Latest Odisha News

BREAKING NEWS

ଏନସିବିକୁ ଟାର୍ଗେଟ କଲେ ନବାବ ମଲିକ: ୧୧ଜଣଙ୍କ ମଧ୍ୟରୁ କାହିଁକି ୩ଜଣଙ୍କୁ ଛାଡି ଦିଆଗଲା

ମୁମ୍ବାଇ: ମୁମ୍ବାଇ ଡ୍ରଗ୍ସ ପାର୍ଟି ମାମଲାରେ ଆଜି ଏନସିପି ନେତା ନୱାବ ମଲିକ ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ (ଏନସିବି)କୁ ଟାର୍ଗେଟ କରିଛନ୍ତି । ୧୧ଜଣଙ୍କୁ ଏନସିବି ଅଧିକାରୀ ସମୀର ୱାଙ୍ଖେଡ ଅଟକ ରଖିଥିଲେ ମଧ୍ୟ ୩ଜଣଙ୍କୁ କାହିଁକି ଛାଡି ଦିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି । ବିଜେପି…

ଉତ୍କଳମଣି ଗୋପବନ୍ଧୁଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ

ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥିଭାବେ ଉପଜିଲ୍ଲାପାଳ ଭବତାରଣ ସାହୁ ଯୋଗଦେଇ ସିଂହଦ୍ୱାରସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋପବନ୍ଧୁଙ୍କ…

ଜୟପୁର ଜିଲ୍ଲା କୋର୍ଟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ସମ୍ପର୍କ ଯାତ୍ରାର ଶୁଭାରମ୍ଭ

କୋରାପୁଟ: ଜିଲ୍ଲା ଶିଶୁ ମଙ୍ଗଳ ସମିତି ଓ ଶୋଭାର ମିଳିତ ଆନୁକୂଲ୍ୟରେ ଜୟପୁର ଜିଲ୍ଲା କୋର୍ଟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ସମ୍ପର୍କ ଯାତ୍ରାର ଶୁଭାରମ୍ଭ ହୋଇଛି। ଏହି ଯାତ୍ରାରେ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଗାୟତ୍ରୀ ଦେବୀ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥିଭାବେ ପାରିବାରିକ କୋର୍ଟର ଜଜ…

ସୋନପୁର ଜିଲ୍ଲା ଦୌରା ଜଜ୍ କୋର୍ଟର ନବ ନିର୍ମିତ କୋଠା ଉଦଘାଟିତ

ସୋନପୁର : ସୋନପୁର ଜିଲ୍ଲା ସଦର ମହକୁମାରେ ଜିଲ୍ଲା ଦୌରା ଜଜ୍ କୋର୍ଟର ନବ ନିର୍ମିତ ଚାରିମହଲା ନୂତନ କୋଠା ଉଦଘାଟିତ ହୋଇଯାଇଛି । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ଏସ ମୁରଲୀଧର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ହାଇକୋର୍ଟର …

ଅନୁବାଦ କବିତା : କଲିକତାର ଯୀଶୁ

ମୂଳ ବଙ୍ଗଳା : ନୀରେନ୍ଦ୍ରନାଥ ଚକ୍ରବର୍ତ୍ତୀ  ଲାଲବତିର ନିଷେଧ ନ ଥିଲା, ତଥାପି ଝଡ ବେଗରେ ଧାବମାନ କଲିକତା ସହର ଅତର୍କିତ ଭାବେ ଅଟକିଗଲା, ଭୟଙ୍କର ଭାବେ ସମ୍ଭାଳି ନେଇ ଠିଆ ହୋଇ ରହିଲା ଟ୍ୟାକ୍ସି ଓ ପ୍ରାଇଭେଟ, ଟେମ୍ପୋ, ବାଘମାର୍କା ଡବଲ-ଡେକର । ‘ଗଲା ଗଲା’ ଆର୍ତ୍ତନାଦରେ…

୧୦୦ ବିଲିୟନ ଡଲାର କ୍ଲବ୍‌ରେ ସାମିଲ ହେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ୧୦୦ ବିଲିୟନ ଡଲାରର ସମ୍ପତ୍ତି ସହିତ ଜେଫ୍ ବେଜୋସ୍ ଏବଂ ଏଲୋନ୍ ମସ୍କଙ୍କ ସହ ବିଶ୍ୱର ସବୁଠାରୁ ସ୍ୱତନ୍ତ୍ର ଧନୀ କ୍ଲବରେ ସାମିଲ ହୋଇଛନ୍ତି। ରିଲାଏନ୍ସ ଇଣ୍ଡିଆ ଲିମିଟେଡର ଚେୟାରମ୍ୟାନ୍ ୧୧ ଜଣ ପୁରୁଷଙ୍କ ବିରଳ ଗୋଷ୍ଠୀରେ ପ୍ରବେଶ…

କାଲି ଭାରତ ଓ ଚୀନ୍ ମଧ୍ୟରେ ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ ଏବଂ ଚୀନ୍ ମଧ୍ୟରେ ପରବର୍ତ୍ତୀ ପର୍ଯ୍ୟାୟ ଉଚ୍ଚସ୍ତରୀୟ ସାମରିକ ଆଲୋଚନା ହେବ। ଅର୍ଥାତ୍ ରବିବାର ଦିନ ପୂର୍ବ ଲଦାଖର ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ (LAC) ସହିତ ଅବଶିଷ୍ଟ ଷ୍ଟାଣ୍ଡଅଫ୍ ସ୍ଥାନରୁ ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ସଂକ୍ରାନ୍ତରେ ଆସନ୍ତାକାଲି…

ଶାହାରୁଖଙ୍କ ବିଜ୍ଞାପନ ପ୍ରସାରଣ କରୁନି ବାୟଜୁସ

ମୁମ୍ବାଇ: ପୁତ୍ର ଆର୍ଯ୍ୟନ ଖାଁ ଡ୍ରଗ୍ସ ପାର୍ଟି କରିବା ଅଭିଯୋଗ ପରେ ଶାହାରୁଖ ଖାଁଙ୍କୁ ଆଜି ପ୍ରଥମ ଝଟକା ଲାଗିଛି । ଲର୍ଣ୍ଣିଂ ଆପ ବାୟଜୁସ କମ୍ପାନୀ ଆଜି ଶାହାରୁଖଙ୍କ ବିଜ୍ଞାପନ ପ୍ରସାରଣ ଉପରେ ରୋକ ଲାଗିଛି । ୨୦୧୭ ପରଠାରୁ ବାୟଜୁସ କମ୍ପାନୀର ବ୍ରାଣ୍ଡ ଆମ୍ବାସଡର ଭାବେ କିଙ୍ଗ ଖାଁ…

ଚମକିଲେ ଦୁଇ ଓଡ଼ିଆ ପୁଅ

ଭୁବନେଶ୍ୱର: ପୁଣି ଚମକିଲେ ୨ ଓଡ଼ିଆ ପୁଅ। ତାସକେଣ୍ଟ ଉଜବେକିସ୍ତାନରେ ୧୨ତମ ବିଶ୍ୱ ବଡ଼ି ବିଲଡ଼ିଂ ଏବଂ ଫିଜିକ୍ ସ୍ପୋର୍ଟସ୍ ଚମ୍ପିଆନସିପ୍ ଆୟୋଜିତ ହୋଇଯାଇଛି। ୧ମରୁ ୭ଅକ୍ଟୋବର ପର୍ଯ୍ୟନ୍ତ ଚମ୍ପିଆନସିପ୍ ଅନୁଷ୍ଠିତ ହୋଇଥିଲା। ଏଥିରେ ଚନ୍ଦନ ସାହୁ ଅଂଶ ଗ୍ରହଣ କରି ପ୍ରଥମ ସ୍ଥାନରେ ରହି…

୭ ଦଫା ଦାବି ନେଇ ଆଦିବାସୀ ସେଙ୍ଗଲ ଅଭିଯାନର ଗଣଧାରଣା

ମୟୂରଭଞ୍ଜ : ଆଦିବାସୀ ସେଙ୍ଗଲ ଅଭିଯାନର ବିଶାଳ ଗଣଧାରଣା । ୭ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଆଦିବାସୀମାନେ । ଏହା ସହ ଜିଲ୍ଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ମଧ୍ୟ ପ୍ରଦାନ କରାଯାଇଛି ।…