Latest Odisha News

BREAKING NEWS

ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ପୋଲିସର ଅପହରଣ, ଧର୍ମ ପରିବର୍ତ୍ତନ ପାଇଁ ଚାପ ପରେ ବିବାହ

ଅମ୍ରିତସର: ପାକିସ୍ତାନରେ ଲଭ୍ ଜିହାଦର ଆଉ ଏକ ମାମଲା । ପାକିସ୍ତାନର ସିନ୍ଧ ପ୍ରଦେଶରେ ଜଣେ ହିନ୍ଦୁ ଯୁବତୀଙ୍କୁ ଜଣେ ପୋଲିସ କର୍ମଚାରୀ ଜୋରଜବରଦସ୍ତ ଉଠାଇ ନେଇଛନ୍ତି । ଯୁବତୀ ଜଣଙ୍କୁ ବିବାହ ଲାଗି ଜବରଦସ୍ତି ଇସଲାମ୍ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ ହୋଇଛି । ସୂଚନା…

କାଶ୍ମୀର ଫେରିବାକୁ ସଜବାଜ ହେଲାଣି ବଲିଉଡ୍‌

ନୂଆଦିଲ୍ଲୀ: ପୁଣି ଭାରତୀୟ ଚଳଚ୍ଚିତ୍ର ଜଗତରେ ଦିଶିବ କାଶ୍ମୀରର ସୌନ୍ଦର୍ଯ୍ୟ। ଏହା ଚଳଚ୍ଚିତ୍ର ନିର୍ମାତା ଏବଂ ଦର୍ଶକଙ୍କ ପସନ୍ଦଯୋଗ୍ୟ ଏକ ଗନ୍ତବ୍ୟସ୍ଥଳ। ଖୁବ୍ ଶୀଘ୍ର କଶ୍ମୀର ଭ୍ୟାଲିରେ ବଲିଉଡ୍‌ ପରଦାରେ କାଶ୍ମୀରର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଦର୍ଶକ ଦେଖିପାରିବେ। ରବିବାର ଦିନ…

ମହିଳା ପୁରୋହିତ କଲେ ବଲିଉଡ୍ ଅଭିନେ‌ତ୍ରୀ ଦିଆ ମିର୍ଜା ଓ ବୈଭବ ରେଖୀଙ୍କ ବିବାହ, ସୋସିଆଲ ମିଡିଆରେ ଫଟୋ ଭାଇରାଲ

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ୍ ସୁନ୍ଦରୀ ଦିଆ ମିର୍ଡା ଓ ତାଙ୍କ ପ୍ରେମିକ ବୈଭବ ରେଖୀ । ଏହା ଦିଆଙ୍କ ଦ୍ୱିତୀୟ ବିବାହ । ତେବେ ବିବାହ ବେଳେ ଜଣେ ମହିଳା ପୁରୋହିତ ସେମାନଙ୍କର ବିବାହ କରୁଥିବା ଦେଖିବାକୁ ମିଳିଥିଲା । ଯାହା ଏବେ ତାଙ୍କ ଫ୍ୟାନଙ୍କ ମଧ୍ୟରେ ଚର୍ଚ୍ଚାର…

ଦେଶରେ ୧୧,୬୧୦ ଦୈନିକ କରୋନା ସଂକ୍ରମଣ ମାମଲା , ୧୦୦ ମୃତ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୬୧୦ ଟି ନୂଆ କରୋନା ମାମଲା ରେକର୍ଡ ହେବା ପରେ ବୁଧବାର ଦିନ ଭାରତର କରୋନାଭାଇରସ୍ ରୋଗୀଙ୍କ ସଂଖ୍ୟା ୧୦,୯୩୭,୩୨୦ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲା ସଂଖ୍ୟା ୩୨୩ ହ୍ରାସ ପାଇ ବର୍ତ୍ତମାନ…

ଆଜି ବିଧାୟକ ଦଳ ବ‌ୈଠକ, କରିବ‌େ ରଣନୀତି ପ୍ରସ୍ତୁତ

ଭୁବନେଶ୍ବର: ରାଜ୍ୟ ବିଧାନସଭା ବଜେଟ୍ ଅଧିବେଶନ ଆସନ୍ତା୧୮ ତାରିଖରୁ ଆରମ୍ଭ ହେବ। ଏହା ପୂର୍ବରୁ ବୁଧବାର ଦିନ ବିଜେଡି, କଂଗ୍ରେସ୍ ଓ ବିଜେପି ଦଳର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହେବା…

ବରଗଡରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୭ ଆହତ

ବରଗଡ଼: ବିଜେପୁର ସର୍ନାପାଲି ବ୍ରିଜରୁ ଖସିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ଅଟୋ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ଗୋବିନ୍ଦପାଲି ଅଞ୍ଚଳରୁ ବିଜେପୁର ମାରପଡ଼ାକୁ ବରଯାତ୍ରୀମାନେ…

‘ବନକଲାଗି ନୀତି’ ପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ଟା ରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ତୁଳସୀ ମୁଣ୍ଡା

ଭୁବନେଶ୍ୱର: ଅସୁସ୍ଥ ହୋଇପଡିବାରୁ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଯୋଡା ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲ ଓ ପରେ ରାଜଧାନୀର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।…

ବୃଦ୍ଧାଙ୍କୁ କଚାଡି ମାରିଲା ଦନ୍ତା

ତେଲକୋଇ: କେନ୍ଦୁଝର ତେଲକୋଇ ରେଞ୍ଜ୍ ଜଗମୋହନପୁର ଗାଁରେ ଅଭାବନୀୟ ଘଟଣା । ଘର ଭିତରୁ ଜଣେ ବୃଦ୍ଧାଙ୍କୁ ଟାଣି ଆଣି ଦାଣ୍ଡରେ ଏକ ଦନ୍ତା ହାତୀ କଚାଡି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଏଥି ସହ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ…

ଓଡ଼ିଶାର ପାରମ୍ପରିକ ଲୋକନୃତ୍ୟ ଗୋଟିପୁଅ ନାଚ ସମ୍ପର୍କରେ ଆସନ୍ତୁ ଜାଣିବା

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକଙ୍କ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ଅନେକ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର,…