Latest Odisha News

BREAKING NEWS

ଉମରକୋଟ ପୋଲ ଭୁଶୁଡ଼ିବା ଘଟଣାରେ କାର୍ଯ୍ୟାନୁଷ୍ଠାନ : କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ଉମରକୋଟ : ଉମରକୋଟ ତାଲପଦର ବ୍ରିଜ୍ ଭୁଶୁଡିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ପୋଲ ଭୁଶୁଡ଼ିବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲ । କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଛି । ପୋଲ ଭୁଶୁଡ଼ିବା…

ଓଡ଼ିଶା ଲୋକଙ୍କୁ ଚିକିତ୍ସା ପ୍ରଦାନ ପାଇଁ ପ୍ରବାସୀ ଓଡ଼ିଆ ଡାକ୍ତରମାନଙ୍କ ଉଦ୍ୟମ

ଭୁବନେଶ୍ୱର: ଓଡିଶା ତଥା ଓଡିଆ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ବିଶ୍ୱର ବିଭିନ୍ନ ପ୍ରାନ୍ତରରେ କାମ କରୁଥିବା ଓଡିଆ ଡାକ୍ତରମାନେ ଏକ ବିଶ୍ୱସ୍ତରୀୟ ଏକ ଚିକିତ୍ସକ ଦଳ ଗଠନ କରିଛନ୍ତି । ଓଡ଼ିଶା ସରକାରଙ୍କ ପ୍ରଚେଷ୍ଟା ସହିତ ତାଳ ମିଳାଇ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ…

‘ଛାଇର ଶଦ୍ଦ’ ଓ ‘ସୂର୍ଯ୍ୟା‌ସ୍ତ ପୂର୍ବରୁ’ ନାମକ ଦୁଇଟି ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ନବୀନ ନିବାସ ଠାରେ ଡଃ ଗୋପବନ୍ଧୁ ଦାସଙ୍କ କବିତା ସଂକଳନ ‘ଛାଇର ଶଦ୍ଦ’କୁ ଲୋକାର୍ପିତ କରିଛନ୍ତି। ଏଥିରେ ୮୩ଟି କବିତା ସ୍ଥାନିତ ହୋଇଛି। ସୂକ୍ଷ୍ମ ସୌନ୍ଦର୍ଯ୍ୟ ବୋଧ ସହିତ ଏହି କବିତାରେ ରହସ୍ୟମୟ ଅତିନ୍ଦ୍ରୀୟ ଭାବଜଗତ ଭିତରେ…

ଶିଳ୍ପପତିଙ୍କୁ ରାଜ୍ୟ ରପ୍ତାନୀ ପୁରସ୍କାର

ଭୁବନେଶ୍ବର : ରାଜ୍ୟ ରପ୍ତାନୀ ପୁରସ୍କାର ଆଜି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପପତିଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, 'ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ରପ୍ତାନୀର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।…

ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲା, ଝାରପଡା ଜେଲ ଗଲେ ଶୁଭ୍ରା କୁଣ୍ଡୁ

ଭୁବନେଶ୍ୱର: ବହୁଚର୍ଚ୍ଚିତ ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ମାମଲାରେ ଝାରପଡା ଜେଲ ଗଲେ ଅନ୍ୟତମ ମାଲିକ ଶୁଭ୍ରା କୁଣ୍ଡୁ । ସୂଚନା ଅନୁଯାୟୀ ୫ ଦିନିଆ ରିମାଣ୍ଡ ଶେଷ ହେବା ପରେ ଭୁବନେଶ୍ୱର ସ୍ୱତନ୍ତ୍ର ସିବିଆଇ କୋର୍ଟରେ ତାଙ୍କୁ ସିବିଆଇ ହାଜର କରିଥିଲା। ପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସିନ୍ଧୁ ବିଦା, ସେମିରେ ସାତ୍ୱିକ-ପୋନପ୍ପା

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନ ଟୁର୍ଣ୍ଣାମେଂଟରେ ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁ କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି । ଆୟୋଜକ ଦେଶର ରାଚନୋକ ଇନଟାନନ ୨୧-୧୩, ୨୧-୯ ଗେମରେ ବିଜୟୀ ହୋଇଥିଲେ । ତେବେ ମିକ୍ସଡ ଡବଲ୍ସରେ ଭାରତର ସାତ୍ୱିକ ସାଇରାଜ ଓ ଅଶ୍ୱୀନ ପୋନପ୍ପା…

ଓଡ଼ିଶାରୁ ଗତ ୨୪ ଘଣ୍ଟାରେ ୨୧୨ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୧୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। https://twitter.com/HFWOdisha/status/1352621465477160961?s=19 ଅଧିକ ପଢନ୍ତୁ- ଆଜି…

ସାବଧାନ: ରିଫଣ୍ଡ ପାଉଣା ଫେରସ୍ତ ପାଇଁ ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡର ତଥ୍ୟ ରେଳବାଇ ମାଗେନାହିଁ

ଭୁବନେଶ୍ୱର: ରିଫଣ୍ଡ ପାଉଣା ଫେରସ୍ତ ପାଇଁ ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡର ତଥ୍ୟ ରେଳବାଇ ମାଗେନାହିଁ ବୋଲି ପ୍ରକାଶ କରିଛି। ସୂଚନା ଅନୁଯାୟୀ କିଛି ଅସାଧୁ ବ୍ୟକ୍ତି ଫୋନ କଲ ମାଧ୍ୟମରେ ରେଳବାଇ ରିଫଣ୍ଡ ପାଉଣା ଫେରସ୍ତ ପାଇଁ ରେଳ ବ୍ୟବହାରକାରୀ ମାନଙ୍କ ଡେବିଟ୍/କ୍ରେଡିଟ୍ କାର୍ଡର…

କଟକକୁ ମିଳିବ ନୂଆ ପରିଚୟ, କାଲି ଅତ୍ୟାଧୁନିକ ଅନ୍ତଃରାଜ୍ୟ ବସ ଟର୍ମିନାଲର ହେବ ଶିଳାନ୍ୟାସ

କଟକ: ଆସନ୍ତାକାଲି କଟକ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓଡ଼ିଆ ବଜାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନରେ ପହଞ୍ଚି, ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ନେତାଜୀଙ୍କ ନାମରେ ଖାନନଗରରେ ହେବାକୁ ଯାଉଥିବା ଅନ୍ତଃରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ…

ସେରମ୍ ଇନଷ୍ଟିଚ୍ୟୁଟରେ ଅଗ୍ନିକାଣ୍ଡ, ବିସିଜି ଓ ରୋଟାଭାଇରସ ଟିକା ଉତ୍ପାଦନ ଉପରେ ପ୍ରଭାବ

ପୁଣେର: ପୁଣେର ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରେ ଗୁରୁବାର ଦିନ ଅଗ୍ନିକାଣ୍ଡ ହେବା ଯୋଗୁଁ କମ୍ପାନୀର ବିପୁଳ କ୍ଷତି ଘଟିଛି। କମ୍ପାନୀର ସୂଚନା ଅନୁଯାୟୀ କରୋନା ଟିକା ଉତ୍ପାଦନରେ କିଛି ପ୍ରଭାବ ପଡିନଥିବା ବେଳେ ଏହି ଅଗ୍ନିକାଣ୍ଡ ବିସିଜି ଏବଂ ରୋଟା ଟିକା ଉତ୍ପାଦନରେ ଅଧିକ ପ୍ରଭାବିତ…