ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କିରାଣୀ !
ପୁରୀ: ବେଶ କିଛିଦିନ ହେଲା ରାଜ୍ୟରେ ପ୍ରତିଦିନ ଭିଜିଲାନ୍ସ ଚଢାଉ ଖବର ସାମ୍ନାକୁ ଆସୁଛି । ଖାସ କରି ଧରାପଡୁଛନ୍ତି ସରକାରୀ କର୍ମଚାରୀ । ଏହି ଧାରାରେ ଆଉ ଜଣେ ସରକାରୀ କିରାଣୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ।
ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ…