ପୁଣି ଆଉ ଏକ ବଡ଼ ନରସଂହାର: ୬୦ରୁ ଅଧିକ ଲୋକଙ୍କୁ ହତ୍ୟା କଲେ ଆତଙ୍କବାଦୀ
ନୂଆଦିଲ୍ଲୀ: ନାଇଜେରିଆର ଉତ୍ତର-ପୂର୍ବ ବୋର୍ଣ୍ଣୋ ରାଜ୍ୟରେ ଆତଙ୍କୀ ଗୋଷ୍ଠୀ ବୋକୋ ହରାମ ବିଳମ୍ବିତ ରାତିରେ ଏକ ଗାଁକୁ ସମ୍ପୂର୍ଣ୍ଣ ମାଟିରେ ମିଶାଇ ଦେଇଛି। ଆତଙ୍କବାଦୀମାନେ ଆକ୍ରମଣ କରି ୬୦ ଜଣଙ୍କୁ ହତ୍ୟା କରିଛନ୍ତି। ଏହି ଗାଁରେ ଆଭ୍ୟନ୍ତରୀଣ ବିସ୍ଥାପିତଙ୍କ ପାଇଁ ଏକ ବନ୍ଦ ଶିବିରରୁ…