Latest Odisha News

BREAKING NEWS

କ୍ରିକେଟକୁ ଅଲବିଦା କହିଲେ ନମନ ଓଝା, ଅବସର ଘୋଷଣା ବେଳେ ଛଳ ଛଳ ହୋଇଗଲା ଆଖି

ଇନ୍ଦୋର: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ନମନ ଓଝା ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ରଣଜୀ ଟ୍ରଫିରେ ଉଇକେଟକିପର ଭାବେ ସର୍ବାଧିକ ସଫଳତା ହାସଲ କରିଥିବା ୩୭ ବର୍ଷୀୟ ନମନ ଏହା ଘୋଷଣା କରିବା ବେଳେ ତାଙ୍କ ଆଖି ଛଳ ଛଳ ହୋଇ ଯାଇଥିଲା । ସେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ କମୁଛି କରୋନା ମହାମାରୀ କାୟା । ସଂକ୍ରମଣ ସଂଖ୍ୟା କମୁଥିବା ବେଳେ, ସୁସ୍ଥ ହୋଇ ଫେରୁଛନ୍ତି କରୋନା ଆକ୍ରାନ୍ତ । ଆଜି ରାଜ୍ୟରୁ ଆଉ ୮୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ପୁରୀରୁ ୧୧,…

ରାଜ୍ୟର ୧୮ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଫେବୃଆରୀ ୧୭ ତାରିଖରେ ଓଡିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି। ରାଜ୍ୟର ୧୮ରେ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ,…

କପିଳ ଦେବଙ୍କ ରେକର୍ଡ ଭାଙ୍ଗିଲେ ଅଶ୍ୱିନୀ

ଚେନ୍ନାଇ:ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନୀ ଅନେକଗୁଡିଏ କୀର୍ତିମାନ ସ୍ଥାପନ କରିଛନ୍ତି । ଗୋଟିଏ ଟେଷ୍ଟରେ ଶତକ ଏବଂ ୫ ଉଇକେଟ ହାସଲରେ ଅଶ୍ୱିନୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ସେ ୩ଥର ଏହି ସଫଳତା ହାସଲ କରଛନ୍ତି । ଇଆନ ବୋଥାମ(୫ଥର) ପ୍ରଥମ ସ୍ଥାନରେ…

ଚୀନ ଓ ପାକିସ୍ତାନ ଯୁଦ୍ଧ ବିମାନକୁ ମାଟିରେ ମିଶାଇବ ‘ଅସ୍ତ୍ର’

ନୂଆଦିଲ୍ଲୀ : ବାୟୁସେନାକୁ ଆହୁରି ଶକ୍ତିଶାଳୀ କରିବାକୁ ପ୍ରସ୍ତୁତ ହେଉଛି ଡିଆରଡିଓ । କାରଣ ଭାରତୀୟ ବାୟୁସେନାରେ ସାମିଲ ହେବାକୁ ଯାଉଛି ଅସ୍ତ୍ର ମାର୍କ-୨ । ଏହାଦ୍ୱାରା ବାୟୁସେନା ଭାରତ ସୀମାରେ ରହି ଚୀନ ବା ପାକିସ୍ତାନ ପରି ଶତ୍ରୁ ପକ୍ଷର ଯୁଦ୍ଧ ବିମାନକୁ ଧ୍ବଂସ କରିପାରିବ । ଖାଲି…

ପଶ୍ଚିମ ଓଡିଶାର ୧୦ ଜିଲ୍ଲା ଓ ଆଠମଲ୍ଲିକରେ WODC କାର୍ଯ୍ୟାଳୟ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ଅବସରରେ ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ…

କଳାହାଣ୍ଡି କର୍ଲାପାଟ ହାତୀ ମୃତ୍ୟୁ ପ୍ରସଙ୍ଗ: ଜାତୀୟ ସ୍ତରର ବିଶେଷଜ୍ଞଙ୍କ ପରାମର୍ଶ ନେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମୀକ୍ଷା କରିଛନ୍ତି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିବା ସହ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ…

ବାଇ-ଲ ପ୍ରତ୍ୟାହାର ଦାବିରେ ଆସନ୍ତାକାଲି ସବୁ ମନ୍ଦିରରେ ଘଣ୍ଟ ବାଡ଼େଇ ପ୍ରତିବାଦ

ଭୁବନେଶ୍ବର : ଏକାମ୍ରକ୍ଷେତ୍ର ପାଇଁ ଏନ୍‌ଏମ୍‌ଏ ଚିଠା ବାଇ-ଲ ପ୍ରତ୍ୟାହାର ନେଇ ଜୋରଦାର ହେବାକୁ ଯାଉଛି ପ୍ରତିବାଦ । ନିଖିଳ ଓଡ଼ିଶା ସେବାୟତ କମିଟି ପକ୍ଷରୁ ଆସନ୍ତାକାଲି ରାଜ୍ୟର ସବୁ ମନ୍ଦିରରେ ଘଣ୍ଟ ଘଣ୍ଟା ମାଡ଼ କରି ପ୍ରତିବାଦ କରାଯିବ । ସକାଳ ୧୦ଟାରୁ ଏହି ପ୍ରତିବାଦ ଆରମ୍ଭ ହେବା ନେଇ…

ପୋଷ୍ଟର ମାରିଥିବା ବନ୍ଧୁଙ୍କୁ ଧନ୍ୟବାଦ: ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ନିଜ ନିଖୋଜ ପୋଷ୍ଟର ନେଇ ସାଂସଦ ଅପରାଜିତା ଷଡଙ୍ଗୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ ପୋଷ୍ଟର ଲଗାଇଥିବାରୁ ବନ୍ଧୁମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥି ସହ ସେ କହିଥିଲେ ଯେ, 'ସଂସଦ ଚାଲିଥିବାରୁ ମୁଁ ଦିଲ୍ଲୀରେ ଉପସ୍ଥିତ ଥିଲି । ମୁଁ ପୁଣି…

ତେଜିଲା ବାଇ-ଲ’ ବିବାଦ : ରାଜ୍ୟ ସରକାରଙ୍କୁ ଅପରାଜିତାଙ୍କ ୫ଟି ପ୍ରଶ୍ନ

ଭୁବନେଶ୍ବର : ଭୁବନେଶ୍ବରର ଅନନ୍ତ ବାସୁଦେବ ଓ ବ୍ରହ୍ମେଶ୍ବର ମନ୍ଦିର ନେଇ ଜାରି ବାଇ-ଲ’ ବିଜ୍ଞପ୍ତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କଡ଼ା ଜବାବ ଦେଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କୁ ୫ଟି ପ୍ରଶ୍ନ ପଚାରିଛନ୍ତି ଅପରାଜିତା ।…