Latest Odisha News

BREAKING NEWS

କଳାହାଣ୍ଡିରେ ମାତିଛନ୍ତି ନକଲି ମାଷ୍ଟର, ଧରାପଡିଲେ ୧୨ଜଣ

କଳାହାଣ୍ଡି: ସରିଲା କଳାହାଣ୍ଡି ଜିଲ୍ଲାର୧୩ଟି ବ୍ଲକର ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସାର୍ଟିଫିକେଟ୍ ଯାଂଚ ପ୍ରକ୍ରିୟା । ଓ.ଟି.ଇ.ଟି ସାର୍ଟିଫିକେଟ୍ ଯାଂଚ ସମୟରେ ସାମ୍ନାକୁ ଆସିଲା ଚାଂଚଲ୍ୟକର ତଥ୍ୟ । ଜଣେ କି ଦୁଇଜଣ ନୁହେଁ ବରଂ ନକଲି ମାଷ୍ଟର ଭାବେ ସାମ୍ନାକୁ ଆସିଛି ୧୨ ଜଣ…

ପୁଣି ୨ ଘଣ୍ଟା ପାଇଁ ଅଚଳ ହୋଇଥିଲା; କ୍ଷମା ମାଗିଲା ଫେସବୁକ୍‌

ନୂଆଦିଲ୍ଲୀ: କ୍ଷମା ମାଗିଲା ଫେସବୁକ୍। ଶୁକ୍ରବାର ଦିନ ସେବାରେ ଆଉ ଦୁଇ ଘଣ୍ଟା ବ୍ୟାଘାତ ଯୋଗୁ ଫେସବୁକ ଉପଭୋକ୍ତାଙ୍କୁ କ୍ଷମା ମାଗିଛି। ଏକ ସପ୍ତାହ ମଧ୍ୟରେ ଦୁଇ ଦୁଇ ଥର ଲୋକଙ୍କୁ ସେବା ଯୋଗାଇବାରେ ବ୍ୟାଘାତ ଯୋଗୁ ଫେସବୁକ୍‌ କ୍ଷମା ମାଗିଛି। କମ୍ପାନୀର କହିବାନୁସାରେ, ଏହାର ସୋସିଆଲ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୬୧)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୬୧  ବାହାପିଆ ମଣିଷ  ସବୁକରିପାରିବାର ଆସ୍ପର୍ଦ୍ଧା ନେଇ ହେୟଜ୍ଞାନ କରେ ଯାହାକୁ, ତା'କୁଇ ସେ ଖୋଜୁଥାଏ ତମାମ ଜୀବନ। ପାଏ କି ନାହିଁ କେଜାଣି, କହିପାରେନା କାହାକୁ କିଛି, ଏକା ଏକା ଭିତରେ ଭିତରେ ଗୁମୁରୁ ଥାଏ। ଚକ୍ର ଭଳି…

କବିତା : ଜୀବନ

ବଳରାମ ପୂଜାରୀ ଆଞୁଳାଏ ଆୟୁଷରୁ ଉଧାର ଆଣିଥିବା ବୁନ୍ଦାଏ ଅତଏବ, ଗାଁରୁ ମଶାଣୀ ମୁହାଁ ସରୁ ପାଦଚଲା ରାସ୍ତାରୁ ଦୁଇ ପାଦ ଭୂମି , ସବୁ ମୋହମାୟାର ଉର୍ଦ୍ଧ୍ବମୁଖୀ ଅଣଚାଷ ଅବଶୋଷ ମାନେ , ସନ୍ଧାନର ସନ୍ଧିରେ ସମାଧିସ୍ଥ ପାଣି ଫୋଟକା ମାନେ ହିଁ ତ ଜୀବନ ।। ସବୁ ନିର୍ଣ୍ଣୟମାନଙ୍କୁ…

ଲଖିମପୁର ଖେରି ହିଂସା; ଶେଷରେ ପୋଲିସ ସାମ୍‌ନାରେ ହାଜର ହେଲେ ଆଶିଷ

ନୂଆଦିଲ୍ଲୀ: ଲକ୍ଷ୍ମୀପୁର ହିଂସା ଅଭିଯୋଗରେ କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ପୁଅ ଆଶିଷ ମିଶ୍ର କ୍ରାଇମ୍‌ବ୍ରାଞ୍ଚ ଅଫିସ୍‌ରେ ହାଜର ହୋଇଥିବା ସୂଚନା ମିଳିଛି। କିଛି ସମୟ ପରେ କ୍ରାଇମ ବ୍ରାଞ୍ଚ ଦଳ ଆଶିଷଙ୍କୁ ପଚରାଉଚରା ଆରମ୍ଭ କରିବ। ସମସ୍ତ ପ୍ରଶ୍ନର ଏକ ତାଲିକା ତାଙ୍କ…

