ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୫୪)
ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୫୪
ଦିନ ଗଣିବନି....। ନିଜକୁ ଜାହିର କରିବନି...। କେତେ ବର୍ଷ ବିତିବ ଏମିତି? ମନର ପ୍ରଶ୍ନ କାହାକୁ ନପଚାରି କେବଳ ଧନ୍ଦି ହେବ ନିଜେ ? ଇଏ ବି ଜୀବନ! ତିଥିର ସମୟ ଏଇଟା। ସନ୍ଧ୍ୟା ପାଞ୍ଚରୁ ରାତି ଏଗାର। ହଜିହଜି…