ରୋହିତଙ୍କ ପରି ଅଧିନାୟକ ହେବାକୁ ଚାହୁଁଛି: ଗିଲ
ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ଭାରତୀୟ ଦିନିକିଆ କ୍ରିକେଟ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି । ଏବେ ତାଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଗସ୍ତରେ ଯିବ ଟିମ ଇଣ୍ଡିଆ । ଅକ୍ଟୋବର ୧୯ରୁ ୩ ମ୍ୟାଚ ବିଶିଷ୍ଟ ସିରିଜ ଆରମ୍ଭ ହେବ । ଅଧିନାୟକ ହେବା ପରେ ଏକ ଗିଲଙ୍କ ପ୍ରଥମ…