Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଡେପୁଟୀ ରେଞ୍ଜର, ବିଭିନ୍ନ ସ୍ଥାନରେ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଡେପୁଟୀ ରେଞ୍ଜର କେଶବ ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଚାଲିଛି । କେଶବ ନାୟକଙ୍କ ଅଫିସ୍ ସହ ବଲାଙ୍ଗିର ସାଗରପଡ଼ା, ଇଚ୍ଛାପଡ଼ା ଓ ଆରଟିଓ ଛକରେ ଥିବା ଘରେ ରେଡ୍ ଚାଲିଛି । ବରଗଡ଼,…

ଅକ୍ସଫୋର୍ଡ-ଆଷ୍ଟ୍ରାଜେନକା କୋଭିଡ୍ ଟିକା ବ୍ୟବହାର ନେଇ WHO କମିଟିର ସୁପାରିସ୍

ନୂଆଦିଲ୍ଲୀ: ଅକ୍ସଫୋର୍ଡ-ଆଷ୍ଟ୍ରାଜେନକା କୋଭିଡ୍ ଟିକା ବ୍ୟବହାର ଦକ୍ଷିଣ ଆଫ୍ରିକା ବନ୍ଦ କରିଥିବା ବେଳେ ଏହାର ପ୍ରୟୋଗ ଲାଗି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) କମିଟି ସୁପାରିସ୍ କରିଛି । ଆଷ୍ଟ୍ରାଜେନକା କୋଭିଡ୍ ଭ୍ୟାକ୍ସିନ୍ ସୁରକ୍ଷିତ ଏବଂ ଏହା କରୋନା ଭୂତାଣୁ ବିରୋଧରେ ପ୍ରଭାବଶାଳୀ ।…

କୋଟିଆରେ ନିର୍ବାଚନ ପ୍ରସଙ୍ଗ: ଆନ୍ଧ୍ର ବିରୋଧରେ ସୁପ୍ରିମକୋର୍ଟରେ ଓଡ଼ିଶାର ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ: କୋରାପୁଟର କୋଟିଆରେ ଆନ୍ଧ୍ର ପ୍ରଦେଶର ନିର୍ବାଚନ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଆନ୍ଧ୍ର ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଓଡ଼ିଶା ସରକାର । ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି । ମାମଲାର ତ୍ୱରିତ ଶୁଣାଣି ପାଇଁ ପିଟିସନ ଦାଖଲ କରିଛନ୍ତି ସରକାର…

ହିଞ୍ଜିଳିରେ ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ବହୁ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ଭିଡ଼ିଓ କନଫରେନ୍ସିଂରେ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ହିଞ୍ଜିଳିକାଟୁବାସୀଙ୍କୁ ମୋଟ୍ ୨୮ କୋଟି ୫୭ହଜାରଟଙ୍କାର…

ତପୋବନରେ ଉଦ୍ଧାର କାର୍ଯ୍ୟ ରଣନୀତି ବଦଳାଇଲା ସେନା, ସୁଡ଼ଙ୍ଗକୁ ଯିବା ପାଇଁ ଚାଲିଛି ଡ୍ରିଲିଂ

ଡେରାଡୁନ୍: ଉତ୍ତରାଖଣ୍ଡ ଚମୋଲିରେ ବରଫ ପାହାଡ଼ ଧସିବା ପରେ ବନ୍ୟାକୁ ୪ ଦିନ ବିତିଲାଣି । ସୁଡ଼ଙ୍ଗରେ ନିଖୋଜ ଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉଦ୍ଧାର କାର୍ଯ୍ୟରେ ନୌସେନାର ମରିନ କମାଣ୍ଡୋ ନିୟୋଜିତ ହୋଇଛନ୍ତି । ଏବେ ଯାଏ ୩୪ ଜଣଙ୍କ ମୃତଦେହ ମିଳିଥିବା ବେଳେ ୧୭୦ ଜଣ ନିଖୋଜ…

ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣା: ଡିଜିଟାଲ ଫିଙ୍ଗର ପ୍ରିଣ୍ଟରୁ ପରିଚୟ ପାଇଛି କମିଶନରେଟ ପୋଲିସ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଚନ୍ଦକା-ଅନ୍ଧାରୁଆ ଦାସପୁର ରାସ୍ତାରୁ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ହାତରେ ଲାଗିଛି ସୁରାକ । ଡିଜିଟାଲ ଫିଙ୍ଗର ପ୍ରିଣ୍ଟରୁ କମିଶନରେଟ ପୋଲିସ ମହିଳାଙ୍କ ପରିଚୟ ପାଇଥିବା ସୂଚନା ମିଳିଛି । ଆଜି ପୋଲିସ ପ୍ରେସମିଟରେ ହତ୍ୟାକାଣ୍ଡ…

