Latest Odisha News

BREAKING NEWS

ସାଂଘାତିକ ପ୍ରେମ ସଂପର୍କର ଜଘନ୍ୟ ପରିଣାମ, ବଳିପଡିଲେ ୨ ନବଜାତ ଶିଶୁ

କଳାହାଣ୍ଡି: ଆଜିର ଦିନରେ କେତେ ଶାଶ୍ୱତ ପ୍ରେମ ସଂପର୍କ ? କେତେ ପବିତ୍ର ପ୍ରେମର ସଂଜ୍ଞା ? ବୋଧ ହୁଏ ଏହି ପ୍ରଶ୍ନ ଆପଣଙ୍କ ମନକୁ ଆନ୍ଦୋଳିତ କରୁଥିବ । ହେଲେ କଳାହାଣ୍ଡି ଜିଲ୍ଲାରେ ସାମ୍ନାକୁ ଆସିଥିବା ଏକ ତ୍ରିକୋଣୀୟ ପ୍ରେମ କାହାଣୀ ବିଷୟରେ ଜାଣିଲେ ଆପଣଙ୍କ ହୋସ୍ ଉଡିଯିବ । ପ୍ରେମ…

ନ୍ୟୁଜିଲାଣ୍ଡ୍‌ରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା

ନୂଆଦିଲ୍ଲୀ: ତିନି ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ନ୍ୟୁଜିଲାଣ୍ଡ। ଫେବୃଆରୀ ପରଠାରୁ ପ୍ରଥମ ଥର ପାଇଁ କରୋନା ମାମଲା ଚିହ୍ନଟ ହେବା ପରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ତିନି ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମଙ୍ଗଳବାର ୱେଲିଙ୍ଗଟନ୍‌ରେ ଏକ ସାମ୍ବାଦିକ…

ଜିୟା ଖାନଙ୍କ ଅନ୍ତିମ ସଂସ୍କାରରେ ପିନ୍ଧିଥିବା ପୋଷାକ ନିଲାମ କରି ଟ୍ରୋଲ୍‌ ହେଲେ ଦୀପିକା

ମୁମ୍ବାଇ: କିଛି ଦିନ ଭିତରେ ଦୀପିକା ପାଦୁକୋନ୍ ତାଙ୍କର ସମସ୍ତ ପୁରୁଣା ପୋଷାକକୁ ନିଲାମ କରୁଥିବା ଦେଖିବାକୁ ମିଳିଛି। ସେ ଏଥିରୁ ଉଠାଯାଇଥିବା ରାଶି 'ଲାଇଭ୍ ଲଭ୍ ଲାଫ୍‌ ଫାଉଣ୍ଡେସନ୍' କୁ ଦାନ କରିବେ ବୋଲି କହିଛନ୍ତି। ବର୍ତ୍ତମାନ ତାଙ୍କର କିଛି ପୋଷାକ ଟ୍ୱିଟର ବ୍ୟବହାରକାରୀଙ୍କ ଦୃଷ୍ଟି…

ତାଲିବାନୀଙ୍କ ଆତଙ୍କରେ ସାମିଲ୍‌ ୨ ଭାରତୀୟ!

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଶଶି ଥରୁର ଆଫଗାନିସ୍ତାନରେ ଆତଙ୍କ ସୃଷ୍ଟି କରିଥିବା ତାଲିବାନୀଙ୍କ ମଧ୍ୟରେ ୨ ଭାରତୀୟ ସାମିଲ୍‌ ଥିବା ଆଶଙ୍କା ପ୍ରକାଶ କରିଛନ୍ତି। ଏହି ଉଭୟ ବ୍ୟକ୍ତି କେରଳ ପ୍ରଦେଶର ବାସିନ୍ଦା ବୋଲି କୁହାଯାଉଛି। ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏକ ଭିଡିଓ ଟ୍ୱିଟ୍…

