଅଭିଭାଷଣ ରଖିବେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । କରୋନା କଟକଣା ଭିତରେ ଆରମ୍ଭ ହେବ ଗୃହକାର୍ଯ୍ୟ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଗୃହରେ ଅଭିଭାଷଣ ରଖିବେ । ଆସନ୍ତା ୨୨ ତାରିଖରେ ହେବ ରାଜ୍ୟ ବଜେଟ୍ । ଚଳିତ ବିଧାନସଭା…

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ କ୍ୟାପ୍ଟେନ ସତୀଶ ଶର୍ମା

ନୂଆଦିଲ୍ଲୀ: ଆରପାରିରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କ୍ୟାପ୍ଟେନ ସତୀଶ ଶର୍ମାଙ୍କ ପରଲୋକ। ବୁଧବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ସେ କ୍ୟାନ୍ସର ରୋଗରେ ପୀଡିତ ଥିଲେ। ଏନେଇ କଂଗ୍ରେସ ନେତା ଜିତିନ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୧୮-୨-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଫେବୃୟାରୀ ତା ୧୮ରିଖ ଗୁରୁବାର କୁମ୍ଭ ୭ଦିନ ମାଘ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ଭୁକ୍ତ ସପ୍ତମୀ ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର ଆଜିର ଘାତ ବାର- ତୁଳା ଓ କୁମ୍ଭ ରାଶିର ଆଜିର ଘାତ ଚନ୍ଦ୍ର- ମେଷ…

ମୟୂରଭଂଜରେ ଓଲଟିଲା ଟ୍ରାକ୍ଟର, ୪ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ମୁରୁଣିଆରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ୧୦ ଫୁଟ୍ ତଳକୁ ଖସି ପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୩୦ରୁ ଅଧିକ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ, ପୋଲିସ, ଅଗ୍ନିଶମ ବାହିନୀ କର୍ମଚାରୀ ଆହତମାନଙ୍କୁ…

ଅନଲାଇନ ଲୁଟର ଶିକାର ହେଲେ ଡାକ୍ତର, କୌଶଳକ୍ରମେ ଠକି ନେଇଗଲେ ୭୭ ଲକ୍ଷ ଟଙ୍କା

କଟକ: କିଛି ଦିନ ହେଲା ରାଜ୍ୟରେ ବଢି ଚାଲିଛି ସାଇବର ଠକେଇ ମାମଲା । ଏଥର ଠକେଇର ଶିକାର ହୋଇଛନ୍ତି ଜଣେ ଡାକ୍ତର । ଡାକ୍ତର ସନାତନ ମହାନ୍ତିଙ୍କଠାରୁ କୌଶଳକ୍ରମେ ଠକମାନେ ୭୭ଲକ୍ଷ ଟଙ୍କା ଠକି ନେଇଛନ୍ତି । ଏହା ଜାଣିବା ପରେ ଡାକ୍ତର ଜଣଙ୍କ ସାଇବର ଥାନାରେ ଅଭିଯୋଗ କରିଛନ୍ତି । କଟକ ସିଡିଏ…

ଯୁବ ବାସ୍କେଟବଲ ପ୍ରତିଯୋଗିତା ୧୮ରୁ

ଭୁବନେଶ୍ୱର: ଯୁବ ବାସ୍କେଟବଲ ପ୍ରତିଯୋଗିତା ଫେବୃୟାରୀ ୧୮ରୁ ଆରମ୍ଭ ହେବାକୁ ଯାଉଛି । ଓଡିଶା ଯୁବ ବାସ୍କେଟବଲ ଆନୁକୂଲ୍ୟରେ ଏହା ଆୟୋଜିତ ହେଉଛି । ୨୧ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟୁର୍ଣ୍ଣାମେଂଟରେ ୧୪ଟି ଦଳ ଅଂଶଗ୍ରହଣ କରିବେ । ଉଦଘାଟନୀ ଉତ୍ସବରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା…

କଳିଙ୍ଗ ଷ୍ଟୁଡିଓକୁ ଦିଆଯିବ ନୂଆ ରୂପ, ଖର୍ଚ୍ଚ ହେବ ପ୍ରାୟ ୨ ଶହ କୋଟି

ଭୁବନେଶ୍ବର: ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓକୁ ଦିଆଯିବ ନୂଆ ରୂପ । ପ୍ରତିଷ୍ଠା ହେବ ‘ଷ୍ଟେଟ୍ ଅଫ୍ ଦି ଆର୍ଟ’ ଆଧୁନିକ ସିନେମା ଷ୍ଟୁଡିଓ । ନୂଆ ରୂପରେଖ ପାଇଁ ଖର୍ଚ୍ଚ ହେବ ପ୍ରାୟ ୨ ଶହ କୋଟି । ଷ୍ଟୁଡିଓକୁ ଏକ ନିଯୁକ୍ତି ସୃଷ୍ଟିକାରୀ ୟୁନିଟରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି । …

ମା’ ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ୨୦୦ କୋଟି ଟଙ୍କାର ‘ସମଲେଇ ଯୋଜନା’, ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ଵରୀ ମନ୍ଦିରର ବିକାଶ ପାଇଁ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ମା’ ସମଲେଶ୍ଵରୀ ମନ୍ଦିରର ବିକାଶ ପାଇଁ ୨ ଶହ କୋଟି ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି ସରକାର । ଏନେଇ ୨୦୦ କୋଟିର ‘ସମଲେଇ ଯୋଜନା’ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…