ଆର୍ୟନ୍ଙ୍କ ପାଇଁ ୪୫୦୦ ଟଙ୍କା ମନି ଅର୍ଡର ପଠାଇଲେ ଶାହାରୁଖ୍
ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ଆର୍ଥର ରୋଡ ଜେଲରେ ଥିବା ତାଙ୍କ ପୁଅ ଆର୍ୟନ୍ଙ୍କୁ ୪୫୦୦ ଟଙ୍କା ମନି ଅର୍ଡର ପଠାଇଛନ୍ତି। ଅକ୍ଟୋବର ୩ରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ମୁମ୍ବାଇ ଉପକୂଳରେ କର୍ଡେଲିଆ କ୍ରୁଜରେ ଏକ ଡ୍ରଗ୍ ପାର୍ଟି ଉପରେ ଚଢଉ କରିବା ପରେ ଆର୍ୟନ୍ଙ୍କୁ…