Latest Odisha News

BREAKING NEWS

ମୋଦି ସରକାର ଥିବା ଯାଏ ଶ୍ରୀଜଗନ୍ନାଥ ମନ୍ଦିର ଉପରେ କୌଣସି ଆଞ୍ଚ ଆସିବ ନାହିଁ: ବିଜେପି

ନୂଆଦିଲ୍ଲୀ/ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ସହ କୋଟି କୋଟି ଓଡ଼ିଆ ଲୋକଙ୍କ ଭାବାବେଗ ଜଡ଼ିତ ରହିଛି । ଶ୍ରୀମନ୍ଦିର ପାଇଁ ପ୍ରସ୍ତାବିତ ଏନଏମଏର ଐତିହ୍ୟ ଉପନିୟମକୁ ଲାଗୁ ନକରିବା ପାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ…

ଅଧୀର ରଞ୍ଜନଙ୍କ ଅଭିଯୋଗର ଉତ୍ତର ପ୍ରମାଣ ସହ ରଖିଲେ ଅମିତ ଶାହ

ନୂଆଦିଲ୍ଲୀ:ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ କଂଗ୍ରେସ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଥିଲେ । ସେ କହିଥିଲେ ପଶ୍ଚିମବଙ୍ଗର ଶାନ୍ତିନିକେତନ ଗସ୍ତ ବେଳେ ଟାଗୋରଙ୍କ ଚୌକିରେ ଅମିତ ଶାହ ବସି ତାଙ୍କୁ ଅସମ୍ମାନିତ କରିଛନ୍ତି । ଆଜି ଏଥିନେଇ ମୁହଁ…

କାଲିଠୁ କମିବ ଶୀତ, ୩ରୁ ୪ ଡିଗ୍ରୀ ଯାଏ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: କମିବ ଶୀତ, ବଢ଼ିବ ପାରଦ । ରାଜ୍ୟରେ ଲାଗି ରହିଥିବା ଶୀତ ଲହରୀ କାଲିଠୁ କମିବ । ଆସନ୍ତାକାଲି ବୁଧବାର ବିଶେଷକରି ରାଜ୍ୟର ୩ଟି ଜିଲ୍ଲାର କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ଶୀତ ଲହରୀ ରହିବ । ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ କେତୋଟି ଜିଲ୍ଲାରେ ତାପମାତ୍ରା…

ରେଳ ଲାଇନ୍ କାର୍ଯ୍ୟକୁ ବିରୋଧ କରି ଜେସିବି ଜାଳିଦେଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାରେ ପୁଣି ମାତିଲେ ମାଓବାଦୀ। ଜାଳିଦେଲେ ଜେସିବି ଓ ଟିପର୍। ରାସ୍ତା କାମରେ ଲାଗିଥିବା ଏହି ଜେସିବି ଓ ଟିପରକୁ ଜାଳି ଦେଇଛନ୍ତି ମାଓବାଦୀ । ରାସ୍ତା କାମକୁ ବିରୋଧ କରି ମାଓବାଦୀମାନେ ଏପରି କାଣ୍ଡ ଭିଆଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼…

ଭିଜିଲାନ୍ସ ଜାଲରେ ନୟାଗଡ଼ ମ୍ୟୁନିସିପାଲଟି ଆକାଉଣ୍ଟାଣ୍ଟ, ନେଉଥିଲେ ୨୦ ହଜାର ଟଙ୍କା ଲାଞ୍ଚ

ନୟାଗଡ଼: ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ । ନୟାଗଡ଼ ମ୍ୟୁନିସିପାଲଟିର ଆକାଉଣ୍ଟାଣ୍ଟ ଅଜୟ କୁମାର ସାଠୁଆ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅଜୟ । ସିକ୍ୟୁରିଟି ଡିପୋଜିଟ୍ ଫେରାଇବା ଲାଗି ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି । ତାଙ୍କ ଠାରୁ ଲାଞ୍ଚ ନେଇଥିବା ୨୦ ହଜାର…

ମମତାଙ୍କ ପ୍ରିୟ ପୋଲିସ ଯୋଗ ଦେଲେ ଟିଏମସିରେ

କୋଲକାତା: ଚନ୍ଦନନଗର ପୋଲିସ କମିଶନର ପଦରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ହୁମାୟନ କବିର ଟିଏମସିରେ ମିଶିଛନ୍ତି । ଟିଏମସି ମୂଖ୍ୟ ମମତା ବାନାର୍ଜୀଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ପୂର୍ବରୁ ବିରୋଧୀମାନେ ଅଭିଯୋଗ କରିଥିଲେ । କମିଶନର ଥିବା ବେଳେ ସେ ବିବାଦୀୟ ନାରା ଦେବା ନେଇ ବିଜେପିର କିଛି…

ଆସନ୍ତା ଶନିବାର ମହାପ୍ରଭୁଙ୍କ ପଦ୍ମବେଶ

ପୁରୀ : ଆସନ୍ତା ଶନିବାର ମହାପ୍ରଭୁଙ୍କ ଚିତ୍ତାକର୍ଷକ ପଦ୍ମବେଶ। ଏଥିପାଇଁ ଶ୍ରୀମନ୍ଦିର ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ମହାପ୍ରଭୁ ବଡ଼ସିଂହାର ବେଶରେ ପଦ୍ମବେଶରେ ମଇଲମ ହୋଇଥାନ୍ତି । ବର୍ଷକରେ ଗୋଟିଏ ଦିନ ମହାପ୍ରଭୁଙ୍କର ଏହି ବେଶ ହୋଇଥାନ୍ତି । ଆଉ ରାତି ତମାମ ବେଶରେ ରହିଥାନ୍ତି…

କୋଟିଆ ଗସ୍ତରେ ରାଜ୍ୟ ବିଜେପିର ପ୍ରତିନିଧି ଦଳ; ଲୋକଙ୍କ ସହ ମିଶିବେ, ସମସ୍ୟା ବୁଝିବେ

ଭୁବନେଶ୍ୱର: ୧୯୩୬ ମସିହା ଅର୍ଥାତ୍ ସ୍ୱାଧୀନତା ପୂର୍ବରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ ଅଞ୍ଚଳର କୋଟିଆ ପଞ୍ଚାୟତ ଓଡ଼ିଶା ଭୂଖଣ୍ଡରେ ରହିଛି । କିନ୍ତୁ ଏବେ ସେଠି ଆନ୍ଧ୍ର ପ୍ରଦେଶ ସରକାର ପଞ୍ଚାୟତ ନିର୍ବାଚନ କରିବା ଲାଗି ମସୁଧା ଚଳାଇଛନ୍ତି । ଦୀର୍ଘ ଦିନ ଧରି କୋଟିଆ ପଞ୍ଚାୟତକୁ ନେଇ ଦୁଇ…

ଚଳିତବର୍ଷ ହେବନି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ

ପୁରୀ : ଚଳିତ ବର୍ଷ ପଡୁନାହିଁ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁକ୍ତି ମଣ୍ଡପର ସଦସ୍ୟ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ। ମୁକ୍ତି ମଣ୍ଡପ ସଦସ୍ୟ ଓ ପାଞ୍ଜିକାରଙ୍କ ଗଣନା ଅନୁଯାୟୀ, ଚଳିତବର୍ଷ ନଭେମ୍ବର ମାସରେ ନଗାର୍ଜୁନ ବେଶ…

ଏଥର ଖଣ୍ଡଗିରିରେ ହେବନି ଯାତ୍ରା

ଭୁବନେଶ୍ୱର : ଯାତ୍ରା ମହାକୁମ୍ଭ ଖଣ୍ଡଗିରିରେ ଶୁଭିବନି ଡାଇଲଗ୍ । ଜଳିବନି ଯାତ୍ରା ପେଣ୍ଡାଲର ଝିଲ୍‌ମିଲ୍‌ ଆଲୁଅ। ମଞ୍ଚରେ ଦେଖିବାକୁ ଆଇଟମ୍ ଡ୍ୟାନ୍ସ । କାରଣ ଏଥର ଏଥର ଖଣ୍ଡଗିରି ଯାତ୍ରା ଓ ମେଳାକୁ ନାଁ କହିଛି ଭୁବନେଶ୍ୱର ମହାନଗର ନିଗମ । କେବଳ ବିଧି ରଖିବା ପାଇଁ ପୂଜା କରାଯିବ।…