ଶ୍ୱଶୁରକୁ ହାଣି ଦେଲା ବୋହୂ

ଯାଜପୁର: ପାରିବାରିକ କଳହରୁ ହତ୍ୟା । ଶ୍ୱଶୁରକୁ ହାଣି ହତ୍ୟା କରିଛି ବୋହୂ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ରଣପାଳ ଗାଁରେ । ମୃତକ ହେଲେ ପବନା ହାତୀ । ହତ୍ୟାକାରୀ ବୋହୂ ରୂପା ହାତୀ ଫେରାର୍ ଅଛନ୍ତି । ତାଙ୍କୁ ଧରିବାକ ପୋଲିସ ତନାଘନା ତଦନ୍ତ…

ଲଗାଣ ବର୍ଷାରେ ମାଲକାନଗିରିରେ ବୁଡ଼ିଲା କୋରକୋଣ୍ଡା ପୋଲ

ମାଲକାନଗିରି: ଦୁଇ ଦିନ ଲଗାଣ ବର୍ଷା ପରେ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ବୁଡିଛି କୋରକୋଣ୍ଡା ପୋଲ । ବ୍ରିଜ୍ ଉପରେ ୩-୪ ଫୁଟ ଉଚ୍ଚତାରେ ବର୍ଷା ପାଣି ପ୍ରବାହିତ ହେଉଛି । ଫଳରେ ମାଲକାନଗିରିରୁ ବାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।…

ପୂର୍ବତନ ଗୃହମନ୍ତ୍ରୀଙ୍କୁ ଇଡିର ପୁଣି ସମନ

ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ତାଜା ସମନ ‌ଜାରି କରିଛି ଇଡି। ବୁଧବାର ଦିନ ହାଜର ହେବା ପାଇଁ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଏନଫୋର୍ସମେଣ୍ଟ ଇଡି ନିର୍ଦ୍ଦେଶନାମା ଜାରି କରିଛି। ପଞ୍ଚମ ଥର ପାଇଁ ଦେଶମୁଖଙ୍କୁ ଇଡି ସମନ…

ଦିନକରେ ଦିଆଗଲା ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା

ନୂଆଦିଲ୍ଲୀ: କୋଭିଡ୍ ଟିକାକରଣରେ ଭାରତରେ ଆଉ ଏକ ମାଇଲଖୁଣ୍ଟ । ଦିନକରେ ରେକର୍ଡ ୮୮ ଲକ୍ଷ ଡୋଜ୍ ଟିକା ଲୋକଙ୍କୁ ଦିଆଯାଇଛି । ଯାହାକି ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ସର୍ବାଧିକ ଟିକାକରଣ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଗତକାଲି…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବରଗଡ଼: ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ରେଞ୍ଜ ଝାରବନ୍ଧ ଫରେଷ୍ଟର ସୁଶାନ୍ତ ଦାଶଙ୍କ ଘରେ ରେଡ୍ ହୋଇଛି । ଏକକାଳୀନ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ବରଗଡ଼ ଡିଲ୍ଲାର ଦୁଇଟି ସ୍ଥାନରେ ଦୁଇଟି ଟିମ୍ ରେଡ୍…

ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ‘ଇ-ସ୍ୱାସ୍ଥ୍ୟ’ ସେବା ଆରମ୍ଭ; ଲୋକଙ୍କୁ ମାଗଣାରେ ମିଳିବ ୭୬ ପ୍ରକାର ଡାକ୍ତରୀ ପରୀକ୍ଷା…

ସୁନ୍ଦରଗଡ଼: ପବିତ୍ର ସ୍ୱାଧୀନତା ଦିବସ ଅବସରରେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ତିନୋଟି ନୂଆ ଜନକଲ୍ୟାଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ‘ଇ-ସ୍ୱାସ୍ଥ୍ୟ’ ସେବା ଆରମ୍ଭ ହୋଇଛି। ଏହା ଲୋକଙ୍କ ପାଇଁ ମାଗଣାରେ ୭୬ ପ୍ରକାର ଡାକ୍ତରୀ ପରୀକ୍ଷା ସୁବିଧା…