Latest Odisha News

BREAKING NEWS

କୁଲଗାମ ବିଜେପି କର୍ମୀଙ୍କ ହତ୍ୟା ସନ୍ଦେହରେ ଲଶ୍କର ଆତଙ୍କବାଦୀ ଜହୁର ଅହମ୍ମଦ ଗିରଫ

ଜାମ୍ମୁ କାଶ୍ମୀର: ଗତ ବର୍ଷ କୁଲଗାମ ଜିଲ୍ଲାର ଭେସୁ ଅଞ୍ଚଳରେ ତିନି ଜଣ ବିଜେପି କର୍ମୀଙ୍କ ହତ୍ୟା ପଛରେ ଥିବା ସନ୍ଦେହ କରାଯାଉଥିବା ଲଶ୍କର-ଏ-ତୋଇବା ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଜହୁର ଅହମ୍ମଦଙ୍କୁ ଜମ୍ମୁ କଶ୍ମୀରର ସାମ୍ବା ଜିଲ୍ଲାରୁ ଗିରଫ କରାଯାଇଥିଲା। ପୋଲିସ ସନ୍ଦେହ…

ଶ୍ରୀମନ୍ଦିର ଭିତର ବେଢ଼ାର ଫଟୋ ପୁଣି ସୋସିଆଲ୍‌ ମିଡିଆରେ ଭାଇରାଲ୍

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଇନ୍‌ଷ୍ଟାଗ୍ରାମ୍‌ରେ ଇଣ୍ଡିଆନ୍‌ ଟେମ୍ପୁଲସ ୟୁଜର ଆଇଡିରେ ଶ୍ରୀମନ୍ଦିର ଭିତର ଫଟୋ ଛଡ଼ାଯାଇଛି । ଦକ୍ଷିଣ ଦ୍ୱାର ଗୁମୁଟ ନିକଟ ସମ୍ପାତ୍ତି ମନ୍ଦିର ଆଗରେ ଉଠାଯାଇଛି ଏହି ଫଟୋ । ଗତ ଦୁଇ ତାରିଖରେ ଏହି ଫଟୋ…

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଟସ୍ ଜିତି ବ୍ୟାଟିଂ କରୁଛି ଟିମ୍ ଇଣ୍ଡିଆ, ଦଳରେ ତିନିଟି ପରିବର୍ତ୍ତନ

ଚେନ୍ନାଇ: ଭାରତ-ଇଂଲଣ୍ଡ ମଧ୍ୟରେ ଚେନ୍ନାଇରେ ଆଜି ଖେଳାଯାଉଛି ଦ୍ୱିତୀୟ ଟେଷ୍ଟ । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି କ୍ୟାପଟେନ୍ ବିରାଟ କୋହଲି । ଖାତା ଖୋଲିଆ ପୂର୍ବରୁ ପାଭିଲନ୍ ଫେରିଛନ୍ତି ଓପନର ଶୁଭମନ୍ ଗିଲ୍ । ତାଙ୍କ ଆଉଟ୍ କରି ଇଂଲଣ୍ଡକୁ ପ୍ରଥମ ସଫଳତା ଦେଇଛନ୍ତି ଓଲି…

ରାୟଗଡ଼ା-କୋରାପୁଟ ରାସ୍ତାରେ ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ରାୟଗଡ଼ା: ଜଳିଗଲା ଯାତ୍ରୀବାହୀ ବସ୍ । ରାୟଗଡ଼ା-କୋରାପୁଟ ରାସ୍ତାର ସିରିକୋଣା ତାରିଣୀ ମନ୍ଦିର ପାଖରେ ଏହି ଅଘଟଣ ଘଟିଛି । ନିଆଁ ଲାଗି ବସଟି ସମ୍ପୂର୍ଣ୍ଣ ଜଳିଯାଇଛି । ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫୦ରୁ ଅଧିକ ଯାତ୍ରୀ । ଗତକାଲି ରାତି ପାଖାପାଖି ଗୋଟାଏ ବେଳେ…

ପରଲୋକରେ ନାଟ୍ୟକାର କୁଞ୍ଜ ରାୟ

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ ନାଟ୍ୟକାର, ଗାଳ୍ପିକ, ଅନୁବାଦକ, ଔପନ୍ୟାସିକ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ନାଟ୍ୟ ବ୍ୟକିତ୍ୱ କୁଞ୍ଜ ରାୟ । ୭୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । 'ଅଗ୍ନିସ୍ନାନ', 'କେଉଁ ନଦୀ ମୁହାଣରେ',…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୧୩-୨-୨୦୨୧ ଶନିବାର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୧ ମସିହା ଫେବୃୟାରୀ ତା୧୩ ରିଖ ଶନିବାର କୁମ୍ଭ ୨ ଦିନ ମାଘ ମାସ ଶୁକ୍ଳ ପକ୍ଷ ଦ୍ଵିତୀୟା ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଆଜିର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଆଜିର ଘାତ ଚନ୍ଦ୍ର-: ମିଥୁନ…

