Latest Odisha News

BREAKING NEWS

ଅରୁଆ-ଉଷୁନା ବିବାଦ ନେଇ ପିୟୁଷ ଗୋୟଲଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ଅରୁଆ ଓ ଉଷୁନା ଚାଉଳ କିଣାକୁ ନେଇ ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଥିବା ବେଳେ ଏହି ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଭେଟିଛି ବିଜେଡି ସାଂସଦଙ୍କ ଏକ ପ୍ରତିନିଧି ଦଳ । ଏହି ସମୟରେ ବାକି ଥିବା ସବ୍‌୍‌ସିଡି ଉପରେ ମଧ୍ୟ ଆଲୋଚନା ହୋଇଥିଲା ।…

ସୁଶାନ୍ତ ସିଂଙ୍କ ନାମରେ ନାମିତ ହେଲା ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ର‌୍ୟୁୟୁଜ ଗଂଜ ରୋଡ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ୩୫ତମ ଜନ୍ମ ଦିବସ ଅବସରରେ ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ର‌୍ୟୁୟୁଜ ଗଂଜର ଏକ ରାସ୍ତାର ନାମ ନାମିତ କରାଯାଇଛି । ଦକ୍ଷିଣ ଦିଲ୍ଲର ପାର୍ଷଦ ଅଭିଷେକ ଦତ ଗତବର୍ଷ ସେପ୍ଟମ୍ବରରେ ଏହି ପ୍ରସ୍ତାବ ଦେଇଥିଲେ । ଏ ନେଇ ଏକ ବୈଠକରେ ଆଲୋଚନା ହେବା ପରେ…

ଦିନକରେ ଓଡ଼ିଶାରୁ ୨୨୪ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୦ ହଜାର ୫୪୫ରେ ପହଞ୍ଚିଛି। ଅଧିକ ପଢନ୍ତୁ- ଆଜି ଓଡ଼ିଶାରୁ…

ଭାରତ ବିପକ୍ଷ ପ୍ରଥମ ୨ଟି ଟେଷ୍ଟ ପାଇଁ ଇଂଲଣ୍ଡ କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ: ଭାରତ ବିପକ୍ଷ ପ୍ରଥମ ୨ଟି କ୍ରିକେଟ ଟେଷ୍ଟ ପାଇଁ ଗୁରୁବାର ୧୬ ଜଣିଆ ଇଂଲଣ୍ଡ ଦଳ ଘୋଷଣା କରାଯାଇଛି । ଜୋଫ୍ରା ଆର୍ଚ୍ଚର, ବେନ ଷ୍ଟୋକ୍ସ ଓ ରରୀ ୱର୍ନ୍ସ ଦଳକୁ ଫେରିଛନ୍ତି । ଜନୀ ବେୟାରଷ୍ଟୋ, ସ୍ୟାମ କରନ ଓ ମାର୍କ ଉଡଙ୍କୁ ବିଶ୍ରାମ ଦିଆଯାଇଛି । ଟେଷ୍ଟ ସିରିଜ ଫେବୃୟାରୀ ୫ରୁ…

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳର ଭିତ୍ତିଭୂମି

ପୁରୀ: କୋଣାର୍କ ଅଞ୍ଚଳର ଭିତ୍ତିଭୂମି ଖୁବଶୀଘ୍ର ଆନ୍ତର୍ଜାତୀୟ ମାନର ହେବ ବୋଲି ସୂଚନା ମିଳିଛି। ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ…

ଭୟଙ୍କର ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର 

ରାଇରଙ୍ଗପୁର: ଲେବର କଲୋନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁରେ ଜଳି ପାଉଁଶ ହୋଇଗଲା ଦୁଇ ବଖରା ଘର । ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ଲେବର ହାଟିଙ୍ଗରେ ଏଭଳି ଅଭାବନୀୟ ଘଟଣା ଘଟିଛି ।  ଅଗ୍ନିକାଣ୍ଡର କାରଣ ଏଯାଏ ଜଣାପଡିନାହିଁ । ନିଆଁ ଲିଭାଇବା କାର୍ଯ୍ୟରେ 2ଟି ଦମକଳ ଗାଡି…

