Latest Odisha News

BREAKING NEWS

କେଦାର ମିଶ ଓ ସଞ୍ଜୟ କୁମାର ବାଗ ପାଇବେ ଡ. ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ

ଭବାନୀପାଟଣା : ମହାବୀର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ୨୦୨୦ ପାଇଁ କେଦାର ମିଶ୍ର ଏବଂ ୨୦୨୧ ପାଇଁ ସଞ୍ଜୟ କୁମାର ବାଗ, ରାଜ୍ୟସ୍ତରୀୟ ଡ. ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ ପାଇବେ ବୋଲି ସୂଚନା ଦିଆଯାଇଛି। ଡ. ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ ଚୟନ କମିଟି…

ବୌଦ୍ଧ ମହାନଦୀ ସେତୁ ଉପରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସିପଡିଲେ ମହିଳା

ବୌଦ୍ଧ : ବୌଦ୍ଧ ଜିଲ୍ଲା କିଆକଟା ମହାନଦୀ ସେତୁ ଉପରେ ଦୁର୍ଘଟଣା । ବାଇକ ଓ କାର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ତେବେ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ପତ୍ନୀ ବ୍ରିଜ୍ ତଳକୁ ଖସିପଡିଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି…

ନିଖୋଜ ୬ ନୌସେନା ଅଧିକାରୀଙ୍କ ମଧ୍ୟରୁ ୪ଜଣଙ୍କ ଶବ ମିଳିଲା

ନୂଆଦିଲ୍ଲୀ: ଉତରାଖଣ୍ଡ ଚମୋଲୀରେ ଶନିବାର ତ୍ରିଶୂଳ ପର୍ବତରୁ ବରଫଗଦା ମଧ୍ୟରୁ ନିଖୋଜ ୬ ନୌସେନା ଅଧିକାରୀଙ୍କ ମଧ୍ୟରୁ ୪ଜଣଙ୍କ ଶବ ମିଳିଛି । ଶୁକ୍ରବାର ନୌସେନାର ଏକ ୨୦ ଜଣିଆ ଟିମ ପର୍ବତାରୋହଣ କରୁଥିବା ବେଳେ ହିମସ୍ଖଳନ ଯୋଗୁ ଅସୁବିଧାରେ ପଡି ଯାଇଥିଲେ । ବହୁ କଷ୍ଟରେ ଅନ୍ୟମାନଙ୍କୁ ବଂଚା…

ଅନୁଗୁଳ ଓ ଢ଼େଙ୍କାନାଳ ସମେତ ୧୦ଟି ସ୍ଥାନରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନୂତନ ଗୃହ ଲୋକାର୍ପଣ

ଅନୁଗୁଳ : ଅନୁଗୁଳ ଓ ଢ଼େଙ୍କାନାଳ ସମେତ ୧୦ଟି ସ୍ଥାନରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନୂତନ ଗୃହର ହୋଇଛି ଲୋକାର୍ପଣ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ନୂତନ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଲୋକାର୍ପଣ କରିଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ରେ ପିଲାଙ୍କୁ…

ଆଫଗାନିସ୍ତାନ ସୀମାରେ ସ୍ୱତନ୍ତ୍ର ଆତ୍ମଘାତୀ ସେନା ନିୟୋଜିତ କରିବ ତାଲିବାନ

ଭୁବନେଶ୍ୱର: ସୁଇସାଇଡ୍ ବମ୍ବର୍‌ଙ୍କୁ ନେଇ ଏକ ସ୍ୱତନ୍ତ୍ର ସେନା ଗଠନ କରିଛି ତାଲିବାନ ଶାସନ । ସେହି ଆତ୍ମଘାତୀ ସେନାକୁ ଆଫଗାନିସ୍ତାନ ସୀମା ତଥା ଖାସ କରି ବଦଖାସନ୍ ଇଲାକାରେ ନିୟୋଜିତ କରିବାକୁ ତାଲିବାନ ଯୋଜନା କରିଥିବା ଜଣାପଡିଛି । ଆଫଗାନିସ୍ତାନର ଦ ଖାମା ପ୍ରେସ୍ ନ୍ୟୁଜ ଏଜେନ୍ସି…

