ଦିୱାଲୀରେ ଧୁମ୍ ମଚେଇବ ଅକ୍ଷୟଙ୍କ ‘ସୂର୍ଯ୍ୟବଂଶୀ’
ନୂଆଦିଲ୍ଲୀ: ସୁପରଷ୍ଟାର ଅକ୍ଷୟ କୁମାରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ସୂର୍ଯ୍ୟବଂଶୀ ଦିପାବଳୀ ଅବସରରେ ମୁକ୍ତିଲାଭ କରିବ। ଦିୱାଲୀରେ ଧମାକା କରିବ ଅକ୍ଷୟଙ୍କ ଅଭିନୀତ ଚଳଚ୍ଚିତ୍ର ସୂର୍ଯ୍ୟବଂଶୀ।
ଫିଲ୍ମ ନଭେମ୍ବର ୫, ୨୦୨୧ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଅକ୍ଷୟ କୁମାର ସୋସିଆଲ…