ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଭୁବନେଶ୍ୱର ଏବଂ କଟକ ପାଇଁ ଏକ ସତର୍କତା ଜାରି କରିଛି।
ପାଣିପାଗ ସଂସ୍ଥା ଅନୁଯାୟୀ, ୩ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା (ଭୁବନେଶ୍ୱର ସମେତ) ଏବଂ କଟକ ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ବର୍ଷା…