ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ
ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ପୁଣି ଦନ୍ତା ହାତୀର ମୃତ୍ୟୁ ହୋଇଛି । ଜୁଜୁମୁରା କଂସର ଜଙ୍ଗଲରେ ବିଦ୍ୟୁତ ଆଘାତରେ ମାଈ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।
ଜଙ୍ଗଲରେ ହାତୀଟି ବାଉଁଶ ଗଛ ଭାଙ୍ଗି ଖାଉଥିବା ବେଳେ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ହାତୀବାରିରୁ ଜୁଜୁମୁରା ୧୧…