Latest Odisha News

BREAKING NEWS

ପ୍ରାଇଭେସି ପଲିସି ପ୍ରତ୍ୟାହାର ପ୍ରସଙ୍ଗକୁ ନେଇ ହ୍ୱାଟ୍‌ସ ଆପ୍‌ ସିଇଓଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ହ୍ୱାଟ୍‌ସ ଆପ୍‌ରେ ନୂତନ ପଲିସି ଅପଡେଟ୍‌ରୁ ଗୋପନୀୟତା ପ୍ରତି ବିପଦକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମେସେଜିଂ ଆପ୍ ର ଗ୍ଲୋବାଲ୍ ସିଇଓ ୱିଲ୍ କ୍ୟାଥଚାର୍ଟଙ୍କୁ ଏକ ଚିଠି ଲେଖିଛନ୍ତି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MEITY) ଫେସବୁକ୍ ମାଲିକାନା…

ବାଣୀବିହାର ଅଶାନ୍ତ ନେଇ ସିପିଙ୍କୁ ଭେଟିଲେ କୁଳପତି, କହିଲେ କ୍ୟାମ୍ପସ ଭିତରେ ପ୍ରବେଶ ପାଇଁ ଆଇକାର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର : ଦଶ ମାସ ପରେ ଉତ୍କଳ ବିଶ୍ୱବିଦ୍ୟାଳୟ ଖୋଲିଥିବା ବେଳେ ଗତକାଲି ଗୋପବନ୍ଧୁ ହଷ୍ଟେଲରେ ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ସଂଘର୍ଷକୁ ନେଇ ଉତ୍ତେଜନା ଦେଖାଦେଇଛି । ଏ ନେଇ ଆଜି କୁଳପତି ସବିତା ଆଚାର୍ଯ୍ୟ ପୋଲିସ କମିଶନରଙ୍କୁ ଭେଟି ଆଲୋଚନା କରିଛନ୍ତି । ଏହା ପରେ କୁଳପତି କହିଛନ୍ତି…

ଆସନ୍ତାକାଲି ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଥିପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଅପରାହଣ ୪ ଟାରୁ ସନ୍ଧ୍ୟା ୮ ଟା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହିବ ବୋଲି ଜଣାପଡିଛି । ଦତ ମହାପାତ୍ର ସେବକ ଏହି ନୀତି ସମ୍ପାଦନ କରିବେ ।  ମହାପ୍ରଭୂଙ୍କ ଶ୍ରୀମୁଖ ଶୃଙ୍ଗାର ଦ୍ବିତୀୟ…

ନିଜ ରିସେପ୍ସନ ପାର୍ଟିରେ ଗୌରୀଙ୍କ ପରିବାର ସହ ଏମିତି ପ୍ରାଙ୍କ୍‌ କରିଥିଲେ ଶାହାରୁଖ୍‌

ନୂଆଦିଲ୍ଲୀ: ବଲିଉଡର କିଙ୍ଗ୍‌ ଖାନ୍‌ ତଥା ଶାହରୁଖ ଖାନ ଏବଂ ଗୌରୀ ଖାନଙ୍କ ଯୋଡି ଏକ ସଫଳ ଦମ୍ପତି ତାଲିକାରେ ସ୍ଥାନ ପାଇଛି। ଅନେକ ସମୟରେ ଉଭୟଙ୍କ ଅନେକ ରୋମାଣ୍ଟିକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୁଏ। ତେବେ ଶାହାରୁଖ୍‌ ଏବଂ ଗୌରୀଙ୍କୁ ନେଇ ମଜାଳିଆ ଖବର ଏବେ ସୋସିଆଲ୍‌ ଚାଞ୍ଚଲ୍ୟ…

ଭୁବନେଶ୍ୱରରେ ସ୍ଥଳସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି

ଭୁବନେଶ୍ୱର: ନୂତନ ଭାବେ ନିଯୁକ୍ତ ହୋଇଥିବା ସ୍ଥଳ ସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଗତକାଲି ଶ୍ରୀ ମହାନ୍ତି ସେନା ଉପମୁଖ୍ୟ ଭାବେ ନିଯୁକ୍ତ ହୋଇଥିଲେ ।…

ସମଲେଶ୍ୱରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାମ ଖୁବଶୀଘ୍ର

ସମ୍ବଲପୁର: ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ…

ଲାଞ୍ଚ ନେବା ବେଳେ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଧରିଲା ଭିଜିଲାନ୍ସ

ପାରାଦୀପ : ଭିଜିଲାନ୍ସ ଜାଲରେ ରାଜପୁରର ସ୍ବାସ୍ଥ୍ୟ କର୍ମଚାରୀ । ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଗିରଫ ସ୍ବାସ୍ଥ୍ୟ କର୍ମଚାରୀ ହେଲେ ଭରତ ଘାସି । ମୃତ୍ୟୁ ପ୍ରମାଣ ପତ୍ର ବାବଦରେ ୧୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛି ଭିଜିଲାନ୍ସ ବିଭାଗ ।  ସୂଚନା…

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଅଭିନେତା କମଲ ହାସନ

ନୂଆଦିଲ୍ଲୀ: ବଲିଉଡ୍ର ଲୋକପ୍ରିୟ ତଥା ଜଣାଶୁଣା ଅଭିନେତା କମଲ ହାସନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଅସ୍ତ୍ରୋପଚାର କରାଯାଇଛି। ଏହି ସୂଚନା ତାଙ୍କ ଦୁଇ ଝିଅ ଅଭିନେତ୍ରୀ ଶ୍ରୁତି ହାସନ ଏବଂ ଅକ୍ଷରା ହାସନ ଦେଇଛନ୍ତି। ଶ୍ରୁତି ଏବଂ ଅକ୍ଷରା ସରକାରୀ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ…

ଟିକା ନେବାକୁ ଏବେ ମନାକଲେ ସ୍ୱାସ୍ଥ୍ୟ କର୍ମୀଙ୍କୁ ଆଉ ମାଗଣାରେ ମିଳିବନି: ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ଟିକା ନେବା ପାଇଁ ଓଡିଶା ସରକାର ସମସ୍ତ ସ୍ୱାସ୍ଥ୍ୟ କର୍ମୀଙ୍କୁ ଆଗକୁ ଆସିବାକୁ ଅନୁରୋଧ କରିଛନ୍ତି। ଯେଉଁମାନେ ଟିକାକରଣ ପାଇଁ ମନା କରି ଦେଉଛନ୍ତି ତାଙ୍କୁ ପରବର୍ତ୍ତୀ ସମୟରେ ମାଗଣାରେ ଆଉ ଟିକା ଦିଆଯିବ ନାହିଁ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ…

ଆସନ୍ତା ୨୩ରେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଠାରୁ ଆସାମରେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ କର୍ମଚାରୀଙ୍କ ପାଇଁ ଆୟୁଷ୍ମାନ ସ୍ୱାସ୍ଥ୍ୟ ସେବା ଯୋଜନା ଆରମ୍ଭ କରିବେ। ସରକାରଙ୍କ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ସେ କହିଛନ୍ତି ଯେ ଜାନୁଆରୀ ୨୩ ରେ ଏକ କାର୍ଯ୍ୟକ୍ରମରେ ଫୋର୍ସ…