ଫୋନ ଭୂତ ଫିଲ୍ମ ଶୁଟିଂରେ ବ୍ୟସ୍ତ କ୍ୟାଟ୍ରିନା,ସିଦ୍ଧାନ୍ତ

ମୁମ୍ବାଇ: କ୍ୟାଟ୍ରିନା କୈଫ, ସିଦ୍ଧାନ୍ତ ଚର୍ତୁବେଦୀ ଓ ଈଶାନ ଖଟ୍ଟର ଅଭିନୀତ ଫିଲ୍ମର ଶୁଟିଂ ଜୋରସୋରରେ ଆରମ୍ଭ ହୋଇଯାଇଛି । ଗୁରୁବାର ଶୁଟିଂ ସେଟରୁ ଏହି ୩ କଳାକାରଙ୍କ ଫଟୋ ସମ୍ମୁଖକୁ ଆସିଛି । ଇଟାଇମ୍ସ ପକ୍ଷରୁ ଏହି ଫଟୋ ଶେୟାର କରାଯାଇଛି । ସିଦ୍ଧାନ୍ତ ଓ ଈଶାନ ବ୍ଲୁ ଜମ୍ପସୁଟ…

ରିଲାଏନ୍ସ-ଫ୍ୟୁଚର ଗ୍ରୁପ୍ ଡିଲ୍‌କୁ ସେବିର ମଞ୍ଜୁରି

ନୂଆଦିଲ୍ଲୀ : ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ (ସେବି) ଫ୍ୟୁଚର ଗ୍ରୁପ୍‌ର ବ୍ୟବସାୟିକ ସମ୍ପତ୍ତି ରିଲାଏନ୍ସକୁ ବିକ୍ରି ପ୍ରକ୍ରିୟାକୁ ଅନୁମୋଦନ ପ୍ରଦାନ କରିଛି । ଏହାଦ୍ୱାରା ଆମାଜନ୍‌କୁ ଶକ୍ତ ଧକ୍କା ଲାଗିଛି । ୨୪,୭୧୩ କୋଟି ଟଙ୍କାର ଏହି କାରବାରକୁ ସେବିର ମଞ୍ଜୁରି ମିଳିବା ଦ୍ୱାରା…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: କ୍ୱାର୍ଟରରେ ପିଭି ସିନ୍ଧୁ

ବ୍ୟାଙ୍କକ: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ପିଭି ସିନ୍ଧୁ ଚଳିତ ଥାଇଲାଣ୍ଡ ଓପନ ମହିଳା ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ସେ ମାଲେସିଆର ସେଲଭାଦୁରାୟ କିସୋନାଙ୍କୁ ୨୧-୧୦, ୨୧-୧୨ ସିଧାସଳଖ ଗେମରେ ପରାସ୍ତ କରିଥିଲେ । ପୁରୁଷ ସିଙ୍ଗଲ୍ସରେ ଏଚଏସ ପ୍ରଣୟ ମାଲେସିଆର ଲିଉ…

ବୟସ୍କ ମାରାଥନ ଦୌଡାଳୀ ଫୌଜା ସିଂଙ୍କ ଜୀବନୀ ଉପରେ ନିର୍ମିତ ହେବ ଫିଲ୍ମ

ମୁମ୍ବାଇ: ବିଶ୍ୱର ସବୁଠାରୁ ବୟସ୍କ ମାରାଥନ ଧାବକ ଫୌଜା ସିଂଙ୍କ ଜୀବନୀ ଉପରେ ଖୁବ୍ ଶୀଘ୍ର ଫିଲ୍ମ ନିର୍ମାଣ ହେବାକୁ ଯାଉଛି । ସେ ୮୯ ବର୍ଷରେ ମାରାଥନ ଧାବକ ଭାବେ ତାଙ୍କର କ୍ୟ।।ରିୟର ଆରମ୍ଭ କରିଥିଲେ । ଏହି ଭାରତୀୟ ବଂଶୋଦ୍ଭବ ବ୍ରିଟେନରେ ରହୁଛନ୍ତି । ଫିଲ୍ମଟିକୁ ନିର୍ଦ୍ଦେଶକ ଓମାଙ୍ଗ…