ଦିନକରେ ରାଜ୍ୟରୁ ୧୮୩ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
https://twitter.com/IPR_Odisha/status/1350690158576758784?s=19
ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬…