ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
ପୁରୀ: ଶ୍ରୀକ୍ଷେତ୍ରରେ ଚାଂଚଲ୍ୟ ଖେଳାଇଛି ଜଣେ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ମାମଲା । ମୃତ ପୋଲିସ କର୍ମଚାରୀ ଜଣକ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିଲେ ।
ଗତକାଲି ପୁରୀ ସଦର ହୁଲୁହୁଳିଆ ପୋଲ ନିକଟ ରେଳଧାରଣା ପାଶ୍ୱର୍ରୁ ପୋଲିସ କର୍ମୀଙ୍କ ମୃତଦେହ ଉଦ୍ଧାର…