Latest Odisha News

BREAKING NEWS

T-20 ବିଶ୍ୱକପ୍: ଆଜିଠୁ କ୍ୱାଲିଫାୟାର ରାଉଣ୍ଡ, ୨୩ରୁ ଅସଲ ଲଢ଼େଇ

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଆଜିଠୁ ଆରମ୍ଭ ହେଉଛି ଟି-ଟ୍ୱେଣ୍ଟି ପୁରୁଷ ବିଶ୍ୱକପ୍ । ୟୁଏଇ ଏବଂ ଓମାନରେ ଆରମ୍ଭ ହେବ ମହାମୁକାବିଲା । ଆଜିଠୁ ଆରମ୍ଭ ହେବ କ୍ୱାଲିଫାୟାର ରାଉଣ୍ଡ । ସୁପର୍ ୧୨କୁ ଯିବାକୁ ଥିବା ୪ଟି ଟିମ୍ ପାଇଁ ଲଢ଼େଇ ହେବ । ୮ଟି ଟିମ୍ ଭାଗ ନେଉଛନ୍ତି ।…

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଥମିବାର ନା ନେଉନି ତୈଳ ଦର। ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ରେକର୍ଡ ସ୍ତରରେ ବୃଦ୍ଧି ପାଇବାରେ ଲାଗିଛି। ପେଟ୍ରୋଲ ଏବଂ ଡିଜେଲ ଭାରତର ସମସ୍ତ ପ୍ରମୁଖ ସହରରେ ରେକର୍ଡ ସ୍ତରରେ ବିକ୍ରି ହେଉଛି। ଦିଲ୍ଲୀରେ ପେଟ୍ରୋଲ ଦର ୩୫ ପଇସା ବୃଦ୍ଧି ପାଇ ଲିଟର ପିଛା ୧୦୫.୮୪ ଟଙ୍କାରେ…

ଆଜି ରାଜ୍ୟରୁ ୪୪୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୧ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ ୫୦୦ ତଳକୁ ଖସିଛି କରୋନାର ଦୈନିକ ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ପାଖାପାଖି ୧୦୦ ଅଧିକ । ଗତକାଲି ରାଜ୍ୟରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ଏହି ସଂଖ୍ୟା ରହିଛି ୪୪୩ । କ୍ୱାରେଣ୍ଟିନରୁ ୨୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୫ । ୧୮ ବର୍ଷ…

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

କେରଳରେ ବର୍ଷା ଆଣିଲା ଜଳ ପ୍ରଳୟ, ୬ ମୃତ

ଥିରୁବନ୍ତପୁରମ୍: ଲଗାଣ ବର୍ଷା କେରଳକୁ ବୁଡ଼ାଇଛି । ୫ଟି ଜିଲ୍ଲାରେ ଉବୁଟୁବୁ ସ୍ଥିତି । ଲଘୁଚାପ ଜନିତ ଲଗାଣଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ରାସ୍ତାଘାଟ ବୁଡ଼ିଛି । ରାସ୍ତାରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଛି । କେରଳରେ ବର୍ଷା ଓ…

କବିତା : ତା’ ସତ

ଶୈଲେନ ରାଉତରାୟ  ବାଟରେ ଭେଟିଥିବା ମୁସାଫିର ମୋତେ ପଚାରନା କବି ବୋଲାଇବାକୁ ମୁଁ ବିକଳ କାହିଁକି । ତା’ ସତ । ହେଲେ ମୁଁ ତା’ ଠାରୁ ଆହୁରି ବିକଳ ପଚି ସଢ଼ି, କବିତା ବହିଟିଏ ହେବାକୁ ଥିବା ଜିଅନ୍ତା, ବଢ଼ନ୍ତା ଗଛଟିଏର ଖତ ପାଲଟିବା ପାଇଁ ।୧। ହାଟରେ ବସିଥିବା ସଉଦାଗର ମୋତେ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୬୯)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୬୯ ଛାତି ଧକଧକ। ମନରେ ଆଶଙ୍କା । ଲାଗିଲା ଏ  ମହିଳା ଯେମିତି  ସନିଆ ଭାଇକୁ ଆଗରୁ ଚିହ୍ନିଛନ୍ତି। ନହେଲେ କ'ଣ ଭାଇଟା ଏମିତି  ଟେକି ଦିଅନ୍ତା କି...  ଆଉ କ୍ଷଣିକ ଆଗରୁ ସ୍ତ୍ରୀ ସହ ଲଢେଇକରୁଥିବା ମଣିଷ ଏମିତି  ହଁ କହି…

ଅନୁବାଦ ଗଳ୍ପ : ଶରଣାର୍ଥୀ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୮ ମୂଳ ହିନ୍ଦୀ: ଏସ ଏଚ ବାତ୍ସାୟନ ‘ଅଜେ୍ଞୟ’  ବଗିର ଝର୍କାପଟେ ପୁଡ଼ାଟା କୌଣସି ମତେ ଗଳେଇଦେଇ କୋଳରେ ଧରିଥିବା ସାନପୁଅ ଅବିଦକୁ ବି ସୁରେୟା ସେଇପଟେ ଗୋଟିଏ ସିଟରେ ଥୋଇଦେଲା । ତା’ପରେ ତରତର ହୋଇ ବଡ଼ପୁଅ ଝିଅକୁ ଟେନ୍‍ ଡବାଟାର ପାହାଚ…

ମୟୂରଭଞ୍ଜ ବୈଶିଙ୍ଗାରେ ଲଜ୍ଜା, ଜଙ୍ଗଲରେ +୩ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ମୟୂରଭଞ୍ଜ : ବୈଶିଙ୍ଗା ଥାନା ୧୮ ନମ୍ବର ଜାତୀୟ ରାଜପଥ କଳମାରେ ଲଜ୍ଜା । ପ୍ରେମିକକୁ ମାଡ଼ ମାରି +୩ରେ ପଢୁଥିବା ପ୍ରେମିକାଙ୍କୁ ଉଠାଇ ନେଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଛନ୍ତି ତିନି ଜଣ ଯୁବକ । ଏଭଳି ଏକ ଲଜ୍ଜାଜନକ ଘଟଣାକୁ ନେଇ ମୟୂରଭଞ୍ଜ ବୈଶିଙ୍ଗା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି…

ଆଇଏଏସ ସ୍ତରରେ ଅଦଳବଦଳ, ପ୍ରଦୀପ୍ତ ମହାପାତ୍ର ହେଲେ OFDC ଅଧ୍ୟକ୍ଷ

ଭୁବନେଶ୍ବର : ଆଇଏଏସ ସ୍ତରରେ ଅଦଳ ବଦଳ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ମିଳିଛି ନୂଆ ଦାୟିତ୍ବ । ପ୍ରଦୀପ୍ତ ମହାପାତ୍ରଙ୍କୁ ଓଡ଼ିଶା ଫରେଷ୍ଟ ଡେଭଲପମେଣ୍ଟ କର୍ପୋରେସନ ବା ଓଏଫଡିସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି…