Latest Odisha News

BREAKING NEWS

ଢେଙ୍କାନାଳରେ ଦୁଇ ନାବାଳିକାଙ୍କ ଉପରେ ଚଢିଗଲା ପିକ୍ ଅପ୍ ଭ୍ୟାନ

ଢେଙ୍କାନାଳ: ଟାଉନ ବଜାର ସ୍ଥିତ ଚାଜିଚୌକ ଛକରେ ଦୁର୍ଘଟଣା । ରଙ୍ଗରୁଟରେ ଆସୁଥିବା ଏକ ପିକ୍ ଅପ୍ ଭ୍ୟାନ ଦୁଇ ଶିଶୁଙ୍କ ଉପରେ ଚଢିଯିବାରୁ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ଏଥିରେ ଅନ୍ୟ ଜଣେ ଶିଶୁ ଗୁରୁତର ଅଛନ୍ତି । ତାଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।…

କେଦାର ଭାରତୀ ସାପ୍ତାହିକ ସାହିତ୍ୟ ପତ୍ରିକାର ବାର୍ଷିକ ବିଶେଷାଙ୍କ ଉନ୍ମୋଚିତ

ବାଲେଶ୍ଵର : ସାପ୍ତାହିକ ସାହିତ୍ୟ ପତ୍ରିକା କେଦାର ଭାରତୀର ବାର୍ଷିକ ବିଶେଷାଙ୍କ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ଅତିଥି ମାନଙ୍କ ମଧ୍ୟରେ ନୀଳଗିରି ବିଧାୟକ ସୁକାନ୍ତ ନାୟକ…

ଗ୍ରାଣ୍ଡସ୍ଲାମ ଟେନିସରେ ୩୦୦ତମ ବିଜୟ ହାସଲରେ ଦ୍ୱିତୀୟ ଖେଳାଳି ହେଲେ ଜୋକୋଭିଚ

ମେଲବୋର୍ଣ୍ଣ: ଟେନିସ ଇତିହାସରେ ଦ୍ୱିତୀୟ ଖେଳାଳି ଭାବେ ସର୍ବିୟାର ନୋଭାକ ଜୋକୋଭିଚ ଗ୍ରାଣ୍ଡସ୍ଲାମ ମୁକାବିଲାରେ ୩୦୦ ବିଜୟ ହାସଲ କରିଛନ୍ତି । ସୁଇଜରଲାଣ୍ଡର ରୋଜର ଫେଡେରର ସର୍ବାଧିକ ୩୬୫ ମ୍ୟାଚରେ ବିଜୟ ହାସଲ କରିଛନ୍ତି । ଚଳିତ ଅଷ୍ଟ୍ରେଲିଆନ ଓପନରେ କାନାଡାର ମିଲୋସ ରାଓନିକଙ୍କୁ ୭-୬,…

ଅସନ୍ତୋଷର ଅନ୍ତଃସ୍ୱର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ବିଶ୍ୱର ସୃଷ୍ଟି ଠୁଁ ଆଜି ଅବଧି ଅନେକ ବିଚିତ୍ର ଓ ବୈଚିତ୍ର‌୍ୟମୟ ଘଟଣାମାନ ଘଟିଚାଲିଛି । ବିଗତ ୩୦୦ ବର୍ଷ ମଧ୍ୟରେ ପ୍ରଥମ ଓ ଦ୍ୱିତୀୟ ବିଶ୍ୱଯୁଦ୍ଧ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଘଟଣା ପରେ ଏକବିଂଶ ଶତାଦ୍ଦୀର ଆରମ୍ଭରେ ଅତ୍ୟନ୍ତ…

ବାଇ-ଲ ପ୍ରତ୍ୟାହାର ପ୍ରସଙ୍ଗରେ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ରର ଦୁଇ ମନ୍ଦିର ଅନନ୍ତବାସୁଦେବ ଓ ବ୍ରହ୍ନେଶ୍ୱର ମନ୍ଦିରରୁ ବାଇ ଲ’ ପ୍ରତ୍ୟାହାର କରି୍‌ବା ନେଇ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ । ବିକାଶରେ ବାଧା ସୃଷ୍ଟି କରୁଥିବାରୁ ବାଇ-ଲ ପ୍ରତ୍ୟାହାର ପାଇଁ କେନ୍ଦ୍ର ସଂସ୍କୃତି ସଚିବ ରାଘବେନ୍ଦ୍ର ସିଂଙ୍କୁ…