ଅନୁଗୁଳ ଜଏରାଟରେ ଗାନ୍ଧି ଜୟନ୍ତୀ ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ : ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସ୍ଥାନୀୟ ଅଞ୍ଚଳର ବୁଣାକାର, ହସ୍ତଶିଳ୍ପୀ, କାରିଗରମାନଙ୍କ ଦ୍ବାରା ତିଆରି ଉତ୍ପାଦିତ ଜିନଷ କିଣିବାକୁ ଆହ୍ବାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗାନ୍ଧି ଜୟନ୍ତୀ ଅବସରରେ ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ…

ମୁମ୍ବାଇକୁ ହରାଇଲା ଦିଲ୍ଲୀ

ଶାରଜା: ଆଇପିଏଲର ଆଜି ଅନୁଷ୍ଠିତ ପ୍ରଥମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୨୦ ଓଭରରେ ୮ ଉଇକେଟ ହରାଇ ୧୨୯ ରନ କରିଥିଲା । ରିଷଭ ପନ୍ତ ନେତୃତ୍ୱାଧୀନ ଦିଲ୍ଲୀ ୧୯.୧ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ…

ବ୍ରାହ୍ମ ମୁହୂର୍ତ୍ତରେ ଅଭିଷେକ

ପାହାଡ଼ଗଡ଼ : ଆମ ଚାରିପଟେ ରହିଛି ଅନେକ ରହସ୍ୟ। ଆଉ ସେହି ରହସ୍ୟ ଘେରା ଭିତରେ ଆମେ । ପ୍ରତିଦିନ କିଛି ନା କିଛି ଆମ ଆଖି ସମାନରେ ଘଟୁଛି। କିଛି ଆମେ ଗ୍ରହଣ କରୁଛେ ଆଉ କିଛି ରହସ୍ୟମୟ ଘଟଣା ଆମ ସାମନାରେ ଘଟୁଥିଲେ ବି ତାହା ଆମ ଜ୍ଞାତସାର ବାହାରେ । ସବୁ ମନ୍ଦିରର ଅଲଗା ମହତ୍ତ୍ୱ ରହିଛି । ଏନେଇ…

ଭୋଗ ପତ୍ରିକା କଭରରେ ସ୍ଥାନ ପାଇଲେ ୩ ଭାରତୀୟ ମହିଳା ଅଲିମ୍ପିଆନ

ନୂଆଦିଲ୍ଲୀ: ଲୋକପ୍ରିୟ ଭୋଗ ଇଣ୍ଡିଆ ପତ୍ରିକାର କଭରରେ ସ୍ଥାନ ପାଇଛନ୍ତି ଭାରତର ୩ ସଫଳ ମହିଳା ଅଲିମ୍ପିଆନ । ଏମାନେ ହେଲେ ଟୋକିଓ ଅଲିମ୍ପିକ୍ସରେ ପଦକ ଜିତିଥିବା ବକ୍ସର ଲଭଲିନ ବୋରଗାହନ, ବ୍ୟାଡମିଂଟନ ଖେଳାଳି ପିଭି ସିନ୍ଧୁ ଓ ଭାରୋତୋଳିକା ମୀରାବାଇ ଚାନୁ । ଟୋକିଓରେ ଭାରତ ସର୍ବଶ୍ରେଷ୍ଠ…

ପୂଜା ବଜାରରେ ଆଡ୍ଡା ଜମାଇବେ ପପୁ ପମ୍‌ପମ୍‌, ରିଲିଜ୍ ହେବ “ଗାଁର ନାଁ ଗାଲୁଆପୁର”

ଭୁବନେଶ୍ୱର: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଦୁର୍ଗାପୂଜା ମାହୋଲକୁ ସରଗରମ କରିବାକୁ ସଜବାଜ ହେଉଛନ୍ତି ପପୁ ପମ୍‌ପମ୍ ଓ ଅଭିନେତ୍ରୀ ମନୀଷା । ଆଉ ଦିନ କେଇଟା ପରେ ରିଲିଜ୍ ହେବ ବହୁ ପ୍ରତିକ୍ଷୀତ ଓଲିଉଡ ଫିଲ୍ମ “ଗାଁର ନାଁ ଗାଲୁଆପୁର” । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଫିଲ୍ମର ରିଲିଜ୍…