Latest Odisha News

BREAKING NEWS

କରୋନା ଟିକା ପ୍ରସ୍ତୁତକାରୀ ସେରମ ଇନଷ୍ଟିଚ୍ୟୁଟରେ ଭୟଙ୍କର ନିଆଁ

ପୁଣେ: କରୋନା ମହାମାରୀକୁ ମାତ୍‌ ଦେବା ପାଇଁ ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଭୟଙ୍କର ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟ ପରିସର ମଧ୍ୟରେ ଥିବା ମଞ୍ଜରୀ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି । ଏଠାରେ ଥିବା ସେରମ ଟର୍ମିନାଲ-୧ରେ ନିଆଁ ଲାଗିଥିବାରୁ…

ଇଣ୍ଡିଆ ଲକଡାଉନରେ କିଏ କରିବ ଅଭିନୟ ?

ମୁମ୍ବାଇ: ଫିଲ୍ମର ଟାଇଟଲ୍ ରହିଛି ଇଣ୍ଡିଆ ଲକ୍‌ଡାଉନ୍ । ନିର୍ଦ୍ଦେଶନା ଦେବେ ନ୍ୟାଶନାଲ ଆୱାର୍ଡ ବିଜେତା ମଧୁର ଭଣ୍ଡାରକର । ଫିଲ୍ମର ନିର୍ମାଣ ପାଇଁ ନିର୍ଦ୍ଦେଶକ ମଧୁର ବେଶ କିଛି ପ୍ରତିଭାବାନ କଳାକାରଙ୍କ ଚୟନ କରିଛନ୍ତି । ଏହି ଧାରାରେ ସାମିଲ ହୋଇଛନ୍ତି କିଛି ବଛାବଛା କଳାକାର ।…

ଏଣିକି କିନ୍ନର କାଟିବେ ପାର୍କିଂ ଟିକେଟ 

ଭୁବନେଶ୍ବର: ଆଜିଠାରୁ ରାଜଧାନୀ ଭୁବନେଶ୍ବରରେ କିନ୍ନର କାଟିବେ ପାର୍କିଂ ଟିକେଟ । ଆଜି ରାଜମହଲ ଛକରେ ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ଏହାର ଉଦ୍ଘାଟନ କରିଛନ୍ତି । ଏଥିପାଇଁ ଟିଜି ସ୍ବୀକୃତିପ୍ରାପ୍ତ ସ୍ମାର୍ଟ ସିଟିର ଦୁଇଟି ପ୍ରମୁଖ ପାର୍କିଂ ଲଟ୍ ହସ୍ତାନ୍ତର କରାଯାଇଛି । ରାଜମହଲ…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ମିଳିବ ଟେଷ୍ଟ ପେପର

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ଦେବେ ଟେଷ୍ଟ ପେପର । ୬ ଲକ୍ଷ ୨୦ ହଜାର ୫୦୮ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଟେଷ୍ଟ ପେପର ପ୍ରଦାନ କରିବେ ସରକାର । ଏନେଇ ସୁଚନା ଦେଇଛନ୍ତି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ ଯୋଗୁଁ…

ଧଉଳି ଗିରି ଓ କୌଶଲ୍ୟାଗଙ୍ଗର ଇତିହାସ; ଏକ ନୂତନ ଅନ୍ଵେଷଣ

କୈଳାସଚନ୍ଦ୍ର ଦାଶ ବୌଦ୍ଧ କୀର୍ତ୍ତଯୁକ୍ତ ଧଉଳୀ ଅଞ୍ଚଳ ଯେ ତୋଷାଳୀର ଅଂଗ ଥିଲା  ତାହାର ଏକ ଅଭ୍ରାନ୍ତ ପ୍ରମାଣ କୌଶଲ୍ୟାଗଙ୍ଗ ।କୌଶଲ୍ୟାଗଙ୍ଗକୁ ନେଇ ଏକ ଜନଶ୍ରୁତି ରହିଛି ଯାହା ମାଦଳାପାଞ୍ଜିର ରାଜଭୋଗରେ ସ୍ଥାନ ପାଇଛି ।ଏହା ମଧ୍ୟ ଦେଶଖଂଜା ପୋଥିରେ ଭିନ୍ନ ଭାବରେ ଉପସ୍ଥାପନ କରାଯାଇଛି…

