Latest Odisha News

BREAKING NEWS

୫୩ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଆଜି ଯିବ ‘କାଳିଆ’ ସହାୟତା ରାଶି

ଭୁବନେଶ୍ୱର:ଆଜି ଚାଷୀଙ୍କ ଆକାଉଣ୍ଟରେ ମିଳିବ କାଳିଆ ଯୋଜନାର କିସ୍ତି । ଓଡ଼ିଶାର ୫୩ ଲକ୍ଷ ଚାଷୀଙ୍କୁ ୧୨ ଶହ କୋଟି ଟଙ୍କା ଡିବିଟି ଜରିଆରେ ବାଣ୍ଟିବେ ସରକାର । ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦-୨୧ ବର୍ଷ ପାଇଁ କାଳିଆ…

କରୋନା ମୁକାବିଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉଦ୍ୟମକୁ ‘ହୁ’ର ପ୍ରଶଂସା

ନୂଆଦିଲ୍ଲୀ: କରୋନା ସହ ମୁକାବିଲା କରିବାରେ ଭାରତର ଉଦ୍ୟମକୁ ପ୍ରଶଂସା କରି କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)। ହୁ କହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏହି ପଦକ୍ଷେପଗୁଡ଼ିକୁ ପ୍ରଶଂସା ଭାରତରେ WHO ର ପ୍ରତିନିଧୀ ଡ. ରାଡ୍ରିକୋ ଓଫେରିନ୍ କହିଛନ୍ତି ଯେ ଭାରତରେ ଏହି ରୋଗର…

ଅଦରକାରୀ କାଗଜରେ କାଳିଆ ଠାକୁରଙ୍କ ସୁନ୍ଦର କଳାକୃତି

ପୁରୀ: ଅଦରକାରୀ କାଗଜରେ କଳାକୃତି । ମୂର୍ତ୍ତି ନିର୍ମାଣ ବି ହେଉଛି । କଥାଟା ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏମିତି କିଛି କଳାକୃତି ନିର୍ମାଣ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସୂର୍ଯ୍ୟକାନ୍ତ ଦାସ । ଅଦରକାରୀ କାଗଜରେ ସେ ନିର୍ମାଣ କରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନ୍ଦର ମୂର୍ତ୍ତି ।…

ଆର୍ମସ୍‌ ଲାଇସେନ୍ସ ମାମଲାରେ ଆଶ୍ୱସ୍ତି ପରେ ପ୍ରଶଂସକଙ୍କୁ ଧନ୍ୟବାଦ ଦେଲେ ସଲ୍‌ମାନ

ନୂଆଦିଲ୍ଲୀ: କଳା ହରିଣ ଶିକାର ମାମଲା ସହ ଜଡିତ ଆର୍ମସ୍‌ ଲାଇସେନ୍ସ ମାମଲାରେ ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କୁ ଏକ ବଡ଼ ଆଶ୍ବସ୍ତି ମିଳିଛି। ଯୋଧପୁରର ଜିଲ୍ଲା ଓ ଅଧିବେଶନ କୋର୍ଟ ଗୁରୁବାର ସଲମାନଙ୍କ ବିରୋଧରେ ରାଜସ୍ଥାନ ସରକାରଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଯେଉଁଥିରେ ଅଭିଯୋଗ…

କାବୁ ପାଉଛି କରୋନା: ଆଜି ସଂକ୍ରମିତ କମ୍, ସୁସ୍ଥ ଅଧିକ

ନୂଆଦିଲ୍ଲୀ: ଦେଶରେ କରୋନା ନିୟନ୍ତ୍ରଣକୁ ଆସୁଛି । ଦୈନିକ ପାଖାପାଖି ୭ ଲକ୍ଷ କୋଭିଡ୍ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ୧୦-୧୫ ହଜାର ଭିତରେ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୯ହଜାର ୩୦୯ ନୂଆ ସଂକ୍ରମିତ । ଏହି ସମୟରେ କରୋନାରୁ ସୁସ୍ଥ ହୋଇଛନ୍ତି…

ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ: ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ସକାଳୁ ଘର ଲୋକ ଉଭୟଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଛନ୍ତି । ଏହି ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ବିକ୍ରମପୁର ଥାନା ଅନ୍ତର୍ଗତ କର୍ଣ୍ଣପୁର ପଞ୍ଚାୟତର ସାନଜୋରଡ଼ା ଗାଁରେ । ମୃତକ ହେଲେ ଦୁଃଖବନ୍ଧୁ ସାହୁ ଓ ପତ୍ନୀ ପାଞ୍ଚାଳି ସାହୁ ।…

ଫସର ଫାଟିଲା ଡକାୟତି ଯୋଜନା: ପୁରୀରୁ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: ଫେଲ୍ ମାରିଲା ଡକାୟତି ଯୋଜନା । ଚଢ଼ାଉ କରି ବାନ୍ଧିଲା ପୁରୀ ପୋଲିସ । ୭ ଜଣଙ୍କୁ ଗିରଫ କରିଛି ପୁରୀ ଠାଯାଇଛି । ଗତକାଲି ସନ୍ଧ୍ୟା ସମୟରେ ପୁରୀ ଜଗନ୍ନାଥବଲ୍ଲଭ ପାର୍କିଂ ନିକଟରେ ଏମାନେ ଡକାୟତି ଯୋଜନା କରୁଥିଲେ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ଟାଉନ ଥାନା ପୋଲିସ ।…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଚାଇଲ୍ଡ କୋର୍ଟରେ ହାଜର ହେବ ଅଭିଯୁକ୍ତ ନାବାଳକ

ନୟାଗଡ଼: ବହୁଚର୍ଚ୍ଚିତ ଯଦୁପୁର ନାବାଳିକା ହତ୍ୟା ମାମଲାରେ ଆଜି ନୟାଗଡ଼ ଚାଇଲ୍ଡ କୋର୍ଟରେ ହାଜର ହେବ ଅଭିଯୁକ୍ତ ନାବାଳକ । ତାକୁ ଅନୁଗୋଳ ବାଳ ସୁଧାର ଗୃହରୁ ଆଣିବ ପୋଲିସ । ଏସାଇଟି କରିଥିବା ଏଲଭିଏ ଟେଷ୍ଟ ଆବେଦନର ଶୁଣାଣି ରହିଛି । ସେହିପରି ରିମାଣ୍ଡ ବେଳେ ନାବାଳକକୁ ନିର୍ଯାତନା…

ଦେଶବ୍ୟାପୀ ଆନ୍ଦୋଳନ ପାଇଁ ପ୍ରସ୍ତୁତି, ପ୍ରତି ରାଜ୍ୟରେ କୃଷକ ମହାପଞ୍ଚାୟତ କରିବାକୁ ଯୋଜନା

ନୂଆଦିଲ୍ଲୀ: ପଲ୍ଲୀକୁ ଡେଇଁ ଦିଲ୍ଲୀ ନିଆଁ । ଦିଲ୍ଲୀ ବର୍ଡରରେ ଚାଲିଥିବା ଆନ୍ଦୋଳନ ସାରା ଦେଶକୁ ବ୍ୟାପିବ । ପ୍ରତି ରାଜ୍ୟରେ କୃଷକ କରିବେ ମହାପଞ୍ଚାୟତ ସଭା । କେନ୍ଦ୍ରର କୃଷି ଆଇନ୍ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ବ୍ୟାପକ କରିବାକୁ ନିଷ୍ପତ୍ତି ନେଇଛି ସଂଗଠନ । ଦିଲ୍ଲୀ ସୀମାରେ ପ୍ରାୟ…

ଆଜି ସୁପ୍ରିମକୋର୍ଟରେ କୋଟିଆ ବିବାଦ ମାମଲାର ଶୁଣାଣି

ନୂଆଦିଲ୍ଲୀ: କୋଟିଆରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଓଡ଼ିଶା କରିଥିବା ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଗତକାଲି ଓଡ଼ିଶାର ପିଟିସନକୁ ଗ୍ରହଣ କରିବା ସହ ଆଜି ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଥିଲେ ପ୍ରଧାନ ବିଚାରପତି । ଆନ୍ଧ୍ର ପ୍ରଦେଶ ଅଦାଲତ ଅବମାନନା…