ନାଟକ ଏକାଡେମୀ ତରଫରୁ ସନ୍ୟାସୀ ମହାରଣାଙ୍କୁ ମିଳିଲା ୨୦୨୧ ମସିହାର ରଙ୍ଗମଞ୍ଚ ସମ୍ମାନ

ବ୍ରହ୍ମପୁର : ବ୍ରହ୍ମପୁର ନାଟକ ଏକାଡେମୀ ତରଫରୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ପ୍ରଯୋଜକ ନିର୍ଦ୍ଦେଶକ ସନ୍ୟାସୀ ମହରଣାଙ୍କୁ ଚଳିତ ୨୦୨୧ ମସିହା ରଙ୍ଗମଞ୍ଚ ସମ୍ମାନ ପ୍ରଦାନ କରାଯାଇଛି । କରୋନା ମହାମାରୀ ସମୟରେ ସାଧାରଣ ଲୋକଙ୍କୁ ସଚେତନ କରେଇବା ପାଇଁ ଶ୍ରୀ ମହାରଣା ଅନେକ କ୍ଷୁଦ୍ର…

ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରହିଛି । ପଞ୍ଜାବ, ଜାମ୍ମୁ କାଶ୍ମୀର, ହରିୟାଣା ଓ ଉତ୍ତରାଖଣ୍ଡରେ ବି ଭୂକମ୍ପର ଝଟକା ଅନୁଭୂତ ହୋଇଛି । ସେହିପରି ନୋଏଡା ଓ ରାଜସ୍ଥାନର କିଛି ଅଞ୍ଚଳରେ ବି ଝଟକା ଅନୁଭୂତ ହୋଇଛି…

କୋଟିଆରେ ଆନ୍ଧ୍ର କରୁଥିବା ନିର୍ବାଚନରେ ଭାଗ ନନେବାକୁ ବିଜେପିର ଅପିଲ୍

ଭୁବନେଶ୍ବର : ଆସନ୍ତାକାଲି କୋଟିଆରେ ପଞ୍ଚାୟତ ନିର୍ବାଚନ କରୁଛି ଆନ୍ଧ୍ରପ୍ରଦେଶ । ହେଲେ ଏହି ନିର୍ବାଚନରେ ଭାଗ ନନେବାକୁ କୋଟିଆ ସୀମାନ୍ତବର୍ତ୍ତୀ ଗ୍ରାମବାସୀଙ୍କୁ ଅପିଲ କରିଛି ରାଜ୍ୟ ବିଜେପି । ସୀମାନ୍ତ ଅଞ୍ଚଳରେ ଆନ୍ଧପ୍ରଦେଶର ସରକାରୀ ଅଫିସର କିଛି ଲୋକଙ୍କୁ ପ୍ରଭାବିତ କରିବାକୁ…

ଦ୍ୱିତୀୟ ଚେଷ୍ଟାରେ ଫିଟନେସ ଟେଷ୍ଟ ପାସ୍ କଲେ ଜୟଦେବ, ଈଶାନ ଓ ସିଦ୍ଧାର୍ଥ

ମୁମ୍ବାଇ: ବିସିସିଆଇ ଫିଟନେସ ଟେଷ୍ଟରେ ବିଫଳ ହୋଇଥିବା ୬ଜଣ ଖେଳାଳିଙ୍କ ମଧ୍ୟ ଶୁକ୍ରବାର ୩ଜଣ ସେମାନଙ୍କ ଦ୍ୱିତୀୟ ଚେଷ୍ଟାରେ ସଫଳ ହୋଇଛନ୍ତି । ଏହି ଖେଳାଳିମାନେ ହେଲେ ଜୟଦେବ ଉନାଡକଟ, ଈଶାନ କିଶାନ ଓ ସିଦ୍ଧାର୍ଥ କୌଲ । ଟାଇମ୍ସ ଇଣ୍ଡିଆରେ ପ୍ରକାଶିତ ରିପୋର୍ଟରେ ସଞ୍ଜୁ ସାମସନ, ଈଶାନ…