ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୬୦)
ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୬୦
ଆବରଣରେ ଢାଙ୍କି ଦେଇଥାଏ କିଏ ଶହେରୁ ଶହେ ନିଜକୁ। ସତ୍ତା ତା' ତଳେ ଥାଇ ଥରେ ଜାଗ୍ରତ ହେଲେ ଅନାବରଣ ହୁଏ ପରସ୍ତ ପରସ୍ତ ଅନ୍ଧକାର। ମାତୃଗର୍ଭରେ ପିଣ୍ଡରହେ ଯେତେବେଳେ ସେ ଆଲୋକ ଆଡକୁ ସମ୍ପ୍ରସାରିତ ହୁଏ।ଏଇ ଗତିଶୀଳ…