Latest Odisha News

BREAKING NEWS

ନଷ୍ଟ ହେଉଛି ଡୋଜ, ସ୍ବାସ୍ଥ୍ୟମନ୍ତ୍ରୀ ଜାରି କଲେ ସଚେତନତା ପୋଷ୍ଟର 

ନୂଆଦିଲ୍ଲୀ : ଦେଶରେ ସାର୍ବଜନୀକ କରୋନା ଟିକାକରଣ ଜାରି ରହିଛି । ଟିକାର ପାର୍ଶ୍ବ ପ୍ରତିକ୍ରିୟାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି । ଫଳରେ ଲୋକେ ଟିକା ନେବାକୁ ଅମଙ୍ଗ ହେଉଛନ୍ତି । ଯେଉଁଥିପାଇଁ ଡୋଜ ନଷ୍ଟ ହେବାରେ ଲାଗିଛି ।  ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ପଦକ୍ଷେପ…

ସେରମ ଇନଷ୍ଟିଚ୍ୟୁଟ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ : କରୋନା ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ କୋଠାରେ ହୋଇଥିବା ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ବିଲଡିଂ ମଧ୍ୟରୁ ଅନ୍ୟ ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏବେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ଏନଡିଆରଏଫ ଟିମ୍‌…

ସେଣ୍ଟ୍ରାଲ ବାଗଦାଦ୍ ମାର୍କେଟରେ ଆତ୍ମଘାତୀ ହମଲା: ୩୦ ମୃତ, ୭୩ ଆହତ

ବାଗଦାଦ : ଇରାକର ସେଣ୍ଟ୍ରାଲ ବାଗଦାଦ ମାର୍କେଟରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆଟାକ୍ । ଆତଙ୍କବାଦୀଙ୍କ ଆତ୍ମଘାତୀ ହମଲା ଯୋଗୁ ୩୦ ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ସେହିପରି ଗୁରୁତର ଥିବା ୭୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କ ଅବସ୍ଥା…

ମମତାଙ୍କ ଚିନ୍ତା ବଢ଼ିଲା: ନୂତନ ପାର୍ଟି ଗଠନ କଲେ ଅବାସ ସିଦ୍ଦିକ୍‌

କୋଲକତା: ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସକୁ ପୁଣି ଚିନ୍ତାରେ ପକାଇଛନ୍ତି ଅବାସ ସିଦ୍ଦିକ୍ । ଫୁରଫୁରା ଶରିଫ ଦରଘାର ପୀର ଅବାସ ନୂତନ ଦଳର ଘୋଷଣା କରିଛନ୍ତି । ଯାହା କି ମୁସଲମାନ ଭୋଟବ୍ୟାଙ୍କ ଉପରେ ପ୍ରଭାବ ପକାଇବ ଏବଂ ପରୋକ୍ଷରେ ମମତାଙ୍କ କ୍ଷତି ହେବ ବୋଲି ଅନୁମାନ…

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଦାନ କଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ : ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କଲେ ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ଶ୍ରୀ ରାମ ଜନ୍ମଭୂମି ତୀର୍ଥସ୍ଥାନ ଟ୍ରଷ୍ଟର ସନ୍ଥଙ୍କୁ ସାକ୍ଷାତ କରି ୧ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ଗମ୍ଭୀର । ଏହି ଅବସରରେ ଗମ୍ଭୀର…

ଅଲିମ୍ପିକ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀରେ ହେବ : ଆଇଓସି ମୁଖ୍ୟ ଥମାସ ବାକ୍‌

ଟୋକିଓ: ଅନ୍ତର୍ଜାତୀୟ ଅଲିମ୍ପିକ କମିଟି ମୁଖ୍ୟ (ଆଇଓସି) ମୁଖ୍ୟ ଥମାସ ବାକ୍ ଗୁରୁବାର ଦୃଢ଼ତା ସହକାରେ କହିଛନ୍ତି ଯେ, ଟୋକିଓ ଅଲିମ୍ପିକ୍ସ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀରେ ଆୟୋଜିତ ହେବ । ଏଥିପାଇଁ କୌଣସି ପ୍ଲାନ ବି ନାହିଁ । ୨୩ ଜୁଲାଇରୁ ଟୋକିଓରେ ଅଲିମ୍ପିକ୍ସର ବିଗୁଲ ବାଜିବ ।…

ସେବାୟତଙ୍କୁ କୋଭିଡ୍ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ କୋଭିଡ୍ ଟିକା ଦିଆଯିବା ନେଇ ସ୍ୱାସ୍ଥ୍ୟ ବିଭାଗ ନିକଟରେ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ ରଖିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ନେଇ ମୁଖ୍ୟ ସାସନ ସଚିବଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ଆଜିଠୁ ଶ୍ରୀମନ୍ଦିରରେ କୋଭିଡ ନେଗେଟିଭ୍ ରିପୋର୍ଟ ବିନା ଦର୍ଶନ…

ହାଇଟେକ ବସ ଟର୍ମିନାଲ ସ୍ଥାନକୁ ଅନୁଧ୍ୟାନ କଲା ସ୍ୱତନ୍ତ୍ର ଟିମ, ୨୩ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ : କଟକ ଖାନନଗର ଠାରେ ନିର୍ମାଣ ହେବ ନେତାଜୀ ସୁଭାଷ ବୋଷ ହାଇଟେକ ବସ ଟର୍ମିନାଲ । ଏଥିପାଇଁ ଏହି ସ୍ଥାନକୁ ଆଜି ଅନୁଧ୍ୟାନ କରିଛନ୍ତି ସ୍ବତନ୍ତ୍ର ଟିମ । ଆସନ୍ତା ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଆଜି ପୂର୍ବାହ୍ନରେ…

୩୦ ଲକ୍ଷରେ ପହଞ୍ଚିଲା ନବୀନଙ୍କ ଟ୍ୱିଟର୍ ଫଲୋୟର୍ସ ସଂଖ୍ୟା

ଭୁବନେଶ୍ଵର: ଧିରେ ଧିରେ ବଢୁଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା । ନିକଟରେ ଏବିପି ନ୍ୟୁଜ୍ ପକ୍ଷରୁ କରାଯାଇଥିବା ସର୍ଭେରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ଏକ ନମ୍ବରରେ ଥିଲେ । ଆଉ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ୱିଟରରେ ଫଲୋୟର୍ସ ସଂଖ୍ୟା ୩୦ ଲକ୍ଷରେ…

ଚାଷୀ ସମସ୍ୟାକୁ ନେଇ ସମ୍ବଲପୁରରେ ବିଜେପିର ରାଲି, ଆରଡିସି ଅଫିସ ଘେରାଉ

ଭୁବନେଶ୍ୱର : ରାଜ୍ୟରେ ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି । ରାଜ୍ୟ ସରକାରଙ୍କ ପାଇଁ ସମସ୍ୟାରେ ପଡୁଛନ୍ତି ଚାଷୀ । ମଣ୍ଡିରେ ଧାନ ପଡ଼ିରହିବା ମନୁଷ୍ୟକୃତ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ଟୋକନ ଓ ମଣ୍ଡି ବ୍ୟବସ୍ଥା ନେଇ ୩୭ଟି…