ବୃଦ୍ଧା ଦମ୍ପତିଙ୍କ ପ୍ରେମ କାହାଣୀ; ଅନ୍‌ଲାଇନ୍‌ରେ ସାକ୍ଷାତ ଆଉ ତା’ପରେ ବିବାହ

ନୂଆଦିଳ୍ଲୀ: ପ୍ରେମ ମାନେନା ବୟସ। ବୟସ କେବଳ ଏକ ସଂଖ୍ୟା। ବାସ୍ତବରେ ପ୍ରକୃତ ପ୍ରେମ ଯେକୌଣସି ବୟସରେ ବି ହୋଇଥାଏ। ତେବେ ଏହି କଥାକୁ ସତ ପ୍ରମାଣିତ କରିଛନ୍ତି ଏହି ବୃଦ୍ଧା ଦମ୍ପତି। ମହାମାରୀ ଯୋଗୁ ‌ଅନେକ ଲୋକ ପରସ୍ପରଠୁ ଅଲଗା ହୋଇଥିବା ବେଳେ ଏହି ଦମ୍ପତିଙ୍କୁ ଏକାଠି କରିପାରିଛି…

କ୍ରୁଜ୍ ଡ୍ରଗ୍ସ ମାମଲା; ଚଳଚ୍ଚିତ୍ର ନିର୍ମାତା ଇମତିଆଜ ଖତ୍ରୀଙ୍କୁ ଏନ୍‌ସିବିର ସମନ

ମୁମ୍ବାଇ: କ୍ରୁଜ୍ ଡ୍ରଗ୍ସ ମାମଲାରେ ଆର୍ଯ୍ୟନ୍ ଖାନଙ୍କୁ ଗିରଫ କରାଯିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ବାନ୍ଦ୍ରାସ୍ଥିତ ଚଳଚ୍ଚିତ୍ର ନିର୍ମାତା ଇମ୍‌ତିଆଜ ଖତ୍ରୀଙ୍କ ଘର ଓ କାର୍ଯ୍ୟାଳୟ ଉପରେ ଏନସିବି ଚଢାଉ କରିଛି। ଏନସିବି…

ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଶନିବାର ଦିନ ଦେଶରେ ପେଟ୍ରୋଲ ଏବଂ ଡିଜେଲ୍‌ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ବୃଦ୍ଧି ପାଇଛି। ଯାହା ଫଳରେ ପେଟ୍ରୋଲ ଲିଟର ପିଛା ୧୦୩.୮୪ ଟଙ୍କା ରହିଛି। ସେହିପରି ଡିଜେଲର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଥିବା ବେଳେ…

ଭାରସାମ୍ୟ ହରାଇ ପୋଖରୀରେ ପଶିଲା କାର, ଜଣେ ମୃତ

କେନ୍ଦୁଝର: ରାସ୍ତା ଦୁର୍ଘଟଣାରେ କେନ୍ଦୁଝର ଜିଲ୍ଲାରେ ଜଣେ ମୃତ । ସଦର ଥାନା ଠାକୁରଡିହି ଛକ ନିକଟରେ ଗୋଟିଏ କାର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା । କାର ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ…

ଜେଲରେ ପ୍ରଥମ ରାତି କାଟିଲେ ଜୁନିଅର କିଙ୍ଗ ଖାନ୍

ମୁମ୍ବାଇ: ଜୁନିଅର୍ ଖାନଙ୍କୁ ମହଙ୍ଗା ପଡ଼ିଲା ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ପାର୍ଟି । ବେଲ୍ ମିଳିଲାନି । ଶେଷରେ ମୁମ୍ବାଇ ଆର୍ଥର ରୋଡ୍ ଜେଲ୍ ଯାଇଛନ୍ତି ଶାହାରୁଖ ଖାନଙ୍କ ପୁଅ ଆର୍ୟନ୍ ଖାନ୍ । ଜେଲରେ ପ୍ରଥମ ରାତି କାଟିଛନ୍ତି । ଡ୍ରଗ୍ସ କେସରେ ଗିରଫ ଅଭିଯୁକ୍ତଙ୍କୁ ଆର୍ଥର ରୋଡ୍ ଜେଲର ପ୍ରଥମ…