ପ୍ରେମ ସପ୍ତାହର ପଞ୍ଚମ ଦିନ ‘ପ୍ରମିଜ ଡେ’

ଭୁବନେଶ୍ୱର: ଫେବୃଆରୀ ୭ ତାରିଖ ଠାରୁ ଆରମ୍ଭ ହୋଇଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ ସପ୍ତାହ । ଫେବୃଆରୀ ୭ ରୁ ୧୪ ତାରିଖ ଯାଏଁ ପ୍ରେମୀମାନେ ପାଳନ କରିବେ ପ୍ରେମ ସପ୍ତାହ। ଏହି ପ୍ରେମ ସପ୍ତାହକୁ ନେଇ ଯୁବପିଢୀଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖିବାକୁ ମିଳେ। ନିଜ ନିଜ ପାର୍ଟନରଙ୍କୁ କିଏ…

ହୃଦରୋଗରୁ ରକ୍ଷା କରିବ ଅର୍ଜ୍ଜୁନ ଗଛର ଛାଲି

ଭୁବନେଶ୍ୱର: ବ୍ୟସ୍ତବହୁଳ ଜୀବନ ଶୈଳୀ ମଧ୍ୟରେ ନିଜର ଯତ୍ନ ନେବା କଷ୍ଟକର ହୋଇ ପଡୁଛି। ଯାହାର କାରଣରୁ ଛୋଟ ବୟସରୁ ଅନେକ ବଡ଼ ରୋଗର ଶିକାର ହେବାକୁ ପଡୁଛି। ବର୍ତ୍ତମାନ ସମୟରେ ହୃଦରୋଗୀଙ୍କ ସଂଖ୍ୟା ବହୁଳ ଭାବେ ବୃଦ୍ଧି ପାଇବାରେ ଲାଗିଛି। କେବଳଯେ ବୟସ୍କ ଲୋକ ହୃଦ୍ ରୋଗରେ ଆକ୍ରାନ୍ତ…

ନୀଳଗିରିରେ ଭାଲୁ ଆତଙ୍କ; ଭୟରେ ଘରୁ ବାହାରୁ ନାହାନ୍ତି ଲୋକେ

ନୀଳଗିରି: ନୀଳଗିରି ବନ ବିଭାଗ ଅଧିନ ପୋଡ଼ାଶୂଳ ଗ୍ରାମରେ ଭାଲୁ ଆତଙ୍କ।ଗାଁ ଭିତରକୁ ପଶିଛି ଭାଲୁ। ଭାଲୁ ଆକ୍ରମଣ ଭୟରେ ସ୍ଥାନୀୟ ଅଞ୍ଚଳରେ ଖେଳି ଯାଇଛି ଆତଙ୍କ। ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ନିକଟରେ ଥିବା ନୀଳଗିରି ପାହାଡ ଓ ଜଙ୍ଗଲରୁ ଏହି ଭାଲୁ ଖାଦ୍ୟ ଅନ୍ୱେଷଣରେ…

୧୦ ମାସର ବକେୟା ଦରମା ଦାବିରେ ବାଲେଶ୍ଵର ଆଲୱେଜ୍ ଖଣି ସମ୍ମୁଖରେ ଶତାଧିକ ଶ୍ରମିକ ଓ କର୍ମଚାରୀଙ୍କ ଧାରଣା

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଖଣି ଅଞ୍ଚଳରେ ପୁଣି ଦେଖାଦେଇଛି ଶ୍ରମିକ ଅଶାନ୍ତି। ଜୀବନ ଜୀବିକା ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶତାଧିକ ଶ୍ରମିକ ଓ କର୍ମଚାରୀ। ୧୦ ମାସର ବକେୟା ଦରମା ଓ ଯଥାଶୀଘ୍ର ଖଣି କାର୍ଯ୍ୟକ୍ଷମ କରିବା ଦାବିରେ ବାଲେଶ୍ଵର ଆଲୱେଜ୍ ଖଣି ସମ୍ମୁଖରେ ଶତାଧିକ ଶ୍ରମିକ…