Latest Odisha News

BREAKING NEWS

ସଫେଇ କର୍ମଚାରୀଙ୍କ ପାଇଁ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ପ୍ରୋଗ୍ରାମ

ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ପୌରାଞ୍ଚଳରେ କାର୍ଯ୍ୟରତ ସଫେଇ କର୍ମଚାରୀଙ୍କ ପାଇଁ ଆରମ୍ଭ ହୋଇଛି ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ପ୍ରୋଗ୍ରାମ। ଏହି କାର୍ଯ୍ୟକ୍ରମରେ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର ଯୋଗଦେଇ ଏହାକୁ ଶୁଭାରମ୍ଭ ହୋଇଥିବା ବେଳେ ଏହା ୧୦ ଦିନ ଧରି…

ଢେଙ୍କାନାଳରେ ହାତୀ ଆକ୍ରମଣ; ୨ ଦିନରେ ୨ ମୃତ

ଢେଙ୍କାନାଳ: ଢେଙ୍କାନାଳରେ ହାତୀ ଆକ୍ରମଣ ୨ଦିନରେ ଗଲାଣି ୨ଟି ଜୀବନ । ହାତୀ ଆକ୍ରମଣରେ ମଙ୍ଗଳବାର ଦିନ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତ ଚାଷୀ ଜଣଙ୍କ ହେଉଛନ୍ତି ସଦର ଥାନା ଗହମଖୁଣ୍ଟି ଗାଁର ରମେଶ ସାହୁ । ଖବର ଅନୁଯାୟୀ, ମଙ୍ଗଳବାର ଦିନ…

ବ୍ୟାସନଗର କଲେଜ କ୍ୟାମ୍ପସରୁ ବିଷାକ୍ତ ନାଗ ସାପ ଉଦ୍ଧାର

ଯାଜପୁର : କଲେଜ କ୍ୟାମ୍ପସରୁ ବିଷାକ୍ତ ସାପ ଉଦ୍ଧାର। ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରୁ ଏକ ବିଷାକ୍ତ ନାଗ ସାପ ଉଦ୍ଧାର କରାଯାଇଛି। ସ୍ନେକ ହେଲ୍ପଲାଇନ ସଦସ୍ୟ ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡିଥିବା ଜଣାପଡିଛି। ତେବେ…

ମାଡିଗଲା ଟ୍ରକ; ଚାଲିଗଲା ଭିକ୍ଷାବୃତ୍ତି କରୁଥିବା ମହିଳାଙ୍କ ଜୀବନ

ଯାଜପୁର: ଯାଜପୁର ଜିଲ୍ଲା କୋରାଇ ଥାନା ବରୁଣ୍ଡେଇ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା। ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ । ମୃତା ମହିଳା ଜଣଙ୍କ ସ୍ଥାନୀୟ ପୂର୍ବକୋର୍ଟ ଗାଁର ଗୌରୀ ଆଉଲା ବୋଲି ଜଣାପଡିଛି । ସୂଚନା ମୁତାବକ ଗୌରୀ ପ୍ରତେକଦିନ ବରୁଣ୍ଡେଇ ବଜାରକୁ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟାଙ୍କ ଯାଜପୁର ଜିଲ୍ଲା ଗସ୍ତ

ଯାଜପୁର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ତଥା କାର୍ଯ୍ୟକାରୀ ସଭାପତି ଡକ୍ଟର ବିଜୟ କୁମାର ସାହୁ ମଙ୍ଗଳବାର ଯାଜପୁର ଜିଲ୍ଲା ଗସ୍ତ କରିଥିଲେ । ଯାଜପୁର ଜିଲ୍ଲାରେ ନିର୍ମାଣଧୀନ ଆଦର୍ଶ ବିଦ୍ୟାଳୟଗୁଡ଼ିକୁ ସେ ବୁଲି ଦେଖିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ । ଯାଜପୁର ଜିଲ୍ଲା…

ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନରେ ଶ୍ରୋତା ବିମୋହିତ

ଭୁବନେଶ୍ୱର: ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନର ମୁର୍ଛନାରେ ରାଜାରାଣୀ ମନ୍ଦିର ପରିସର ମୁଖରିତ ହୋଇଥିଲା। ବିଖ୍ୟାତ ଗାୟକ ତଥା ଓଡ଼ିଶୀ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରାମହରି ଦାସ ଓ ସାଥିଙ୍କ ଦ୍ଵାରା ଓଡିଶୀ ସଙ୍ଗୀତ…

ଜାଣନ୍ତୁ, କିପରି କଟିବ ଆଜିର ଦିନ

ରାଶି ଫଳ ତା୨୦-୦୧-୨୦୨୧ ବୁଧବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଜାନୁଆରୀ ତା ୨୦ରିଖ ବୁଧବାର ମକର ୭ଦିନ ପୌଷମାସ ଶୁକ୍ଳ ପକ୍ଷ ସପ୍ତମୀ ଭୁକ୍ତ ଅଷ୍ଟମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର- କର୍କଟ ରାଶିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ସେନା ଉପମୁଖ୍ୟ ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି

ପୁରୀ: ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ସେନାର ନବ ନିଯୁକ୍ତ ଉପମୁଖ୍ୟ (ଭାଇର୍ସ ଚିଫ୍) ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଧରି ସାଧାରଣ ଭକ୍ତଙ୍କ ପରି ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା…

ପାର୍ବତୀ ଗିରିଙ୍କ  ୯୫ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ  ୯୫ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସରେ ଅନୁଷ୍ଠିତ ହୋଇଯାଇଛି। ଦେଶସେବା ସହ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟ…

ମୋ ସ୍କୁଲ ଅଭିଯାନରେ ସାମିଲ ହେବ ୧୦୦ ସ୍କୁଲ

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସାମିଲ ହେବାକୁ ଯାଉଛି ୧୦୦ ସ୍କୁଲ। ଏପରିକି ଛାତ୍ରଛାତ୍ରୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିହେବ ବୋଲି ସୂଚନା ମିଳିଛି। ତୋଷାଳି ଭବନସ୍ଥିତ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ କାର୍ଯ୍ୟାଳୟରେ ‘ମୋ ସ୍କୁଲ ଅଭିଯାନ’ର ୭ମ ପରିଚାଳନା ପରିଷଦ ବୈଠକ ଆଜି…