ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣାରେ ନୁଆ ମୋଡ଼, ମାଟି ତଳୁ ମିଳିଲା ମମିତାଙ୍କ ଜନିଷ
ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ନୁଆ ମୋଡ଼ । ମହାଲିଙ୍ଗ୍ ଷ୍ଟାଡିୟମ୍ ରୁ ମିଳିଲା ଗଳିତ ମୃତଦେହ ନିଖୋଜ ମମିତା ମେହେରଙ୍କ ହୋଇଥିବା ସନ୍ଦେହ କରାଯାଉଥିଲା ।
ମାଟିତଳୁ ମିଳିଥିବା ସୁନା…