Latest Odisha News

BREAKING NEWS

ପିଜି ବଳକା ସିଟରେ ଆଡମିଶନ ପାଇଁ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର: ପୋଷ୍ଟ ଗ୍ରାଜୁଏଟ୍ (ପିଜି)ଲାଗି ସ୍ପଟ୍-୨ ଆଡମିଶନ ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ଗୁରୁବାର ଦିନ ସମୟସୀମା ଏବଂ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଆଡମିଶନ ପାଇଁ ମେରିଟ୍ ଲିଷ୍ଟ୍ ଆସନ୍ତା ଫେବୃଆରୀ ୬…

ଡ୍ରେସିଂ ରୁମରେ ସବୁ ବିଷୟରେ ଆଲୋଚନା ହୁଏ, କୃଷକ ଆନ୍ଦୋଳନ ନେଇ ମଧ୍ୟ ଚର୍ଚ୍ଚା ହୋଇଥିଲା: କୋହଲି

ଚେପକ: କୃଷକ ଆନ୍ଦୋଳନ ନେଇ ଡ୍ରେସିଂ ରୁମରେ ଏବଂ ଟିମ୍ ବୈଠକରେ ଆଲୋଚନା ହୋଇଛି ବୋଲି ରେଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କହିଛନ୍ତି । ସୂଚନାଯୋଗ୍ୟ, ଇଂଲଣ୍ଡ-ଭାରତ ଟେଷ୍ଟ ସିରିଜ ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଯାଉଛି । ଦେଶରେ ଯେ କୌଣସି ବିଷୟ ଜୋର ଧରିଥାଏ ଆମେ ସେ ବିଷୟରେ…

ଜନସଂଖ୍ୟାର ୨୧% ଲୋକ କରୋନା ଭୂତାଣୁ ସଂସ୍ପର୍ଶରେ ଆସିଛନ୍ତି: ସେରୋ ସର୍ଭେ

ନୂଆଦିଲ୍ଲୀ : ଦେଶର ଜନସଂଖ୍ୟାର ୨୧% ଲୋକ ଅର୍ଥାତ ୧୦ ବର୍ଷରୁ ଅଧିକ ବୟସ କରୋନାରେ ଆକ୍ରାନ୍ତ । ଏନେଇ ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚର ଜାତୀୟ ସେରୋ ସର୍ଭେରୁ ଜଣାପଡ଼ିଛି । ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ତଥ୍ୟ ଦେଇଛି ଆଇସିଏମଆର । ଏହି ସର୍ଭେର ରିପୋର୍ଟ ୨୧% ଲୋକ…

ଜେଏସ୍‌ପିଏଲ୍ ଅନୁଗୁଳ କାରଖାନା ପରିଦର୍ଶନ କଲ‌େ ଖୋର୍ଦ୍ଧା ରେଳ ଡି.ଆର୍‌.ଏମ୍‌

ଅନୁଗୁଳ: ପୂର୍ବତଟ ରେଳ ଅନ୍ତର୍ଗତ ଖୋର୍ଦ୍ଧା ଡିଭିଜନ୍‌ର ଡିଭିଜନାଲ୍ ରେଲ୍‌ୱେ ମ୍ୟାନେଜର ଶଶୀକାନ୍ତ ସିଂହ ଗୁରୁବାର ଦିନ ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ୍ ପାୱାର ଲିଃ (ଜେଏସ୍‌ପିଏଲ୍‌)ର ଅନୁଗୁଳ ସମନ୍ୱୀତ ଇସ୍ପାତ କାରଖାନା ପରିଦର୍ଶନ କରିଛନ୍ତି। ଏହି ସମୟରେ ଉଭୟ ରେଳବାଇ ଓ ଜେଏସ୍‌ପିଏଲ୍…

ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ କରିଛି ଇରାନ !

ତେହେରାନ୍‌: ପାକିସ୍ତାନ ସୀମା ମଧ୍ୟରେ ପ୍ରବେଶ କରି ଇରାନ ସର୍ଜିକାଲ ଷ୍ଟ୍ରାଇକ କରିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି । ଭାରତ ପରେ ଦ୍ୱିତୀୟ ଦେଶ ଭାବେ ଇରାନ ଏହି ସାହାସ କରିଛି । ୩ ବର୍ଷ ପୂର୍ବେ ଦକ୍ଷିଣ-ପଶ୍ଚିମ ପାକିସ୍ତାନରେ ଆତଙ୍କବାଦୀ ସଂଗଠନ ଜୈଶ-ଅଲ-ଅଦଲ ଇରାନ ୨ଜଣ…