ଅମୀରଙ୍କ ପୁଅ ଜୁନୈଦ ଅଭିନୀତ ମହାରାଜା ଫିଲ୍ମର ଶୁଟିଂ ଆରମ୍ଭ

ମୁମ୍ବାଇ: ବଲିଉଡର ପ୍ରତିଷ୍ଠିତ ଷ୍ଟାର ଅମୀର ଖାଁଙ୍କ ପୁତ୍ର ଜୁନୈଦ ଅଭିନୀତ ମହାରାଜା ଫିଲ୍ମର ଶୁଟିଂ ଆରମ୍ଭ ହୋଇଛି । ଏହି ଫିଲ୍ମ ଗୁଜରାଟର ପତ୍ରକାର ଓ ସମାଜସେବୀ କରସନଦାସ ମଲଜୀଙ୍କ ଜୀବନୀ ଉପରେ ଆଧାରିତ । ଶୁଟିଂ ପୂର୍ବରୁ ଜୁନୈଦଙ୍କ ଭଉଣୀ ଇରା ଖାଁ ଏଥିନେଇ ଭାଇଙ୍କୁ ଶୁଭେଚ୍ଛା…

ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି କୋଭିଡ ପଜିଟିଭ୍

ଗୁଜରାଟ: ମୁଖ୍ୟମନ୍ତ୍ରୀ ବିଜୟ ରୂପାନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ଭଦୋଦରାରେ ଏକ ସଭାରେ ଭାଷଣ ଦେବା ବେଳେ ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ଅହମ୍ମଦାବାଦରେ ଡାକ୍ତରଖାନାରେ ଭର୍ତ୍ତିି କରାଯାଇଥିଲା । ତାଙ୍କ ନିକଟରେ କୋଭିଡ କିଛି ଲକ୍ଷଣ ଦେଖାଯାଉଥିଲା । କୋଭିଡ୍…

କୋଭିଡ୍ ମୁକାବିଲାରେ ଅବଦାନ ପାଇଁ ସମ୍ବର୍ଦ୍ଧିତ ହେଲେ ସୋଆ ପ୍ରତିଷ୍ଠାତା

ଭୁବନେଶ୍ୱର : ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଅବସରରେ ଆୟୋଜିତ କନକ୍ଳେଭ ‘ଜାତି ନନ୍ଦିଘୋଷ’ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । କରୋନା ମହାମାରୀ ସମୟରେ ମୁକାବିଲା ପାଇଁ ପ୍ରଫେସର ନାୟକଙ୍କ…

ବନ୍ଦ ପାଳନ ବେଳେ ଛାତ୍ର କଂଗ୍ରେସ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି

ଭୁବନେଶ୍ୱର: କଂଗ୍ରେସର ବନ୍ଦ ପାଳନ ବେଳେ ଛାତ୍ର କଂଗ୍ରେସ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି । ଲୋକସେବା ଭବନକୁ ଘେରାଉ ପାଇଁ ଯାଉଥିବା ବେଳେ ପୁଲିସ ବ୍ୟାରିକେଡ କରି ଅଟକାଇବାକୁ ଏହି ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ଛାତ୍ର କଂଗ୍ରେସ ସଭାପତିଙ୍କ ନେତୃତ୍ୱରେ କଂଗ୍ରେସ ଭବନରୁ ଏକ…

ନିରଞ୍ଜନ ସାହୁଙ୍କ ପୁସ୍ତକ କଥା ଅନେଶ୍ୱତ ଲୋକାର୍ପିତ

ଭୁବନେଶ୍ୱର : କଥାକାର ନିରଞ୍ଜନ ସାହୁଙ୍କ ପୁସ୍ତକ କଥା ଅନେଶ୍ୱତ ସ୍ଥାନୀୟ ଲୋହିଆ ଏକାଡେମୀ ସମ୍ମିଳନୀ କକ୍ଷରେ ଲୋକାର୍ପିତ ହୋଇଯାଇଛି। ଏହି ଅବସରରେ କଥାକାର ଦାଶ ବେନେହୁର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ପୁସ୍ତକର…