ଇସାବେଲଙ୍କ ସହ ରୋମାନ୍ସ କରିବେ ପୁଲକିତ୍

ମୁମ୍ବାଇ: ବେଶ କିଛିଦିନ ଧରି ଚର୍ଚ୍ଚା ଚାଲିଛି । ଅଭିନୟ ଜଗତକ ଓହ୍ଲାଇବେ କ୍ୟାଟ୍ରିନାଙ୍କ ଭଉଣୀ ଇସାବେଲ କୈଫ । ଶେଷରେ ଏହି ଖବର ସତ ହେବାକୁ ଯାଉଛି । ଫିଲ୍ମ ଟାଇମ୍ ଟୁ ଡାନ୍ସ ଜରିଆରେ ଇସାବେଲ ବଲିଉଡରେ ଡେବ୍ୟୁ କରିବେ । ହେଲେ ଏହାକୁ ବାଦ୍ ଦେଲେ ଫିଲ୍ମ ସୁସ୍ୱାଗତମ୍ ଖୁସାମଦିଦ୍‌ରେ ବି…

[ଭିଡ଼ିଓ] ପିପିଇ କିଟ୍ ପିନ୍ଧି ବିପୁଳ ପରିମାଣର ସୁନା ଚୋରି !

ନୂଆଦିଲ୍ଲୀ: ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଗିରଫ ଯୁବକଙ୍କ ବିରୋଧରେ ଆସିଛି କିଛି ଚକିତକର ତଥା ସଙ୍ଗୀନ ଅଭିଯୋଗ । ଜାଣି ଆଶ୍ଚର୍ଯ୍ୟ ହେବେ ଅଭିଯୁକ୍ତ ଜଣକଏକାକି ଏକ ଗହଣା ଦୋକାନରେ କଳାକନା ବୁଲାଇଥିଲା । ଆଉ ତା ପୁଣି ଲକ୍ଷେ କି ଦୁଇ ଲକ୍ଷ ନୁହେଁ ବରଂ ୧୩ କୋଟି…

ଲକ୍ଷାଧିକ ଟଙ୍କାର କାଠ ଜବତ 

ଆଠଗଡ଼ : ଚୋରା କାରବାରର ପର୍ଦ୍ଦାଫାସ । ଗତ ଦୁଇ ବର୍ଷ ଧରି ଚାଲିଥିବା ଚୋରା କାଠ ବେପାର ପର୍ଦ୍ଦାଫାସ କରିଛି ଆଠଗଡ଼ ବନ ବିଭାଗ ।  ବିଶେଷ ସୂତ୍ରରୁ ଖବର ପାଇ ଆଠଗଡ଼ ଡିଏଫଓଙ୍କ ନିର୍ଦ୍ଦେଶକ୍ରମେ ବଡମ୍ବା ରେଞ୍ଜ ସାନବାରସିଙ୍ଗହ ଗାଁରେ ଚଢାଉ କରିଥିଲା ବନ ବିଭାଗ । ଚଢାଉରେ ଲକ୍ଷାଧିକ…

ବାଲେଶ୍ୱରରେ ବୃଦ୍ଧ ଦମ୍ପତ୍ତିଙ୍କ ଆତ୍ମହତ୍ୟା

ବାଲେଶ୍ୱର: ଜଳେଶ୍ୱରରେ ଅଭାବନୀୟ ଘଟଣା । ପୋଖରୀ ହୁଡାରୁ ମିଳିଲା ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ । ଭୋଗରାଇ ବ୍ଲକ ଫୁଲବଣି ଗାଁରେ ଘଟିଛି ଏହି ଘଟଣା । ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ କେଉଁ କାରଣରୁ ସେମାନେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିପାରିନାହିଁ ।…

କ୍ରିଷ୍ଟିଆନ ରୋନାଲ୍ଡୋ ହେଲେ ଫୁଟବଲ ଇତିହାସର ସର୍ବାଧିକ ଗୋଲ ସ୍କୋରର

ରୋମ:ପର୍ତୁଗାଲର ଷ୍ଟାର ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ଫୁଟବଲ ଇତିହାସରେ ସର୍ବାଧିକ ଗୋଲ ସ୍କୋର କରିବା ରେକର୍ଡର ଅଧିକାରୀ ହୋଇଛନ୍ତି । ସେ ଅଷ୍ଟ୍ରିଆର ଜୋସେଫ ବିକାନ, ବ୍ରାଜିଲର ପେଲେ ଓ ଆର୍ଜେଂଟିନାର ଲିଓନେଲ ମେସିଙ୍କୁ ପଛରେ ପକାଇ ଦେଇଛନ୍ତି । ଇଟାଲିୟନ ସୁପର କପ ଫାଇନାଲରେ ୟୁଭେଂଟସର…