ଘର ଉପରକୁ ମାଡିଗଲା ଟ୍ରକ, ୩ଗୁରୁତର

ଯାଜପୁର : ଦଶରଥପୁର ବ୍ଲକର ମାଉଁରିଚୁଆରେ ଘର ଉପରକୁ ମାଡିଗଲା ଦଶଚକିଆ ଟ୍ରକ । ଫଳରେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯୟୀ, ରାସ୍ତା କଡରେ ଥିବା ଅଶୋକ ଜେନାଙ୍କ ଛାତଘର ଉପରକୁ ଆଜି ହଠାତ ଟ୍ରକଟି…

ମହିଳାଙ୍କ ଉଲଗ୍ନ ଭିଡିଓ ଉତ୍ତୋଳନ କରି ଯୁବକ ଗିରଫ

ଭୁବନେଶ୍ୱର: ଜଣେ ମହିଳା ଗାଧୁଥିବା ବେଳେ ତାଙ୍କ ଅଜାଣତରେ ଜଣେ ଦୁର୍ବୃତ୍ତ ଉଲଗ୍ନ ଭିଡିଓ ଉତ୍ତୋଳନ କରିଥିଲା । ଏହାପରେ ସେ ଇଣ୍ଟରନେଟ୍‌ରେ ଏହାକୁ ଭାଇରାଲ୍‌ କରିଥିଲା । ମହିଳା ଜଣଙ୍କ ଏ ବିଷୟରେ ଜାଣିବାପରେ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରି ରବି…

ଚିଟଫଣ୍ଡ ଦଲାଲଙ୍କୁ ଜେଲ ଦଣ୍ଡାଦେଶ

କଟକ : ଚିଟଫଣ୍ଡ ଦଲାଲଙ୍କୁ ଜେଲଦଣ୍ଡ । କଟକବାସୀଙ୍କୁ ପ୍ରଲୋଭନ ଦେଖାଇ ଟଙ୍କା ଲୁଟ କରୁଥିବା ସିଦ୍ଧ ମହାପୁରୁଷ ମନି ସୋସାଇଟି ଚିଟଫଣ୍ଡ ସଂସ୍ଥାର ୭ ଜଣକୁ ୭ ବର୍ଷ ସଶ୍ରମ କାରାଦଣ୍ଡ । ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର OPID କୋର୍ଟ । କେନ୍ଦ୍ରାପଡ଼ାର ଏକ ମାମଲାରେ ଚାରି ଜଣଙ୍କୁ ଧାରା…

ଆନ୍ଧ୍ରର ଦାଦାଗିରି : କୋଟିଆର ୩ଟି ପଞ୍ଚାୟତରେ କରୁଛି ନିର୍ବାଚନ

କୋରାପୁଟ : ସୀମାରେ ପୁଣି ଆନ୍ଧ୍ରର ଦାଦାଗିରି । ଗୋଟିଏ ପଟେ ଓଡ଼ିଶା ସରକାରଙ୍କ ବିକାଶ ଧାରା ଆଗେଇ ଚାଲିଥିବା ବେଳେ, ଆନ୍ଧ୍ର ସରକାର ସହି ନପାରି କୋଟିଆର ୩ଟି ପଞ୍ଚାୟତରେ କରୁଛି ନିର୍ବାଚନ । ଏହାକୁ ସ୍ଥାନୀୟ ଜନପ୍ରତିନିଧି ପ୍ରବଳ ବିରୋଧ କରିବା ସହ ନିର୍ବାଚନକୁ ପ୍ରଶ୍ରୟ ଦିଆଯିବ ନାହିଁ…

ନିର୍ମାଣ ହେବ ଭାରତର ସବୁଠାରୁ ଆକର୍ଷଣୀୟ ରେଳ ଷ୍ଟେସନ, ଖର୍ଚ୍ଚ ହେବ ୬୫୦୦ କୋଟି ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀର ନୂଆଦିଲ୍ଲୀ ରେଳ ଷ୍ଟେସନକୁ ଭବ୍ୟ ଷ୍ଟେସନ ଭାବେ ନିର୍ମାଣ କରିବାକୁ ଯୋଜନା ଚାଲିଛି । ଏହି ରେଳ ଷ୍ଟେସନ ନିର୍ମାଣ ପାଇଁ ଖର୍ଚ୍ଚ ହେବ ୬୫୦୦ କୋଟି । ଏହା ହେବ ଭାରତର ସବୁଠାରୁ ଆକର୍ଷଣୀୟ ରେଳ ଷ୍ଟେସନ । ପିପିପି ପ୍ରକଳ୍ପ ଅନୁସାରେ ନିର୍ମାଣ ହେବାକୁଥିବା ଏହି ନୂଆ…